Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 4:16 - ପବିତ୍ର ବାଇବଲ (CL) NT (BSI)

16 ତା’ପରେ ଯୀଶୁ ଯେଉଁ ନାଜରିତରେ ପ୍ରତିପାଳିତ ହୋଇଥିଲେ, ସେଠାକୁ ଗଲେ। ବିଶ୍ରାମବାର ଦିନ ତାଙ୍କ ରୀତି ଅନୁସାରେ ପୂର୍ବପରି ସେ ସମାଜ ଗୃହକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସେ ଯେଉଁ ନାଜରିତରେ ପ୍ରତିପାଳିତ ହୋଇଥିଲେ, ସେହି ସ୍ଥାନକୁ ଇତିମଧ୍ୟରେ ଗଲେ ଓ ଆପଣା ରୀତି ଅନୁସାରେ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କଲେ, ଆଉ ପାଠ କରିବା ନିମନ୍ତେ ଠିଆ ହେଲେ।

Gade chapit la Kopi

ଓଡିଆ ବାଇବେଲ

16 ସେ ଯେଉଁ ନାଜରିତରେ ପ୍ରତିପାଳିତ ହୋଇଥିଲେ, ସେହି ସ୍ଥାନକୁ ଇତିମଧ୍ୟରେ ଗଲେ ଓ ଆପଣା ରୀତି ଅନୁସାରେ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କଲେ, ଆଉ ପାଠ କରିବା ନିମନ୍ତେ ଠିଆ ହେଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେ ଯେଉଁ ନାଜରିତରେ ପ୍ରତିପାଳିତ ହୋଇଥିଲେ, ସେହି ସ୍ଥାନକୁ ଇତିମଧ୍ୟରେ ଗଲେ ଓ ଆପଣା ରୀତି ଅନୁସାରେ ବିଶ୍ରାମବାର ଦିନରେ ସମାଜଗୃହରେ ପ୍ରବେଶ କଲେ, ଆଉ ପାଠ କରିବା ନିମନ୍ତେ ଠିଆ ହେଲେ।

Gade chapit la Kopi

ପବିତ୍ର ବାଇବଲ

16 ତା'ପରେ ସେ ନାଜରିତକୁ ଆସିଲେ। ନାଜରିତରେ ସେ ପ୍ରତିପାଳିତ ହୋଇଥିଲେ। ସବୁଥର ଭଳି ସେ ବିଶ୍ରାମ ଦିନ ଯିହୂଦୀ ସମାଜଗୃହକୁ ଗଲେ। ସେ ପାଠ କରିବା ପାଇଁ ଠିଆ ହେଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 4:16
14 Referans Kwoze  

ପାଉଲ ତାଙ୍କ ରୀତି ଅନୁଯାୟୀ ସମାଜ ଗୃହକୁ ଗଲେ। ସେଠାରେ କ୍ରମାଗତ ତିନୋଟି ବିଶ୍ରାମବାରରେ ସେ ଲୋକମାନଙ୍କ ସହିତ ଆଲୋଚନା କଲେ,


ପୁନର୍ବାର ଅନ୍ୟ ପ୍ରକାର ସ୍ୱପ୍ନାଦେଶ ପାଇ ସେ ଗାଲିଲୀ ପ୍ରଦେଶର ନାଜରିତ ସହରରେ ଘର କରି ରହିଲେ। ଏଥିମଧ୍ୟରେ ଭାବବାଦୀଙ୍କର ନିମ୍ନଲିଖିତ ଗୋଟିଏ ଉକ୍ତି ସଫଳ ହେଲା। “ସେ ନାଜରିତୀୟ ବୋଲି ପରିଚିତ ହେବେ।”


ଯୀଶୁ ସେମାନଙ୍କ ସଙ୍ଗେ ନାଜରିତକୁ ଫେରିଗଲେ ଓ ସେମାନଙ୍କର ବାଧ୍ୟ ହୋଇ ରହିଲେ। ତାଙ୍କର ମା’ ଏସବୁ ବିଷୟ ହୃଦୟରେ ସଞ୍ଚିତ କରି ରଖିଲେ।


ଯୀଶୁଙ୍କୁ ବାର ବର୍ଷ ହେଇଥିବା ସମୟରେ ରୀତି ଅନୁସାରେ ସେମାନେ ପର୍ବ ପାଳନ ପାଇଁ ଗଲେ।


ଯୀଶୁ ଉତ୍ତର ଦେଇ କହିଲେ, “ମୁଁ ସବୁବେଳେ ସମସ୍ତଙ୍କ ନିକଟରେ ପ୍ରକାଶ୍ୟଭାବେ ଶିକ୍ଷା ଦେଇଛି। ମନ୍ଦିର ଓ ଉପାସନା ଗୃହମାନଙ୍କରେ, ଲୋକମାନେ ସମବେତ ହୋଇଥିବାବେଳେ ମୁଁ କଥା ମୁଁ ଗୋପନରେ କହି ନାହିଁ।


ସେତେବେଳେ ସେ ସେମାନଙ୍କୁ କହିଲେ, “ଧର୍ମଶାସ୍ତ୍ରରେ ଏହି ଯେଉଁ ଅଂଶ ଶୁଣିଲ, ତାହା ଆଜି ସଫଳ ହେଲା।”


ପ୍ରଭୁଙ୍କ ବ୍ୟବସ୍ଥା ଅନୁଯାୟୀ ଯାହା ଆବଶ୍ୟକ ଥିଲା, ସେ ସମସ୍ତ ଶେଷ ହେବା ପରେ ଯୋସେଫ ଓ ମରିୟମ ନିଜର ବାସସ୍ଥାନ ଗାଲିଲୀର ନାଜରିତ ସହରକୁ ଫେରିଗଲେ।


ସେ ସମାଜ ଗୃହମାନଙ୍କରେ ଶିକ୍ଷା ଦେଲେ ଓ ସମସ୍ତଙ୍କ ଦ୍ୱାରା ପ୍ରଶଂସିତ ହେଲେ।


ଶାସ୍ତ୍ର ପାଠ କରିବା ନିମନ୍ତେ ତାଙ୍କୁ ଭାବବାଦୀ ଯିଶାଇୟଙ୍କ ପୁସ୍ତକ ଦିଆଗଲା। ସେ ଉକ୍ତ ପୁସ୍ତକ ଫିଟାଇ ଏହି ଅଂଶଟି ପାଠ କଲେ:


ସେ ସେମାନଙ୍କୁ କହିଲେ, “ମୁଁ ନିଶ୍ଚୟ ଜାଣେ ଯେ ତୁମ୍ଭେମାନେ ମୋ’ ପ୍ରତି ଏହି ଉକ୍ତିଟି ପ୍ରୟୋଗ କରି କହିବ, ‘ହେ ଚିକିତ୍ସକ, ନିଜକୁ ସୁସ୍ଥ କର।’ କପର୍ନାହୁମରେ ଯାହା ସବୁ କରାଯାଇଛି ବୋଲି ତୁମ୍ଭେମାନେ ଶୁଣିଛ, ସେସବୁ ମୋର ଜନ୍ମ ସ୍ଥାନରେ କରିବା ପାଇଁ ତୁମ୍ଭେମାନେ ମୋତେ କହିବ।”


Swiv nou:

Piblisite


Piblisite