ଲୂକ ଲିଖିତ ସୁସମାଚାର 5:11 - ପବିତ୍ର ବାଇବଲ (CL) NT (BSI)11 ସେମାନେ ନୌକାଗୁଡ଼ିକ ଟାଣି କୂଳରେ ଲଗାଇଲେ ଓ ସବୁ ପରିତ୍ୟାଗ କରି ଯୀଶୁଙ୍କ ଅନୁଗମନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ସେଥିରେ ସେମାନେ ନୌକାଗୁଡ଼ିକ କୂଳକୁ ଆଣି ସମସ୍ତ ପରିତ୍ୟାଗ କରି ତାହାଙ୍କର ଅନୁଗମନ କଲେ। Gade chapit laଓଡିଆ ବାଇବେଲ11 ସେଥିରେ ସେମାନେ ନୌକାଗୁଡ଼ିକ କୂଳକୁ ଆଣି ସବୁ ଛାଡ଼ିଦେଇ ତାହାଙ୍କର ଅନୁଗମନ କଲେ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେଥିରେ ସେମାନେ ନୌକାଗୁଡ଼ିକ କୂଳକୁ ଆଣି ସବୁ ଛାଡ଼ିଦେଇ ତାହାଙ୍କର ଅନୁଗମନ କଲେ। Gade chapit laପବିତ୍ର ବାଇବଲ11 ତା'ପରେ ସେମାନେ ସେମାନଙ୍କର ଡଙ୍ଗାଗୁଡ଼ିକୁ କୂଳକୁ ଆଣିଲେ। ସେମାନେ ସବୁକିଛି ତ୍ୟାଗ କରିଦେଇ ଯୀଶୁଙ୍କ ଅନୁଗମନ କଲେ। Gade chapit la |