Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 4:29 - ପବିତ୍ର ବାଇବଲ (CL) NT (BSI)

29 ସେମାନେ ଉତ୍ତ୍ୟକ୍ତ ହୋଇ ଯୀଶୁଙ୍କୁ ସହରରୁ ବାହାରକୁ ତଡ଼ିଦେଲେ ଏବଂ ଯେଉଁ ପାହାଡ଼ ଉପରେ ସେମାନଙ୍କ ସହର ସ୍ଥାପିତ ହୋଇଥିଲା, ତା’ ଉପରୁ ତାଙ୍କୁ ତଳକୁ ଫୋପାଡ଼ି ଦେବା ପାଇଁ ମନସ୍ଥ କଲେ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ପୁଣି ସେମାନେ ଉଠି ତାହାଙ୍କୁ ନଗରରୁ ବାହାର କରି ଦେଲେ ଏବଂ ସେମାନଙ୍କର ନଗର ଯେଉଁ ପର୍ବତ ଉପରେ ସ୍ଥାପିତ ଥିଲା, ସେଥିର ତୀଖସ୍ଥାନରୁ ତଳକୁ ପକାଇଦେବା ନିମନ୍ତେ ତାହାଙ୍କୁ ସେଠାକୁ ଘେନିଗଲେ;

Gade chapit la Kopi

ଓଡିଆ ବାଇବେଲ

29 ପୁଣି, ସେମାନେ ଉଠି ତାହାଙ୍କୁ ନଗରରୁ ବାହାର କରିଦେଲେ ଏବଂ ସେମାନଙ୍କର ନଗର ଯେଉଁ ପର୍ବତ ଉପରେ ସ୍ଥାପିତ ଥିଲା, ସେହି ପର୍ବତ ଉପରୁ ତଳକୁ ପକାଇଦେବା ନିମନ୍ତେ ତାହାକୁ ସେଠାକୁ ନେଇଗଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ପୁଣି, ସେମାନେ ଉଠି ତାହାଙ୍କୁ ନଗରରୁ ବାହାର କରିଦେଲେ ଏବଂ ସେମାନଙ୍କର ନଗର ଯେଉଁ ପର୍ବତ ଉପରେ ସ୍ଥାପିତ ଥିଲା, ସେହି ପର୍ବତ ଉପରୁ ତଳକୁ ପକାଇଦେବା ନିମନ୍ତେ ତାହାକୁ ସେଠାକୁ ନେଇଗଲେ;

Gade chapit la Kopi

ପବିତ୍ର ବାଇବଲ

29 ଲୋକମାନେ ଉଠି ପଡ଼ିଲେ ଓ ଜୋର୍ ଜବରଦସ୍ତି ଯୀଶୁଙ୍କୁ ନଗର ମଧ୍ୟରୁ ବାହାର କରିଦେଲେ। ସେମାନଙ୍କ ନଗର ଗୋଟିଏ ପାହାଡ଼ ଉପରେ ନିର୍ମିତ ଥିଲା। ସେମାନେ ଯୀଶୁଙ୍କୁ ପାହାଡ଼ର ଧାରକୁ ନେଇଗଲେ। ସେମାନେ ଯୀଶୁଙ୍କୁ ସେଠାରୁ ତଳକୁ ଫିଙ୍ଗି ଦେବାକୁ ଗ୍ଭହୁଁଥିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 4:29
13 Referans Kwoze  

ଏହା ଶୁଣି ସେମାନେ ତାଙ୍କୁ ମାରିବା ପାଇଁ ପଥର ଉଠାଇଲେ। କିନ୍ତୁ ଯୀଶୁ ସମସ୍ତଙ୍କ ଅଗୋଚରରେ ମନ୍ଦିର ଛାଡ଼ି ଚାଲିଗଲେ।


ସେହିପରି ଯୀଶୁ ମଧ୍ୟ ନିଜ ରକ୍ତ ଦ୍ୱାରା ଲୋକମାନଙ୍କୁ ପାପରୁ ପରିଶୁଦ୍ଧ କରିବାପାଇଁ ନଗର ବାହାରେ ମୃତ୍ୟୁ ଭୋଗ କଲେ।


ଈଶ୍ୱରଙ୍କଠାରୁ ଶୁଣିଥିବା ସତ୍ୟକୁ ପ୍ରକାଶ କରିବା ଛଡ଼ା ମୁଁ ଆଉ କିଛି କରେ ନାହିଁ; ଅଥଚ ତୁମ୍ଭେମାନେ ମୋତେ ପ୍ରାଣରେ ମାରି ଦେବାକୁ ଚେଷ୍ଟା କରୁଛ। ଅବ୍ରହାମ ଏଭଳି କାର୍ଯ୍ୟ କରି ନ ଥିଲେ।


ମୁଁ ଜାଣେ, ତୁମ୍ଭେମାନେ ମୋତେ ମାରିବାକୁ ଚେଷ୍ଟା କରୁଛ, କାରଣ ତୁମେ ମୋର ଶିକ୍ଷା ଗ୍ରହଣ କରିବାକୁ ପ୍ରସ୍ତୁତ ନୁହଁ।


ଏକଥା ଶୁଣି, ସମାଜ ଗୃହରେ ଉପସ୍ଥିତ ଥିବା ଲୋକମାନେ କ୍ରୋଧାନ୍ୱିତ ହେଲେ।


Swiv nou:

Piblisite


Piblisite