Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 3:13 - ପବିତ୍ର ବାଇବଲ (CL) NT (BSI)

13 ସେ ସେମାନଙ୍କୁ କହିଲେ, “ଉଚିତ୍ ପରିମାଣଠାରୁ ଅଧିକ ଆଦାୟ କର ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଯାହା ନିରୂପିତ, ତାହା ଅପେକ୍ଷା ଅଧିକ ଆଦାୟ କର ନାହିଁ।

Gade chapit la Kopi

ଓଡିଆ ବାଇବେଲ

13 ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଯେତିକି ନିୟମ ଅଛି, ତାହାଠାରୁ ଅଧିକ ଆଦାୟ କର ନାହିଁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଯେତିକି ନିୟମ ଅଛି, ତାହାଠାରୁ ଅଧିକ ଆଦାୟ କର ନାହିଁ।

Gade chapit la Kopi

ପବିତ୍ର ବାଇବଲ

13 ଯୋହନ ସେମାନଙ୍କୁ କହିଲେ, “ତୁମ୍ଭକୁ ଯେତିକି ନେବାକୁ ଆଦେଶ ଦିଆଯାଇଛି, ତା'ଠାରୁ ଅଧିକ କର ଲୋକମାନଙ୍କଠାରୁ ନିଅ ନାହିଁ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 3:13
15 Referans Kwoze  

ଚୋର, ଧନଲୋଭୀ, ମାତାଲ୍, କୁତ୍ସାରଟନାକାରୀ ଓ ଡ଼କାଏତମାନେ ଈଶ୍ୱରଙ୍କ ରାଜ୍ୟରେ ଅଧିକାର ପାଇବେ ନାହିଁ।


ଜଖିୟ ପ୍ରଭୁଙ୍କୁ କହିଲା, “ଗୁରୁ! ଶୁଣନ୍ତୁ! ମୁଁ ମୋ’ ସମ୍ପତ୍ତିର ଅଧେ ଦରିଦ୍ରମାନଙ୍କୁ ଦାନ କରିବି ଏବଂ ଯଦି ମୁଁ କାହାଠାରୁ କିଛି ଠକାଇ ନେଇଥାଏ, ତେବେ ଚାରି ଗୁଣରେ ତାକୁ ଫେରାଇ ଦେବି।”


ଚୋର ଆଉ ଚୋରି ନ କରୁ। ସଦୁପାୟରେ ନିଜର ଜୀବିକା ଉପାର୍ଜନ ପାଇଁ ଓ ଦରିଦ୍ରମାନଙ୍କୁ ସାହାଯ୍ୟ କରିବା ପାଇଁ ସେ କାମ କରୁ।


ତୁମ ପାଇଁ ଅନ୍ୟମାନେ ଯାହା କରନ୍ତୁ ବୋଲି ତୁମେ ଇଚ୍ଛାକରୁଛ, ତୁମେ ଅନ୍ୟମାନଙ୍କ ପାଇଁ ତାହା କର। ମୋଶା ଦେିଥିବା ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଶିକ୍ଷାର ଏହା ହେଉଛି ସାର କଥା।


ଏହିପରି ସାକ୍ଷୀମାନଙ୍କର ଏକ ବିରାଟ ଜନତା ଆମ ଚତୁର୍ଦ୍ଦିଗରେ ଘେରି ରହିଛନ୍ତି। ଅତଏବ ଆସ, ଯେଉଁସବୁ ବିଷୟ ଆମ୍ଭମାନଙ୍କର ଗତିରୋଧ କରୁଛୁ ଏବଂ ଯେଉଁସବୁ ପାପ ଆମ୍ଭମାନଙ୍କୁ ଟାଣି ଧରୁଛି, ସେ ସମସ୍ତ ପରିତ୍ୟାଗ କରି ଦୃଢ଼ସଂକଳ୍ପ ହୋଇ ଆମ ପାଇଁ ନିରୂପିତ ଦୌଡ଼ରେ ଆଗେଇ ଯିବା। ଏତିରେ ଯେ ଆମ୍ଭମାନଙ୍କର ଅଗ୍ରଗାମୀ ଯିବା। ଏଥିରେ ଯେ ଆମ୍ଭମାନଙ୍କର ଅଗ୍ରଗାମୀ,


କେତେକ କରଆଦାୟକାରୀ ଦଳଦୀକ୍ଷା ନେବା ପାଇଁ ଆସିଲେ। ସେମାନେ ତାଙ୍କୁ ପଚାରିଲେ, “ହେ ଗୁରୁ, ଆମକୁ କ’ଣ କରିବାକୁ ହେବ?”


କେତେକ ସୈନିକ ମଧ୍ୟ ତାଙ୍କୁ ପଚାରିଲେ, “ଆମର କ’ଣ ହେବ? ଆମେ କ’ଣ କରିବା?” ସେ ସେମାନଙ୍କୁ କହିଲେ, “ବଳପୂର୍ବକ କାହାଠାରୁ ଅର୍ଥ ନିଅ ନାହିଁ, ଅବା କାହା ପ୍ରତି ମିଥ୍ୟା ଦୋଷାରୋପ କର ନାହିଁ। ନିଜ ନିଜ ବେତନରେ ସନ୍ତୁଷ୍ଟ ହୁଅ।”


Swiv nou:

Piblisite


Piblisite