Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 4:15 - ପବିତ୍ର ବାଇବଲ (CL) NT (BSI)

15 ସେ ସମାଜ ଗୃହମାନଙ୍କରେ ଶିକ୍ଷା ଦେଲେ ଓ ସମସ୍ତଙ୍କ ଦ୍ୱାରା ପ୍ରଶଂସିତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପୁଣି, ସେ ସେମାନଙ୍କର ସମାଜଗୃହସମୂହରେ ଶିକ୍ଷା ଦେଇ ସମସ୍ତଙ୍କଠାରୁ ଗୌରବ ପାଇବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

15 ପୁଣି, ସେ ସେମାନଙ୍କର ସମାଜଗୃହ ସମୂହରେ ଶିକ୍ଷା ଦେଇ ସମସ୍ତଙ୍କଠାରୁ ଗୌରବ ପାଇବାକୁ ଲାଗିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି, ସେ ସେମାନଙ୍କର ସମାଜଗୃହ ସମୂହରେ ଶିକ୍ଷା ଦେଇ ସମସ୍ତଙ୍କଠାରୁ ଗୌରବ ପାଇବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ

15 ଯୀଶୁ ସେମାନଙ୍କର ସମାଜଗୃହମାନଙ୍କରେ ଉପଦେଶ ଦେବା ଆରମ୍ଭ କଲେ। ସମସ୍ତେ ତାହାଙ୍କର ପ୍ରଶଂସା କରୁଥିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 4:15
10 Referans Kwoze  

ଯୀଶୁ ସମଗ୍ର ଗାଲିଲୀ ପର୍ଯ୍ୟଟନ କରି ଉପାସନା ଗୃହମାନଙ୍କରେ ଶିକ୍ଷା ଦେଲେ। ଈଶ୍ୱରଙ୍କ ରାଜ୍ୟର ସୁସମାଚାର ପ୍ରଚାର କଲେ ଏବଂ ନାନାବିଧ ରୋଗୀ ଓ ଅସୁସ୍ଥ ଲୋକମାନଙ୍କୁ ସୁସ୍ଥ କଲେ।


ଲୋକେ ଏହା ସେଖି ଶଙ୍କିତ ହେଲେ। କିନ୍ତିୁ କନୁଷ୍ୟକୁ ଏପରି ଅଧିକାର ଦେଇଥିବାରୁ ସେମାନେ ଈଶ୍ୱରଙ୍କୁ ଧନ୍ୟବାଦ ଦେଲେ।


ଥରେ ବିଶ୍ରାମବାରରେ ଯୀଶୁ ଏକ ଉପାସନା ଗୃହରେ ଶିକ୍ଷା ଦେଉଥିଲେ।


କିନ୍ତୁ ଲୋକଟି ସେଠାରୁ ଚାଲିଯାଇ ଏହି କଥା ଚାରିଆଡ଼େ ରାଷ୍ଟ୍ର କରିଦେଲା। ସେ ଏହି ବିଷୟରେ ଏତେ କହି ବୁଲିଲା ଯେ, ଯୀଶୁ ପ୍ରକାଶ୍ୟରେ କୌଣସି ସହର ଭିତରକୁ ଯାଇ ପାରିଲେ ନାହିଁ। ତେଣୁ ସେ ନିର୍ଜନ ସ୍ଥାନମାନଙ୍କରେ ରହିଲେ; ତଥାପି ସବୁଆଡ଼ୁ ଲୋକମାନେ ତାଙ୍କ ନିକଟକୁ ଆସିଲେ।


ତା’ପରେ ସେ ଗାଲିଲୀର ସବୁ ଅଞ୍ଚଳରେ ବୁଲି ସମାଜ ଗୃହଗୁଡ଼ିକରେ ପ୍ରଚାର କଲେ ଓ ଭୂତ ଛଡ଼ାଇଲେ।


ଏଥିରେ ଲୋକମାନେ ଏତେ ଆଶ୍ଚର୍ଯ୍ୟାନ୍ୱି ହେଲେ ଯେ ପରସ୍ପର କୁହାକୁହି ହେଲେ, “ଏହା କ’ଣ? ଏହା କ’ଣ ଏକ ନୂଆ ଧରଣର ଶିକ୍ଷା? ଭୂତପ୍ରେତଙ୍କୁ ଆଦେଶ ଦେବା ପାଇଁ ଏହି ବ୍ୟକ୍ତିଙ୍କ ଅଧିକାର ଅଛି ଏବଂ ସେମାନେ ତାଙ୍କର ଆଦେଶ ପାଳନ କରୁଛନ୍ତି!”


ସେଠାକାର ସମାଜ ଗୃହରେ ତାଙ୍କର ଶିକ୍ଷା ଶୁଣଇ ଲୋକମାନେ ଆଶ୍ଚର୍ଯ୍ୟ ହୋଇ କହିଲେ, “ଏତେ ଜ୍ଞାନ ସେ କୁଆଡ଼ୁ ପାଇଲେ? ଏସବୁ ଅଲୌକିକ କାର୍ଯ୍ୟ କରିବାକୁ ତାଙ୍କୁ କିଏ ଶକ୍ତି ଦେଲା?


ଯୀଶୁ ପରିଭ୍ରମଣ କରି କରି ଆନକ ସହର ଓ ଗ୍ରାମକୁ ଗଲେ। ପ୍ରତ୍ୟକ ସ୍ଥାନରେ ସେ ସମାଜ ଗୃହରେ ଶିକ୍ଷା ଦେଲେ, ସ୍ୱର୍ଗରାଜ୍ୟର ଶୁଭବାର୍ତ୍ତା ପ୍ରଚାର କଲେ ଏବଂ ନାନା ଅସୁସ୍ଥ ଓ ରୋଗଗ୍ରସ୍ତ ଲୋକଙ୍କୁ ସୁସ୍ଥ କଲେ।


ତା’ପରେ ଯୀଶୁ ଯେଉଁ ନାଜରିତରେ ପ୍ରତିପାଳିତ ହୋଇଥିଲେ, ସେଠାକୁ ଗଲେ। ବିଶ୍ରାମବାର ଦିନ ତାଙ୍କ ରୀତି ଅନୁସାରେ ପୂର୍ବପରି ସେ ସମାଜ ଗୃହକୁ ଗଲେ।


Swiv nou:

Piblisite


Piblisite