Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 3:12 - ପବିତ୍ର ବାଇବଲ (CL) NT (BSI)

12 କେତେକ କରଆଦାୟକାରୀ ଦଳଦୀକ୍ଷା ନେବା ପାଇଁ ଆସିଲେ। ସେମାନେ ତାଙ୍କୁ ପଚାରିଲେ, “ହେ ଗୁରୁ, ଆମକୁ କ’ଣ କରିବାକୁ ହେବ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 କରଗ୍ରାହୀମାନେ ମଧ୍ୟ ବାପ୍ତିସ୍ମ ପାଇବାକୁ ଆସି ତାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ କଅଣ କରିବା?

Gade chapit la Kopi

ଓଡିଆ ବାଇବେଲ

12 କରଗ୍ରାହୀମାନେ ମଧ୍ୟ ବାପ୍ତିସ୍ମ ପାଇବାକୁ ଆସି ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ କ'ଣ କରିବା ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କରଗ୍ରାହୀମାନେ ମଧ୍ୟ ବାପ୍ତିସ୍ମ ପାଇବାକୁ ଆସି ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ କଅଣ କରିବା?

Gade chapit la Kopi

ପବିତ୍ର ବାଇବଲ

12 କେତେକ କରଆଦାୟକାରୀ ବାପ୍ତିଜିତ ହେବା ପାଇଁ ଆସିଲେ। ସେମାନେ ଯୋହନଙ୍କୁ ପଗ୍ଭରିଲେ, “ହେ ଗୁରୁ! ଆମ୍ଭେମାନେ କ’ଣ କରିବୁ?”

Gade chapit la Kopi




ଲୂକ ଲିଖିତ ସୁସମାଚାର 3:12
8 Referans Kwoze  

(ଯେଉଁମାନେ ଏହିସବୁ କଥା ଶୁଣୁଥିଲେ, ସେମାନେ, ବିଶେଷତଃ କରଆଦାୟକାରୀମାନେ, ଈଶ୍ୱରଙ୍କ ଯଥାର୍ଥ ଦାବୀ ସବୁ ପୂରଣ କରି ଯୋହନଙ୍କ ଦ୍ୱାରା ଜଳଦୀକ୍ଷା ଗ୍ରହଣ କରିଥିଲେ।


“କିନ୍ତୁ କରଆଦାୟକାରୀ ଟିକିଏ ଦୂରରେ ଠିଆ ହେଲା ଓ ଉଦ୍ଧ୍ୱର୍କୁ ସୁଦ୍ଧା ଦୃଷ୍ଟିପାତ କରିବାକୁ ସାହସ କଲା ନାହିଁ, କିନ୍ତୁ ଛାତିରେ ହାତ ବାଡ଼େଇ କହିଲା, ‘ହେ ଈଶ୍ୱର, ମୁଁ ପାପୀ, ମୋତେ ଦୟା କର’!”


କେବଳ ତୁମକୁ ଆଦର କରୁଥିବା ଲୋକଙ୍କୁ ଆଦର କଲେ, ଈଶ୍ୱର କାହିଁକି ତୁମକୁ ପୁରସ୍କାର ଦେବେ? କର ଆଦାୟକାରୀମାନେବିଦେଶୀ ରୋମୀୟ ଶାସକମାନଙ୍କ ପାଇଁ କର ଆଦାୟ କରିବାକୁ ଯେଉଁ ଇହୁଦୀମାନେ ନିଯୁକ୍ତ ହେଉଥିଲେ। ସେମାନେ ନିଷ୍ଠାପର ଇହୁଦୀମାନଙ୍କ ଦ୍ୱାରା ‘ପାପୀ’ ବୋଲି ବିବେଚିତ ହେଉଥିଲେ। ମଧ୍ୟ ତାହା କରନ୍ତି।


ଲୋକମାନେ ତାଙ୍କୁ ପଚାରିଲେ, “ଆମେ ତେବେ କ’ଣ କରିବା?”


ସେ ସେମାନଙ୍କୁ କହିଲେ, “ଉଚିତ୍ ପରିମାଣଠାରୁ ଅଧିକ ଆଦାୟ କର ନାହିଁ।”


ଲୋକମାନେ ଏହି କଥାସବୁ ଶୁଣି ଅତ୍ୟନ୍ତ ଉଦ୍ବିଗ୍ନ ହେଲେ ଏବଂ ପିତର ଓ ଅନ୍ୟ ପ୍ରେରିତ ଶିଷ୍ୟମାନଙ୍କୁ ପଚାରିଲେ, “ଭାଇମାନ, ଆମ୍ଭେମାନେ କ’ଣ କରିବା?”


Swiv nou:

Piblisite


Piblisite