Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 24:16 - ପବିତ୍ର ବାଇବଲ (CL) NT (BSI)

16 ସେମାନେ ତାଙ୍କୁ ଦେଖିଲେ କିନ୍ତୁ ଚିହ୍ନି ପାରିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 କିନ୍ତୁ ସେମାନଙ୍କର ଚକ୍ଷୁ ଏପରି ରୁଦ୍ଧ ହୋଇଥିଲା ଯେ, ସେମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

16 କିନ୍ତୁ ସେମାନଙ୍କର ଚକ୍ଷୁ ଏପରି ରୁଦ୍ଧ ହୋଇଥିଲା ଯେ, ସେମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କିନ୍ତୁ ସେମାନଙ୍କର ଚକ୍ଷୁ ଏପରି ରୁଦ୍ଧ ହୋଇଥିଲା ଯେ, ସେମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

16 କିନ୍ତୁ ସେ ଦୁଇଜଣଙ୍କୁ ସେତେବେଳେ ଯୀଶୁଙ୍କୁ ଚିହ୍ନିବା ପାଇଁ ବାଧା ଦିଆଗଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 24:16
8 Referans Kwoze  

ପରଦିନ ସକାଳେ ସୂର୍ଯ୍ୟୋଦୟ ହେବାବେଳେ ଯୀଶୁ ଜଳ ଧାରରେ ଆସି ଠିଆ ହେଲେ, କିନ୍ତୁ ଶିଷ୍ୟମାନେ ତାଙ୍କୁ ଚିହ୍ନି ପାରିଲେ ନାହିଁ।


ଏହା କହି ମରିୟମ ବୁଲିପଡ଼ି ଦେଖିଲେ, ତାଙ୍କ ପଛପଟେ ଯୀଶୁ ଠିଆ ହୋଇଛନ୍ତି। କିନ୍ତୁ ସେତେବେଳେ ସେ ତାଙ୍କୁ ଚିହ୍ନିପାରି ନ ଥିଲେ।


ତା’ପରେ ସେମାନଙ୍କ ଆଖି ଖୋଲିଗଲା ଓ ସେମାନେ ତାଙ୍କୁ ଚିହ୍ନି ପାରିଲେ, କିନ୍ତୁ ସେ ସେହିକ୍ଷଣି ସେମାନଙ୍କ ଦୃଷ୍ଟିରୁ ଅନ୍ତର୍ହିତ ହେଲେ।


ଏହାପରେ ଯୀଶୁଙ୍କ ଆଉ ଦୁଇଜଣ ଶିଷ୍ୟ ଗୋଟିଏ ଗ୍ରାମକୁ ଗଲାବେଳେ ବାଟରେ ଯୀଶୁ ସେମାନଙ୍କୁ ଭିନ୍ନ ପ୍ରକାରେ ଦେଖାଦେଲେ।


ସେମାନେ କଥାବାର୍ତ୍ତା ଓ ଆଲୋଚନା କରୁଥିବା ସମୟରେ ଯୀଶୁ ନିଜେ ସେମାନଙ୍କ ନିକଟକୁ ଆସି ସେମାନଙ୍କ ସହିତ ଚାଲିଲେ;


ଯୀଶୁ ସେମାନଙ୍କୁ ପଚାରିଲେ, “ତୁମେ କେଉଁ ବିଷୟରେ କଥାବାର୍ତ୍ତା କରୁଛ?” ସେମାନେ ବିଷଣ୍ଣ ମୁଖରେ ଠିଆ ହୋଇଗଲେ।


Swiv nou:

Piblisite


Piblisite