Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 4:12 - ପବିତ୍ର ବାଇବଲ (CL) NT (BSI)

12 କିନ୍ତୁ ଯୀଶୁ ଉତ୍ତର ଦେଲେ, “ଧର୍ମଶାସ୍ତ୍ରରେ ଲେଖାଅଛି, ‘ତୁମର ପ୍ରଭୁ ଈଶ୍ୱରଙ୍କୁ ପରୀକ୍ଷା କର ନାହିଁ’।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି, ଯୀଶୁ ତାହାକୁ ଉତ୍ତର ଦେଲେ, ଉକ୍ତ ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ଵରଙ୍କୁ ପରୀକ୍ଷା କରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

12 ପୁଣି, ଯୀଶୁ ତାହାକୁ ଉତ୍ତର ଦେଲେ, ଶାସ୍ତ୍ରରେ ମଧ୍ୟ ଏହା ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପରୀକ୍ଷା କରିବ ନାହିଁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ଯୀଶୁ ତାହାକୁ ଉତ୍ତର ଦେଲେ, “ଶାସ୍ତ୍ରରେ ଏହା ମଧ୍ୟ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପରୀକ୍ଷା କର ନାହିଁ।’”

Gade chapit la Kopi

ପବିତ୍ର ବାଇବଲ

12 ଯୀଶୁ କହିଲେ, “ଶାସ୍ତ୍ରରେ ଏ କଥା ମଧ୍ୟ ଲେଖାଅଛି, ‘ତୁମ୍ଭେ ପ୍ରଭୁ ପରମେଶ୍ୱରଙ୍କୁ କେବେ ହେଲେ ପରୀକ୍ଷା କରିବ ନାହିଁ।’”

Gade chapit la Kopi




ଲୂକ ଲିଖିତ ସୁସମାଚାର 4:12
8 Referans Kwoze  

ସେମାନଙ୍କ ମଧ୍ୟରୁ କେତେକ ପ୍ରଭୁଙ୍କ ଶକ୍ତି ପରଖ କରି ସର୍ପାଘାତରେ ନିହତ ହୋଇଥିଲେ। ଆମ୍ଭେମାନେ ସେପରି ପ୍ରଭୁଙ୍କୁ ପରୀକ୍ଷା ନ କରୁ।


ଯୀଶୁ ଉତ୍ତର ଦେଲେ, “ଧର୍ମଶାସ୍ତ୍ରରେ ଲେଖାଅଛି, ତୁମ ପ୍ରଭୁ ଈଶ୍ୱରଙ୍କୁ ପରୀକ୍ଷା କର ନାହିଁ।”


ଶୟତାନ ବିଭିନ୍ନ ଉପାୟରେ ଯୀଶୁଙ୍କୁ ପ୍ରଲୋଭନ ଦେଖାଇବା ପରେ କିଛି ସମୟ ପାଇଁ ତାଙ୍କୁ ଛାଡ଼ି ଚାଲିଗଲା।


Swiv nou:

Piblisite


Piblisite