Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 3:10 - ପବିତ୍ର ବାଇବଲ (CL) NT (BSI)

10 ଲୋକମାନେ ତାଙ୍କୁ ପଚାରିଲେ, “ଆମେ ତେବେ କ’ଣ କରିବା?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଏଥିରେ ଲୋକସମୂହ ତାଙ୍କୁ ପଚାରିବାକୁ ଲାଗିଲେ, ତାହାହେଲେ ଆମ୍ଭେମାନେ କଅଣ କରିବା?

Gade chapit la Kopi

ଓଡିଆ ବାଇବେଲ

10 ଏଥିରେ ଲୋକସମୂହ ତାହାଙ୍କୁ ପଚାରିବାକୁ ଲାଗିଲେ, ତାହାହେଲେ ଆମ୍ଭେମାନେ କ'ଣ କରିବା ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏଥିରେ ଲୋକସମୂହ ତାହାଙ୍କୁ ପଚାରିବାକୁ ଲାଗିଲେ, ତାହାହେଲେ ଆମ୍ଭେମାନେ କଅଣ କରିବା?

Gade chapit la Kopi

ପବିତ୍ର ବାଇବଲ

10 ଲୋକମାନେ ତାହାଙ୍କୁ ପଗ୍ଭରିଲେ, “ତେବେ ଆମ୍ଭେମାନେ କ’ଣ କରିବୁ?”

Gade chapit la Kopi




ଲୂକ ଲିଖିତ ସୁସମାଚାର 3:10
7 Referans Kwoze  

ଲୋକମାନେ ଏହି କଥାସବୁ ଶୁଣି ଅତ୍ୟନ୍ତ ଉଦ୍ବିଗ୍ନ ହେଲେ ଏବଂ ପିତର ଓ ଅନ୍ୟ ପ୍ରେରିତ ଶିଷ୍ୟମାନଙ୍କୁ ପଚାରିଲେ, “ଭାଇମାନ, ଆମ୍ଭେମାନେ କ’ଣ କରିବା?”


କେତେକ ସୈନିକ ମଧ୍ୟ ତାଙ୍କୁ ପଚାରିଲେ, “ଆମର କ’ଣ ହେବ? ଆମେ କ’ଣ କରିବା?” ସେ ସେମାନଙ୍କୁ କହିଲେ, “ବଳପୂର୍ବକ କାହାଠାରୁ ଅର୍ଥ ନିଅ ନାହିଁ, ଅବା କାହା ପ୍ରତି ମିଥ୍ୟା ଦୋଷାରୋପ କର ନାହିଁ। ନିଜ ନିଜ ବେତନରେ ସନ୍ତୁଷ୍ଟ ହୁଅ।”


ତା’ପରେ ସେମାନଙ୍କୁ ବାହାରକୁ ନେଇ ପଚାରିଲେ, “ମହାଶୟମାନେ! ପରିତ୍ରାଣ ପାଇବା ପାଇଁ ମୋତେ କ’ଣ କରିବାକୁ ହେବ?”


ଯେଉଁସବୁ କାର୍ଯ୍ୟ ଦ୍ୱାରା ତୁମ୍ଭେମାନେ ପାପରୁ ମନ ଫେରାଇଛ ବୋଲି ପ୍ରମାଣିତ ହେବ, ସେହିସବୁ କାର୍ଯ୍ୟ କର। ଅବ୍ରାହାମ୍ ତୁମର ପୂର୍ବପୁରୁଷ ବୋଲି ଗର୍ବ କରି ପରସ୍ପର ମଧ୍ୟରେ କଥା ବାର୍ତ୍ତା କର ନାହିଁ। ମୁଁ କହୁଛି, ଈଶ୍ୱର ଏହି ପଥରଗୁଡ଼ାକରୁ ଅବ୍ରାହାମ୍‌ଙ୍କ ନିମନ୍ତେ ବଂଶଧର ଉତ୍ପନ୍ନ କରିପାରନ୍ତି।


ଉଠ, ସହରକୁ ଯାଅ, କ’ଣ କରିବାକୁ ହେବ, ସେଠାରେ ତୁମ୍ଭକୁ ଜଣାଇ ଦିଆଯିବ।”


କେତେକ କରଆଦାୟକାରୀ ଦଳଦୀକ୍ଷା ନେବା ପାଇଁ ଆସିଲେ। ସେମାନେ ତାଙ୍କୁ ପଚାରିଲେ, “ହେ ଗୁରୁ, ଆମକୁ କ’ଣ କରିବାକୁ ହେବ?”


ପିତର ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ପ୍ରତ୍ୟେକେ ପାପରୁ ବିମୁଖ ହୋଇ ତୁମ ପାପକ୍ଷମା ନିମନ୍ତେ ଯୀଶୁଖ୍ରୀଷ୍ଟଙ୍କ ନାମରେ ଜଳଦୀକ୍ଷା ଗ୍ରହଣ କର; ତାହାହେଲେ ତୁମ୍ଭେମାନେ ଈଶ୍ୱରଙ୍କ ଦାନ ପବିତ୍ରଆତ୍ମାଙ୍କୁ ପାଇବ।


Swiv nou:

Piblisite


Piblisite