Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 24:53 - ପବିତ୍ର ବାଇବଲ (CL) NT (BSI)

53 ଯିରୂଶାଲମକୁ ଫେରିଗଲେ ଏବଂ ଅଧିକାଂଶ ସମୟ ମନ୍ଦିରରେ ଈଶ୍ୱରଙ୍କ ସ୍ତୁତି ବନ୍ଦନା କରି ସମୟ ଅତିବାହିତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

53 ପୁଣି ସର୍ବଦା ମନ୍ଦିରରେ ରହି ଈଶ୍ଵରଙ୍କ ସ୍ତବ କରିବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

53 ପୁଣି, ସର୍ବଦା ମନ୍ଦିରରେ ରହି ଈଶ୍ୱରଙ୍କ ସ୍ତବ କରିବାକୁ ଲାଗିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

53 ପୁଣି, ସର୍ବଦା ମନ୍ଦିରରେ ରହି ଈଶ୍ବରଙ୍କ ସ୍ତବ କରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ

53 ସେମାନେ ସବୁ ସମୟରେ ମନ୍ଦିରରେ ରହି ପରମେଶ୍ୱରଙ୍କ ସ୍ତୁତି କରୁଥିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 24:53
7 Referans Kwoze  

ଶିଷ୍ୟମାନେ ଯାଇ ସର୍ବତ୍ର ପ୍ରଚାର କଲେ। ସେମାନଙ୍କ ବାର୍ତ୍ତା ସତ୍ୟ ବୋଲି ପ୍ରମାଣିତ କରିବାକୁ ପ୍ରଭୁ ସେମାନଙ୍କ ସହିତ ବିଦ୍ୟମାନ ରହି ଅଲୌକିକ କାର୍ଯ୍ୟ କରିବା ପାଇଁ ସେମାନଙ୍କୁ ଶକ୍ତି ଦେଲେ।) (ସେହି ସ୍ତ୍ରୀ ଲୋକମାନେ ପିତର ଓ ତାହାଙ୍କ ସଙ୍ଗୀମାନଙ୍କ ନିକଟକୁ ଯାଇ ଯାହା ଶୁଣିଥିଲେ, ତାହା ସବୁ ସେମାନଙ୍କୁ ଜଣାଇଲେ। ଏହା ପରେ ସ୍ୱୟଂ ଯୀଶୁ ଅନନ୍ତ ପରିତ୍ରାଣର ଏହି ପବିତ୍ର ଚିର ଜୀବନ୍ତ ବାର୍ତ୍ତାକୁ ପୂର୍ବରୁ ପଶ୍ଚିମ ଯାଏ ପ୍ରଚାର କରିବା ପାଇଁ ଶିଷ୍ୟମାନଙ୍କୁ ପ୍ରେରଣ କଲେ।)


ଏବଂ ମୁଁ ଯେଉଁସବୁ ଆଜ୍ଞା ଦେଇଛି, ତାହା ପାଳନ କରିବାକୁ ସେମାନଙ୍କୁ ଶିକ୍ଷା ଦିଅ। ପୁଣି ମନେରଖ, ଯୁଗାନ୍ତ ପର୍ଯ୍ୟନ୍ତ ମୁଁ ଚିରକାଳ ତୁମ୍ଭମାନଙ୍କ ସଙ୍ଗରେ ରହିବି।”


ପ୍ରଭୁ ଯୀଶୁଙ୍କର ଅନୁଗ୍ରହ ପ୍ରତ୍ୟେକେ ଅନୁଭବ କରନ୍ତୁ।


ସେମାନେ ତାଙ୍କର ଆରାଧନା କରି ମହାଆନନ୍ଦରେ


ସକଳ ସୃଷ୍ଟିର ପୂର୍ବେ ବାକ୍ୟ ଥିଲେ। ଈଶ୍ୱରଙ୍କ ସଙ୍ଗରେ ସେ ଅବସ୍ଥାନ କରୁଥିଲେ। ସେ ଓ ଈଶ୍ୱର ଏକ ଥିଲେ।


Swiv nou:

Piblisite


Piblisite