Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 4:39 - ପବିତ୍ର ବାଇବଲ (CL) NT (BSI)

39 ଯୀଶୁ ଯାଇ ତାଙ୍କ ଶଯ୍ୟା ପାଖରେ ଠିଆହେଲେ ଓ ସେ ଜ୍ୱର ମୁକ୍ତ ହୁଅନ୍ତୁ ବୋଲି ଆଦେଶ ଦେଲେ। ସଙ୍ଗେ ସଙ୍ଗେ ଜ୍ୱର ଛାଡ଼ିଗଲା ଏବଂ ସେ ଉଠି ସେମାନଙ୍କର ପରିଚର୍ଯ୍ୟା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

39 ସେଥିରେ ସେ ତାଙ୍କ ପାଖରେ ଠିଆ ହୋଇ ଜ୍ଵରକୁ ଧମକ ଦେଲେ, ଆଉ ତାଙ୍କୁ ଜ୍ଵର ଛାଡ଼ିଗଲା, ପୁଣି ସେ ସେହିକ୍ଷଣି ଉଠି ସେମାନଙ୍କ ପରିଚର୍ଯ୍ୟା କରିବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

39 ସେଥିରେ ସେ ତାହାଙ୍କ ପାଖରେ ଠିଆ ହୋଇ ଜ୍ୱରକୁ ଧମକ ଦେଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ସେହିକ୍ଷଣି ଉଠି ସେମାନଙ୍କ ସେବା କରିବାକୁ ଲାଗିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ସେଥିରେ ସେ ତାହାଙ୍କ ପାଖରେ ଠିଆ ହୋଇ ଜ୍ୱରକୁ ଧମକ ଦେଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ସେହିକ୍ଷଣି ଉଠି ସେମାନଙ୍କ ସେବା କରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ

39 ଯୀଶୁ ତାହାଙ୍କର ପାଖରେ ଠିଆ ହୋଇ ଜ୍ୱରକୁ ଧମକ ଦେଲେ। ତାହାଙ୍କର ଜ୍ୱର ଛାଡ଼ିଗଲା। ତା'ପରେ ସେ ଉଠି ସେମାନଙ୍କର ସେବାରେ ଲାଗିପଡ଼ିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 4:39
7 Referans Kwoze  

“ତୁମେ ଈଶ୍ୱରଙ୍କ ପୁତ୍ର” ବୋଲି ଚିକ୍ରାର କରି ଭୂତମାନେ ମଧ୍ୟ ଅନେକଙ୍କଠାରୁ ବାହାରି ଗଲେ। ଯୀଶୁ ଭୂତମାନଙ୍କୁ କୌଣସି କଥା ନ କହିବା ପାଇଁ ଧମ ଦେଇ ସେମାନଙ୍କୁ ନୀରବ କଲେ; କାରଣ ସେ ମସୀହ ବୋଲି ସେମାନେ ଜାଣିଥିଲେ।


ଯୀଶୁ ଭୂତକୁ ଧମକ ଦେଇ କହିଲେ, “ଚୁପ୍କର୍, ଏହି ଲୋକଠାରୁ ବାହାରି ଆ!” ଭୂତ ଲୋକଟିକୁ ସେମାନଙ୍କ ଆଗରେ ତଳେ କଚାଡ଼ି ଦେଲା ଓ କୌଣସି କ୍ଷତି ନ କରି ତାହାଠାରୁ ବାହାରିଗଲା।


ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଯାଇ ତାଙ୍କୁ ଉଠାଇ କହିଲେ, “ହେ ଗୁରୁ, ହେ ଗୁରୁ, ଆମେ ମଲୁ।” ଯୀଶୁ ଉଠି ପବନ ଓ ତରଙ୍ଗକୁ ଧମକ ଦେଲେ, ସେମାନେ ସୁସ୍ଥିତର ହେଲେ ଓ ବାୟୁମଣ୍ଡଳ ଶାନ୍ତ ହେଲା।


ଯାକୁବ, ଯୋହନ ଓ ଅନ୍ୟ ଶିଷ୍ୟମାନଙ୍କ ସହିତ ଯୀଶୁ ସମାଜ ଗୃହ ଛାଡ଼ି ଶିମୋନ ଓ ଆନ୍ଦ୍ରିୟଙ୍କ ଗୃହକୁ ଗଲେ।


Swiv nou:

Piblisite


Piblisite