Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 24:8 - ପବିତ୍ର ବାଇବଲ (CL) NT (BSI)

8-9 ସ୍ତ୍ରୀ ଲୋକମାନେ ସେ କଥା ସ୍ମରଣ କଲେ। ସମାଧିରୁ ଫେରିଯାଇ ଏଗାର ଜଣ ଶିଷ୍ୟ ଓ ଅନ୍ୟମାନଙ୍କୁ ଏ ବିଷୟରେ ଜଣାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସେଥିରେ ସେମାନେ ତାହାଙ୍କ ବାକ୍ୟ ସ୍ମରଣ କଲେ,

Gade chapit la Kopi

ଓଡିଆ ବାଇବେଲ

8 ସେଥିରେ ସେମାନେ ତାହାଙ୍କ ବାକ୍ୟ ସ୍ମରଣ କଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେଥିରେ ସେମାନେ ତାହାଙ୍କ ବାକ୍ୟ ସ୍ମରଣ କଲେ,

Gade chapit la Kopi

ପବିତ୍ର ବାଇବଲ

8 ତା'ପରେ ଯୀଶୁ ଯାହା କହିଥିଲେ, ସେ କଥା ସ୍ତ୍ରୀଲୋକମାନେ ମନେ ପକାଇଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 24:8
4 Referans Kwoze  

ଯେଉଁ ସହାୟକ ପବିତ୍ରଆତ୍ମାଙ୍କୁ ଈଶ୍ୱର ମୋ’ ସ୍ଥାନରେ ପଠାଇବେ, ସେ ସମସ୍ତ ବିଷୟରେ ତୁମ୍ଭମାନଙ୍କୁ ଶିକ୍ଷା ଦେବେ ଏବଂ ମୁଁ କହିଥିବା ସମସ୍ତ ବିଷୟକୁ ସ୍ମରଣ କରାଇଦେବେ।


ସେତେବେଳେ ଶିଷ୍ୟମାନେ ଏହାର ତାତ୍ପର୍ଯ୍ୟ ବୁଝି ନ ଥିଲେ। କିନ୍ତୁ ଯୀଶୁଙ୍କର ଗୌରବମୟ ପୁନରୁତ୍ଥାନ ପରେ ସେମାନଙ୍କର ମନେ ପଡ଼ିଲା ଯେ, ତାଙ୍କ ସମ୍ପର୍କରେ ଏସବୁ କଥା ଶାସ୍ତ୍ରରେ ଲେଖାଯାଇଥିଲା ଏବଂ ସେହି ଅନୁସାରେ ସେମାନେ କାର୍ଯ୍ୟ କରିଥିଲେ।


Swiv nou:

Piblisite


Piblisite