Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 3:19 - ପବିତ୍ର ବାଇବଲ (CL) NT (BSI)

19 କିନ୍ତୁ ଯୋହନ ସାମନ୍ତ ରାଜା ହେରୋଦଙ୍କୁ ଅଧିକ ଦୃଢ଼ ଭାବରେ ଅନୁଯୋଗ କଲେ, କାରଣ ସେ ତାଙ୍କର ଭାଉଜ ହେରୋଦୀୟାଙ୍କୁ ବିବାହ କରିଥିଲେ ଏବଂ ଆହୁରି ଅନେକ ଅସତ୍ କାର୍ଯ୍ୟରେ ଲିପ୍ତ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 କିନ୍ତୁ ସାମନ୍ତରାଜା ହେରୋଦ ନିଜ ଭାଇଙ୍କ ଭାର୍ଯ୍ୟା ହେରୋଦିଆଙ୍କ ବିଷୟରେ ଏବଂ ଆପଣା କୃତ ସମସ୍ତ ଦୁଷ୍କର୍ମ ବିଷୟରେ ଯୋହନଙ୍କ ଦ୍ଵାରା ଅନୁଯୋଗ ପ୍ରାପ୍ତ ହେବାରୁ,

Gade chapit la Kopi

ଓଡିଆ ବାଇବେଲ

19 କିନ୍ତୁ ସାମନ୍ତରାଜା ହେରୋଦ ନିଜ ଭାଇଙ୍କ ଭାର୍ଯ୍ୟା ହେରୋଦିଆଙ୍କ ବିଷୟରେ ଏବଂ ନିଜେ କରିଥିବା ସମସ୍ତ ଦୁଷ୍କର୍ମ ବିଷୟରେ ଯୋହନଙ୍କ ଦ୍ୱାରା ଅନୁଯୋଗ ପାଇବାରୁ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 କିନ୍ତୁ ସାମନ୍ତରାଜା ହେରୋଦ ନିଜ ଭାଇଙ୍କ ଭାର୍ଯ୍ୟା ହେରୋଦିଆଙ୍କ ବିଷୟରେ ଏବଂ ନିଜେ କରିଥିବା ସମସ୍ତ ଦୁଷ୍କର୍ମ ବିଷୟରେ ଯୋହନଙ୍କ ଦ୍ୱାରା ଅନୁଯୋଗ ପାଇବାରୁ,

Gade chapit la Kopi

ପବିତ୍ର ବାଇବଲ

19 ସାମନ୍ତରାଜା ହେରୋଦ ନିଜ ଭାଇର ସ୍ତ୍ରୀ ହେରୋଦିଆଙ୍କ ସହିତ ଅନୁଚିତ୍ ସମ୍ପର୍କ ରଖିଥିବାରୁ ଓ ଅନ୍ୟ କେତେକ ଖରାପ କାମ କରିଥିବାରୁ ଯୋହନ ତାହାଙ୍କୁ ସମାଲୋଚନା କଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 3:19
9 Referans Kwoze  

ସମ୍ରାଟ ଟାଲବିରିୟସ୍‌ଙ୍କ ରାଜତ୍ୱର ପଞ୍ଚଦଶ ବର୍ଷରେ ପନ୍ତିୟ ପିଲାତ ଯିହୂଦା ପ୍ରଦେଶର ରାଜ୍ୟପାଳ ଥିଲେ। ହେରୋଦ ଗାଲିଲୀର ସାମନ୍ତ ରାଜା ଥିଲେ ଏବଂ ତାଙ୍କ ଭାଇ ଫିଲିପ ଇଟୁରିଆ ଓ ଟ୍ରାକୋନିଟିସ୍ର ଏବଂ ଲିସାନିଆସ୍ ଆବିଲିନ୍ର ସାମନ୍ତ ରାଜା ଥିଲେ।


ସେକେବେଳେ ଜଳଦୀଷାତା ଯୋହନ ବନ୍ଦୀଶାଳାରେ ଥିଲେ। ଯୀଶୁ ଯେଉଁସବୁ କାଯ୍ୟ କରୁଥିଲେ, ତାହାର ସମ୍ବାଦ ପାଇ ସେ ନିଜର ଦୁଇ ଶିଷ୍ୟଙ୍କୁ ଯୀଶୁଙ୍କ ନିକଟକୁ ପଠାଇଲେ।


ସେହି ସମୟରେ ଗାଲିଲୀର ଶାସକ ହେରୋଦ ଯୀଶୁଙ୍କ ବିଷୟରେ ଶଉଣିଲେ।


ହେରୋଦଙ୍କ ଜନ୍ମଦିନରେ ହେରୋଦିଆଙ୍କ କନ୍ୟା ଅତିଥିମାନଙ୍କ ସମ୍ମୁଖରେ ନୃତ୍ୟ କରିଥିଲା।


ବିଭିନ୍ନ ରୀତିରେ ଯୋହନ ଲୋକମାନଙ୍କ ନିକଟରେ ଶୁଭବାର୍ତ୍ତା ପ୍ରଚାର କଲେ ଓ ସେମାନଙ୍କ ଗୁଣ ଆଚରଣ ପରିବର୍ତ୍ତନ କରିବା ପାଇଁ ସେମାନଙ୍କୁ ଶିକ୍ଷା ଦେଲେ।


Swiv nou:

Piblisite


Piblisite