Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 3:6 - ପବିତ୍ର ବାଇବଲ (CL) NT (BSI)

6 ସମଗ୍ର ମାନବ ଜାତି ଈଶ୍ୱରଙ୍କ ପରିତ୍ରାଣର ଯୋଜନା ଦେଖିବେ’।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ପୁଣି, ସମସ୍ତ ମର୍ତ୍ତ୍ୟ ଈଶ୍ଵରଙ୍କ ପରିତ୍ରାଣ ଦେଖିବେ।

Gade chapit la Kopi

ଓଡିଆ ବାଇବେଲ

6 ପୁଣି, ସମସ୍ତ ମର୍ତ୍ତ୍ୟ ଈଶ୍ୱରଙ୍କ ପରିତ୍ରାଣ ଦେଖିବେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ସମସ୍ତ ମନୁଷ୍ୟ ଈଶ୍ବରଙ୍କ ପରିତ୍ରାଣ ଦେଖିବେ।

Gade chapit la Kopi

ପବିତ୍ର ବାଇବଲ

6 ପ୍ରତ୍ୟେକ ଲୋକ ପରମେଶ୍ୱରଙ୍କ ପରିତ୍ରାଣ ବିଷୟରେ ଜାଣିବେ।’”

Gade chapit la Kopi




ଲୂକ ଲିଖିତ ସୁସମାଚାର 3:6
9 Referans Kwoze  

ମୁଁ ପ୍ରଶ୍ନ କରେ: ସେମାନେ କଅଣ ସେହି ବାର୍ତ୍ତା ଶୁଣି ନାହାନ୍ତି? ନିଶ୍ଚୟ ଶୁଣିଛନ୍ତି, କାରଣ ଶାସ୍ତ୍ରରେ ଲେଖାଅଛି: “ସେମାନଙ୍କ ସ୍ୱର ଜଗତ ସାରା ବ୍ୟାପି ଯାଇଛି, ସେମାନଙ୍କ କଥା ପୃଥିବୀର ଶେଷ ପ୍ରାନ୍ତ ଯାଏ ଶୁଣାଯାଇଛି।”


କୌଣସି ଭେଦାଭେଦ ନ ଥାଇ, ଏ କଥା ଇହୁଦୀ, ଅଣଇହୁଦୀ ସମସ୍ତଙ୍କ ପ୍ରତି ପ୍ରଯୁଜ୍ୟ। କେବଳ ଈଶ୍ୱର ସମସ୍ତଙ୍କର ପ୍ରଭୁ। ଯେଉଁମାନେ ତାଙ୍କର ସାହାଯ୍ୟ ପ୍ରାର୍ଥନା କରନ୍ତି, ସେମାନଙ୍କୁ ସେ ପ୍ରଚୁର ଆଶୀର୍ବାଦ ଦିଅନ୍ତି।


ପୁଣି ସେ କହିଲେ, “ସମଗ୍ର ଜଗତକୁ ଯାଇ ମୋର ଏହି ଶୁଭବାର୍ତ୍ତା ସମସ୍ତଙ୍କ ନିକଟରେ ପ୍ରଚାର କର।


Swiv nou:

Piblisite


Piblisite