ଲୂକ ଲିଖିତ ସୁସମାଚାର 4:24 - ପବିତ୍ର ବାଇବଲ (CL) NT (BSI)24 ଯୀଶୁ ପୁନର୍ବାର କହିଲେ, “ମୁଁ କହୁଛି, ଭାବବାଦୀ ନିଜ ବାସସ୍ଥାନରେ ଆଦୃତ ହୁଏ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)24 ପୁଣି, ସେ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କୌଣସି ଭାବବାଦୀ ନିଜ ପୈତୃକ ନଗରରେ ଗ୍ରାହ୍ୟ ହୁଅନ୍ତି ନାହିଁ। Gade chapit laଓଡିଆ ବାଇବେଲ24 ପୁଣି, ସେ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କୌଣସି ଭାବବାଦୀ ନିଜ ପିତାଙ୍କ ନଗରରେ ଗ୍ରାହ୍ୟ ହୁଅନ୍ତି ନାହିଁ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି, ସେ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କୌଣସି ଭାବବାଦୀ ନିଜ ପିତାଙ୍କ ନଗରରେ ଗ୍ରାହ୍ୟ ହୁଅନ୍ତି ନାହିଁ। Gade chapit laପବିତ୍ର ବାଇବଲ24 ତା'ପରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି ଯେ, କୌଣସି ଭବିଷ୍ୟଦ୍ବକ୍ତାକୁ ନିଜ ନଗରରେ ଗ୍ରହଣ କରାଯାଏ ନାହିଁ। Gade chapit la |