ଲୂକ ଲିଖିତ ସୁସମାଚାର 24:21 - ପବିତ୍ର ବାଇବଲ (CL) NT (BSI)21 ଆମେ ଆଶା କରୁଥିଲୁ ଯେ କେବଳ ସେ ହିଁ ଇଶ୍ରାୟେଲକୁ ମୁକ୍ତ କରିବେ! ତା’ଛଡ଼ା ଏହା ଘଟିବାର ଆଜି ତୃତୀୟ ଦିବସ। Gade chapit laପବିତ୍ର ବାଇବଲ (Re-edited) - (BSI)21 କିନ୍ତୁ ଯେ ଇସ୍ରାଏଲକୁ ମୁକ୍ତ କରିବେ, ସେ ଯେ ଏହି ବ୍ୟକ୍ତି, ତାହା ଆମ୍ଭେମାନେ ଆଶା କରିଥିଲୁ; ମାତ୍ର ଏହା ଛଡ଼ା ଏସମସ୍ତ ଘଟିବାର ଆଜିକି ତିନି ଦିନ ହେଲା। Gade chapit laଓଡିଆ ବାଇବେଲ21 କିନ୍ତୁ ଯେ ଇସ୍ରାଏଲକୁ ମୁକ୍ତ କରିବେ, ସେ ଯେ ଏହି ବ୍ୟକ୍ତି, ତାହା ଆମ୍ଭେମାନେ ଆଶା କରିଥିଲୁ; ମାତ୍ର ଏହାଛଡ଼ା ଏସମସ୍ତ ଘଟିବାର ଆଜିକି ତିନି ଦିନ ହେଲା । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 କିନ୍ତୁ ଯେ ଇସ୍ରାଏଲକୁ ମୁକ୍ତ କରିବେ, ସେ ଯେ ଏହି ବ୍ୟକ୍ତି, ତାହା ଆମ୍ଭେମାନେ ଆଶା କରିଥିଲୁ; ମାତ୍ର ଏହା ଛଡ଼ା ଏସମସ୍ତ ଘଟିବାର ଆଜିକି ତିନି ଦିନ ହେଲା। Gade chapit laପବିତ୍ର ବାଇବଲ21 ସେ ହିଁ ଯିଏ ଇସ୍ରାଏଲକୁ ମୁକ୍ତ କରିବେ ବୋଲି ଆମ୍ଭେମାନେ ଆଶା ରଖିଥିଲୁ। କିନ୍ତୁ ସେତିକିବେଳେ ଏସବୁ ଘଟଣା ଘଟିଗଲା। “ଏସବୁ ଛଡ଼ା ବର୍ତ୍ତମାନ ଯୀଶୁଙ୍କୁ ହତ୍ୟା କରା ଯିବାର ତିନି ଦିନି ବିତି ଗଲାଣି। Gade chapit la |