Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 3:21 - ପବିତ୍ର ବାଇବଲ (CL) NT (BSI)

21 ଅନ୍ୟ ସମସ୍ତେ ଜଳରେ ଦୀକ୍ଷିତ ହେବା ପରେ ଯୀଶୁ ମଧ୍ୟ ଜଳଦୀକ୍ଷା ଗ୍ରହଣ କଲେ। ସେହି ସମୟରେ ସେ ପ୍ରାର୍ଥନା କରୁଥିବା ବେଳେ ଆକାଶ ଉନ୍ମୁକ୍ତ ହେଲା

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ସମସ୍ତ ଲୋକ ବାପ୍ତିଜିତ ହେଲା ଉତ୍ତାରେ ଯୀଶୁ ମଧ୍ୟ ବାପ୍ତିଜିତ ହୋଇ ପ୍ରାର୍ଥନା କରୁଥିବା ସମୟରେ ଆକାଶ ଉନ୍ମୁକ୍ତ ହେଲା,

Gade chapit la Kopi

ଓଡିଆ ବାଇବେଲ

21 ସମସ୍ତ ଲୋକ ବାପ୍ତିଜିତ ହେଲା ପରେ ଯୀଶୁ ମଧ୍ୟ ବାପ୍ତିଜିତ ହୋଇ ପ୍ରାର୍ଥନା କରୁଥିବା ସମୟରେ ଆକାଶ ଖୋଲା ହେଲା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ସମସ୍ତ ଲୋକ ବାପ୍ତିଜିତ ହେଲା ପରେ ଯୀଶୁ ମଧ୍ୟ ବାପ୍ତିଜିତ ହୋଇ ପ୍ରାର୍ଥନା କରୁଥିବା ସମୟରେ ଆକାଶ ଖୋଲା ହେଲା,

Gade chapit la Kopi

ପବିତ୍ର ବାଇବଲ

21 ଯୋହନ କାରାଗାରରେ ବନ୍ଦୀ ହେବା ପୂର୍ବରୁ ସବୁ ଲୋକ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଉଥିଲେ। ତା'ପରେ ଯୀଶୁ ମଧ୍ୟ ଆସିଲେ ଓ ତାହାଙ୍କ ଦ୍ୱାରା ବାପ୍ତିଜିତ ହେଲେ। ଯୀଶୁ ପ୍ରାର୍ଥନା କଲାବେଳେ ଆକାଶ ଖୋଲିଗଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 3:21
11 Referans Kwoze  

କିନ୍ତୁ ସେ ଅନେକ ସମୟରେ ନିର୍ଜ୍ଜନ ସ୍ଥାନମାନଙ୍କୁ ଯାଇ ପ୍ରାର୍ଥନାରେ ନିବିଷ୍ଟ ରହୁଥାଆନ୍ତି।


ସେ ନିଜେ ପଛରେ ରହିଯାଇ ଲୋକମାନଙ୍କୁ ବିଦାୟ ଦେଲେ ଏବଂ ଏକାକୀ ପ୍ରାର୍ଥନା କରିବାକୁ ଗୋଟିଏ ପାହାଡ଼ ଉପରକୁ ଗଲେ।


ଦିନେ ଯୀଶୁ ଏକାକୀ ପ୍ରାର୍ଥନା କରୁଥିବା ସମୟରେ ଶିଷ୍ୟମାନେ ତାଙ୍କ ପାଖକୁ ଆସିଲେ। ସେ ସେମାନଙ୍କୁ ପଚାରିଲେ, “ମୁଁ କିଏ, ଏ ବିଷୟରେ ଲୋକମାନେ କ’ଣ କହନ୍ତି?”


ଯୀଶୁ ପୁଣି କହିଲେ: “ତୁମେ ସ୍ୱର୍ଗଦ୍ୱାର ଉନ୍ମୁକ୍ତ ହେବା ଦେଖିବ। ପୁଣି ଈଶ୍ୱରଙ୍କ ଦୂତମାନେ ମନୁଷ୍ୟପୁତ୍ରଙ୍କ ଉପରେ ଅବତରଣ ଓ ଆରୋହଣ କରିବା ମଧ୍ୟ ଦେଖିବ।”


Swiv nou:

Piblisite


Piblisite