Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 24:13 - ପବିତ୍ର ବାଇବଲ (CL) NT (BSI)

13 ସେହି ଦିନ ଯୀଶୁଙ୍କର ଦୁଇ ଜଣ ଶିଷ୍ୟ ଯିରୂଶାଲମଠାରୁ ପ୍ରାୟ ଏଗାର କିଲୋମିଟର୍ ଦୂରରେ ଥିବାର ଇମ୍ମାୟୁ ନାମକ ଗ୍ରାମକୁ ଯାଉଥିଲେ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆଉ ଦେଖ, ସେହିଦିନ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଯିରୂଶାଲମଠାରୁ ପ୍ରାୟ ଚାରି କ୍ରୋଶ ଦୂରବର୍ତ୍ତୀ ଇମ୍ମାୟୁ ଗ୍ରାମକୁ ଯାଉଥିଲେ

Gade chapit la Kopi

ଓଡିଆ ବାଇବେଲ

13 ଆଉ ଦେଖ, ସେହି ଦିନ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଯିରୂଶାଲମଠାରୁ ପ୍ରାୟ ସାତ ମାଇଲ୍ ଦୂରବର୍ତ୍ତୀ ଇମ୍ମାୟୁ ଗ୍ରାମକୁ ଯାଉଥିଲେ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ ଦେଖ, ସେହି ଦିନ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଯିରୂଶାଲମଠାରୁ ପ୍ରାୟ ସାତ ମାଇଲ୍ ଦୂରବର୍ତ୍ତୀ ଇମ୍ମାୟୁ ଗ୍ରାମକୁ ଯାଉଥିଲେ

Gade chapit la Kopi

ପବିତ୍ର ବାଇବଲ

13 ସେହି ଦିନ ଯୀଶୁଙ୍କର ଦୁଇଜଣ ଶିଷ୍ୟ ଇମ୍ମାୟୁ ନାମକ ଗାଁକୁ ଯାଉଥିଲେ। ଏ ସ୍ଥାନ ଯିରୁଶାଲମଠାରୁ ପ୍ରାୟ ଏଗାର କିଲୋମିଟର ଦୂର।

Gade chapit la Kopi




ଲୂକ ଲିଖିତ ସୁସମାଚାର 24:13
3 Referans Kwoze  

ସେମାନଙ୍କ ମଧ୍ୟରୁ କ୍ଲିପୟା ନାମକ ଜଣେ ତାଙ୍କୁ ପଚାରିଲେ, “ଯିରୂଶାଲମରୁ ଆସିଥିବା ଲୋକମାନଙ୍କ ମଧ୍ୟରୁ ଆପଣ କ’ଣ ଏକାକୀ ସେ ସ୍ଥାନରେ ଗତ କେତେ ଦିନର ଘଟଣା ଜାଣନ୍ତି ନାହିଁ?”


ଏବଂ ଯାହା ସବୁ ଘଟିଯାଇଥିଲା, ସେମାନେ ସେ ବିଷୟରେ କଥାବାର୍ତ୍ତା କରୁଥିଲେ।


Swiv nou:

Piblisite


Piblisite