ଲୂକ ଲିଖିତ ସୁସମାଚାର 4:19 - ପବିତ୍ର ବାଇବଲ (CL) NT (BSI)19 ଓ ପ୍ରଭୁ ତାଙ୍କ ଲୋକମାନଙ୍କୁ ରକ୍ଷା କରିବାର ସମୟ ଯେ ଉପସ୍ଥିତ, ଏହା ଘୋଷଣା କରିବାକୁ ସେ ମୋତେ ପ୍ରେରଣ କରିଛନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)19 ଆଉ ପ୍ରଭୁଙ୍କ ଅନୁଗ୍ରହ ବର୍ଷ ଘୋଷଣା କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି। Gade chapit laଓଡିଆ ବାଇବେଲ19 ଆଉ ପ୍ରଭୁଙ୍କ ଅନୁଗ୍ରହ ବର୍ଷ ଘୋଷଣା କରିବାକୁ ସେ ମୋତେ ପଠାଇଅଛନ୍ତି । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆଉ ପ୍ରଭୁଙ୍କ ଅନୁଗ୍ରହ ବର୍ଷ ଘୋଷଣା କରିବାକୁ ସେ ମୋତେ ପଠାଇଅଛନ୍ତି।” Gade chapit laପବିତ୍ର ବାଇବଲ19 ଓ ପ୍ରଭୁଙ୍କ ଅନୁଗ୍ରହର ସମୟ ଘୋଷଣା କରିବାକୁ ପ୍ରଭୁ ମୋତେ ପଠାଇଛନ୍ତି।” Gade chapit la |
ଈଶ୍ୱରଙ୍କ ପାଇଁ ଏକତ୍ର କାର୍ଯ୍ୟ କରୁଥିବାରୁ ଆମେ ତୁମ୍ଭମାନଙ୍କୁ ମିନତି କରୁଛୁ, ତୁମ ଜୀବନରେ ଈଶ୍ୱରଙ୍କ ଅନୁଗ୍ରହ ବିଫୁଳ କର ନାହିଁ। ୨ କାରଣ ସେ କହିଛନ୍ତି: “ତୁମ୍ଭମାନଙ୍କ ପ୍ରତି ଦୟା ସମୟ ଆସିବାରୁ ମୁଁ ତୁମ୍ଭମାନଙ୍କର ଆବେଦନ ଶୁଣିଲି, ପରିତ୍ରାଣ ଦିନାର ତୁମର ସହୟ ହେଲି।” ଦେଖ! ଏହା ହେଉଛି, ଈଶ୍ୱରଙ୍କ ଅନୁଗ୍ରହ ଗ୍ରହଣ କରିବା ସମୟ। ଆଜି ହେଉଛି ପରିତ୍ରାଣର ଦିନ।