Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 4:30 - ପବିତ୍ର ବାଇବଲ (CL) NT (BSI)

30 କିନ୍ତୁ ସେ ଲୋକଗହଳି ମଧ୍ୟଦେଇ ବାହାରି ଚାଲିଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 କିନ୍ତୁ ସେ ସେମାନଙ୍କ ମଧ୍ୟ ଦେଇ ଗମନ କରି ଚାଲିଗଲେ।

Gade chapit la Kopi

ଓଡିଆ ବାଇବେଲ

30 କିନ୍ତୁ ସେ ସେମାନଙ୍କ ମଧ୍ୟ ଦେଇ ଗମନ କରି ଚାଲିଗଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 କିନ୍ତୁ ସେ ସେମାନଙ୍କ ମଧ୍ୟ ଦେଇ ଗମନ କରି ଚାଲିଗଲେ।

Gade chapit la Kopi

ପବିତ୍ର ବାଇବଲ

30 କିନ୍ତୁ ଯୀଶୁ ସେମାନଙ୍କ ମଧ୍ୟଦେଇ ଗ୍ଭଲିଗଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 4:30
5 Referans Kwoze  

ସେମାନେ ଆଉ ଥରେ ଯୀଶୁଙ୍କୁ ଧରି ନେବାକୁ ଚେଷ୍ଟା କଲେ, କିନ୍ତୁ ଯୀଶୁ ସେଠାରୁ ଅପସରି ଗଲେ।


ଏହା ଶୁଣି ସେମାନେ ତାଙ୍କୁ ମାରିବା ପାଇଁ ପଥର ଉଠାଇଲେ। କିନ୍ତୁ ଯୀଶୁ ସମସ୍ତଙ୍କ ଅଗୋଚରରେ ମନ୍ଦିର ଛାଡ଼ି ଚାଲିଗଲେ।


ସକାଳ ହେବା ପରେ ପିତର କୁଆଡ଼େ ଗଲେ ବୋଲି ପ୍ରହରୀମାନଙ୍କ ଭିତରେ ଭାଳେଣି ପଡ଼ିଲା।


ତା’ପରେ ଯୀଶୁ ଗାଲିଲୀର କପର୍ନାହୂମ ନାମକ ଏକ ସହରକୁ ଯାଇ ବିଶ୍ରାମବାର ଦିନ ସେଠାରେ ଶିକ୍ଷା ଦେଲେ।


Swiv nou:

Piblisite


Piblisite