Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 4:13 - ପବିତ୍ର ବାଇବଲ (CL) NT (BSI)

13 ଶୟତାନ ବିଭିନ୍ନ ଉପାୟରେ ଯୀଶୁଙ୍କୁ ପ୍ରଲୋଭନ ଦେଖାଇବା ପରେ କିଛି ସମୟ ପାଇଁ ତାଙ୍କୁ ଛାଡ଼ି ଚାଲିଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଶୟତାନ ସମସ୍ତ ପ୍ରକାର ପରୀକ୍ଷା ସମାପ୍ତ କଲା ଉତ୍ତାରେ କିଛି କାଳ ପର୍ଯ୍ୟନ୍ତ ତାହାଙ୍କୁ ପରିତ୍ୟାଗ କରି ଚାଲିଗଲା।

Gade chapit la Kopi

ଓଡିଆ ବାଇବେଲ

13 ଶୟତାନ ଯୀଶୁଙ୍କୁ ସମସ୍ତ ପ୍ରକାର ପରୀକ୍ଷା ଶେଷ କଲା ପରେ କିଛି କାଳ ପର୍ଯ୍ୟନ୍ତ ତାହାଙ୍କୁ ଛାଡ଼ି ଚାଲିଗଲା ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଶୟତାନ ଯୀଶୁଙ୍କୁ ସମସ୍ତ ପ୍ରକାର ପରୀକ୍ଷା ଶେଷ କଲା ପରେ କିଛି କାଳ ପର୍ଯ୍ୟନ୍ତ ତାହାଙ୍କୁ ଛାଡ଼ି ଚାଲିଗଲା।

Gade chapit la Kopi

ପବିତ୍ର ବାଇବଲ

13 ଶୟତାନ ଯୀଶୁଙ୍କର ସବୁ ପ୍ରକାର ପରୀକ୍ଷା ନେଇ ସାରିଲା। ଆଉ ଟିକିଏ ଭଲ ସୁଯୋଗ ଆସିବା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ସେ ଯୀଶୁଙ୍କୁ ଛାଡ଼ି ଗ୍ଭଲିଗଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 4:13
6 Referans Kwoze  

ଅତଏବ, ଈଶ୍ୱରଙ୍କ ନିକଟରେ ନିଜକୁ ସମର୍ପଣ କର। ଶୟତାକୁ ପ୍ରତିରୋଧ କର। ତାହାହେଲେ, ସେ ତୁମ୍ଭମାନଙ୍କ ନିକଟକୁ ପଳାୟନ କରିବ।


ଯେ ଆମର ଦୋଷ ଦୁର୍ବଳତା ଅନୁଭବ କରି ପାରନ୍ତି ନାହିଁ, ସେପରି ମହାଯାଜକ ସେ ନୁଦ୍ନ୍ି। ବରଂ ଆମ ମହାଯାଜକ, ଆମ ପରି ନାନା ପ୍ରକାରେ ପ୍ରଲୋଭିତ ହୋଇଥିଲେ, କିନ୍ତୁ ସେ ନିଷ୍ପାପ ରହିଲେ;


ମୁଁ ତୁମ୍ଭମାନଙ୍କ ସହିତ ଆଉ ଅଧିକ ସମୟ କଥାବାର୍ତ୍ତା କରିପାରିବି ନାହିଁ, କାରଣ ଏହି ଜଗତର ଅଧିପତି ଆସୁଛି। ଅବଶ୍ୟ ମୋ’ ଉପରେ ତା’ର କୌଣସି କର୍ତ୍ତୃତ୍ୱ ନାହିଁ।


ସଙ୍ଗେ ସଙ୍ଗେ ଶୟତାନ ତାଙ୍କୁ ଛାଡ଼ି ଚାଲିଗଲା ଓ ସ୍ୱର୍ଗଦୂତମାନେ ଆସି ଯୀଶୁଙ୍କର ଯତ୍ନ ନେଲେ।


କିନ୍ତୁ ଯୀଶୁ ଉତ୍ତର ଦେଲେ, “ଧର୍ମଶାସ୍ତ୍ରରେ ଲେଖାଅଛି, ‘ତୁମର ପ୍ରଭୁ ଈଶ୍ୱରଙ୍କୁ ପରୀକ୍ଷା କର ନାହିଁ’।”


ତା’ପରେ ଯୀଶୁ ପବିତ୍ର ଆତ୍ମାଙ୍କ ଶକ୍ତିରେ ପୂର୍ଣ୍ଣହୋଇ ଗାଲିଲୀକୁ ଫେରିଗଲେ। ସେ ସମସ୍ତ ଅଞ୍ଚଳରେ ତାଙ୍କ ବିଷୟରେ ସମ୍ବାଦ ବ୍ୟାପିଗଲା।


Swiv nou:

Piblisite


Piblisite