Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 3:18 - ପବିତ୍ର ବାଇବଲ (CL) NT (BSI)

18 ବିଭିନ୍ନ ରୀତିରେ ଯୋହନ ଲୋକମାନଙ୍କ ନିକଟରେ ଶୁଭବାର୍ତ୍ତା ପ୍ରଚାର କଲେ ଓ ସେମାନଙ୍କ ଗୁଣ ଆଚରଣ ପରିବର୍ତ୍ତନ କରିବା ପାଇଁ ସେମାନଙ୍କୁ ଶିକ୍ଷା ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ସେ ଏହିପରି ଅନେକ ଉପଦେଶ ଦେଇ, ପୁଣି ବିଭିନ୍ନ ପ୍ରକାର ଉତ୍ସାହଜନକ ବାକ୍ୟ କହି ଲୋକଙ୍କ ନିକଟରେ ସୁସମ୍ଵାଦ ପ୍ରଚାର କରୁଥିଲେ;

Gade chapit la Kopi

ଓଡିଆ ବାଇବେଲ

18 ସେ ଏହିପରି ଅନେକ ଉପଦେଶ ଦେଇ, ପୁଣି, ବିଭିନ୍ନ ପ୍ରକାର ଉତ୍ସାହଜନକ ବାକ୍ୟ କହି ଲୋକଙ୍କ ନିକଟରେ ସୁସମ୍ବାଦ ପ୍ରଚାର କରୁଥିଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେ ଏହିପରି ଅନେକ ଉପଦେଶ ଦେଇ, ପୁଣି, ବିଭିନ୍ନ ପ୍ରକାର ଉତ୍ସାହଜନକ ବାକ୍ୟ କହି ଲୋକଙ୍କ ନିକଟରେ ସୁସମ୍ବାଦ ପ୍ରଚାର କରୁଥିଲେ;

Gade chapit la Kopi

ପବିତ୍ର ବାଇବଲ

18 ଏହିଭଳି ଯୋହନ ଲୋକମାନଙ୍କୁ ସୁସମାଗ୍ଭରର ଉପଦେଶ ଦେଉଥିଲେ ଏବଂ ଅନେକ ପ୍ରକାରେ ସାହାଯ୍ୟ କରୁଥିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 3:18
9 Referans Kwoze  

ପିତର ସେମାନଙ୍କୁ ଆବେଦନ ଜଣାଇ ଓ ନାନା ପ୍ରକାରେ ପ୍ରବର୍ତ୍ତାଇ କହିଲେ, “ଏହି ଭ୍ରଷ୍ଟାଚାରୀମାନଙ୍କ ପ୍ରତି ଆସନ୍ନ ଶାସ୍ତିରୁ ନିଜ ନିଜକୁ ରକ୍ଷା କର।”


ଏହି ଘଟଣା ମୁଁ ଦେଖିଛି, ତେଣୁ ମୁଁ ତୁମ୍ଭମାନଙ୍କୁ କହୁଛି, ସେ ହେଉଛନ୍ତି ଈଶ୍ୱରଙ୍କ ପୁତ୍ର।”


ତା’ ପରଦିନ ଯୀଶୁଙ୍କୁ ତାଙ୍କ ନିକଟକୁ ଆସୁଥିବାର ଦେଖି ଯୋହନ କହିଲେ, “ଏହି ଦେଖ, ଈଶ୍ୱରଙ୍କ ମେଷଶାବକ ଯେ ଜଗତର ପାପ ବହି ନେଇ ଯାଆନ୍ତି।


ତାଙ୍କ ସମ୍ପର୍କରେ ସାକ୍ଷ୍ୟ ଦେଇ ଯୋହନ ଉଚ୍ଚ ସ୍ୱରରେ କହିଲେ: “ଏହାଙ୍କ ବିଷୟରେ ମୁଁ କହୁଥିଲି, “ମୋ’ଠାରୁ ମହାନ୍, କାରଣ ମୋର ଜନ୍ମ ପୂର୍ବରୁ ତାଙ୍କର ସ୍ମୃତି ଅଛି’।”


ଶସ୍ୟ ସବୁକୁ ପାଛୁଡ଼ି ଗହମକୁ ତାଙ୍କ ଅମାରରେ ସଂଗ୍ରହ କରିବା ପାଇଁ ତାଙ୍କ ହାତରେ କୁଲା ଅଛି; କିନ୍ତୁ ସେ ଅଗାଡ଼ି ସବୁକୁ ଅଲିଭା ଅଗ୍ନିରେ ପୋଡ଼ି ପକାଇବେ।”


କିନ୍ତୁ ଯୋହନ ସାମନ୍ତ ରାଜା ହେରୋଦଙ୍କୁ ଅଧିକ ଦୃଢ଼ ଭାବରେ ଅନୁଯୋଗ କଲେ, କାରଣ ସେ ତାଙ୍କର ଭାଉଜ ହେରୋଦୀୟାଙ୍କୁ ବିବାହ କରିଥିଲେ ଏବଂ ଆହୁରି ଅନେକ ଅସତ୍ କାର୍ଯ୍ୟରେ ଲିପ୍ତ ଥିଲେ।


ସେ ସବୁ ଅଞ୍ଚଳ ଦେଇ ଯାତ୍ରା କଲେ ଓ ଅନେକ ଉପଦେଶ ଦେଇ ଲୋକମାନଙ୍କୁ ଉତ୍ସାହିତ ଲେ।


ଅନ୍ୟମାନଙ୍କୁ ଉତ୍ସାହିତ କରିବା ପାଇଁ ଶକ୍ତି ପାଇଥିଲେ, ତାହା କରିବାକୁ ହେବ। ଦାନ କରିବାକୁ ଶକ୍ତି ପାଇଥିବା ବ୍ୟକ୍ତି ଉଦାର ଭାବରେ ଦାନ କରୁ। ଅନ୍ୟମାନଙ୍କ କାର୍ଯ୍ୟର ତତ୍ତ୍ୱାବଧାନ କରିବାକୁ ଅଧିକାର ପାଇଥିଲେ, ନିଜେ କିଂନ ପରଶ୍ରମ କରିବାକୁ ହେବ। ଦୟା କରିବା ବ୍ୟକ୍ତି ପ୍ରଫୁଲ୍ଲ ଚିତ୍ତରେ ଦୟା କରୁ।


Swiv nou:

Piblisite


Piblisite