Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 4:11 - ପବିତ୍ର ବାଇବଲ (CL) NT (BSI)

11 ଆହୁରି ମଧ୍ୟ ଉଲ୍ଲେଖ ଅଛି, ‘ତୁମର ପାଦ ଯେପରି ପଥରରେ ଆଘାତ ନ ପାଏ, ସେଥିପାଇଁ ସେମାନେ ତୁମକୁ ସେମାନଙ୍କ ହାତରେ ତୋଳି ଧରିବେ’।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆଉ ଲେଖା ଅଛି, କାଳେ ତୁମ୍ଭ ପାଦ ପଥରରେ ବାଜିବ, ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ।

Gade chapit la Kopi

ଓଡିଆ ବାଇବେଲ

11 ଆଉ ଲେଖା ଅଛି, କାଳେ ତୁମ୍ଭ ପାଦ ପଥରରେ ବାଜିବ, ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ ଲେଖାଅଛି, କାଳେ ତୁମ୍ଭ ପାଦ ପଥରରେ ବାଜିବ, ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ।’”

Gade chapit la Kopi

ପବିତ୍ର ବାଇବଲ

11 ଏହା ମଧ୍ୟ ଲେଖାଅଛି: ‘ସେମାନେ ତାହାଙ୍କ ହାତରେ ତୁମ୍ଭକୁ ଉଠେଇ ନେବେ, ଯାହା ଫଳରେ କୌଣସି ପଥରରେ ତୁମ୍ଭ ପାଦ ଲାଗିବ ନାହିଁ।’”

Gade chapit la Kopi




ଲୂକ ଲିଖିତ ସୁସମାଚାର 4:11
3 Referans Kwoze  

“ତୁମେ ଯଦି ଈଶ୍ୱରଙ୍କ ପୁତ୍ର, ଏଠାରୁ ତଳକୁ ଡ଼େଇଁପଡ଼। ଧର୍ମଶାସ୍ତ୍ରରେ ଲେଖାଅଛି - ଈଶ୍ୱର ତୁମର ଯତ୍ନ ନେବା ପାଇଁ ସ୍ୱର୍ଗଦୂତମାନଙ୍କୁ ଆଦେଶ ଦେବେ। ସେମାନେ ତୁମକୁ ହାତରେ ତୋଳି ଧରିବେ। ତେଣୁ ତୁମ ପାଦରେ ପଥରର ଆଘାତ ଲାଗିବ ନାହିଁ।”


Swiv nou:

Piblisite


Piblisite