Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 5:15 - ପବିତ୍ର ବାଇବଲ (CL) NT (BSI)

15 କିନ୍ତୁ ଯୀଶୁଙ୍କ କାର୍ଯ୍ୟକଳାପର ସମ୍ବାଦ ଆହୁରି ବ୍ୟାପିଗଲା ଏବଂ ବହୁସଂଖ୍ୟକ ଲୋକ ତାଙ୍କ କଥା ଶୁଣିବା ପାଇଁ ଓ ରୋଗ ମୁକ୍ତ ହେବା ପାଇଁ ତାଙ୍କ ନିକଟକୁ ଆସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 କିନ୍ତୁ ତାହାଙ୍କ ବିଷୟକ କଥା ଆହୁରି ଅଧିକ ବ୍ୟାପିଗଲା, ଆଉ ବହୁସଂଖ୍ୟକ ଲୋକ ଶୁଣିବା ନିମନ୍ତେ ଓ ଆପଣା ଆପଣା ରୋଗରୁ ସୁସ୍ଥ ହେବା ନିମନ୍ତେ ଏକତ୍ର ହେବାକୁ ଲାଗିଲେ;

Gade chapit la Kopi

ଓଡିଆ ବାଇବେଲ

15 କିନ୍ତୁ ତାହାଙ୍କ ବିଷୟକ କଥା ଆହୁରି ଅଧିକ ବ୍ୟାପିଗଲା, ଆଉ ବହୁସଂଖ୍ୟକ ଲୋକ ଶୁଣିବା ନିମନ୍ତେ ଓ ନିଜ ନିଜ ରୋଗରୁ ସୁସ୍ଥ ହେବା ନିମନ୍ତେ ଏକତ୍ର ହେବାକୁ ଲାଗିଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 କିନ୍ତୁ ତାହାଙ୍କ ବିଷୟକ କଥା ଆହୁରି ଅଧିକ ବ୍ୟାପିଗଲା, ଆଉ ବହୁସଂଖ୍ୟକ ଲୋକ ଶୁଣିବା ନିମନ୍ତେ ଓ ନିଜ ନିଜ ରୋଗରୁ ସୁସ୍ଥ ହେବା ନିମନ୍ତେ ଏକତ୍ର ହେବାକୁ ଲାଗିଲେ;

Gade chapit la Kopi

ପବିତ୍ର ବାଇବଲ

15 କିନ୍ତୁ ଯୀଶୁଙ୍କ ବିଷୟରେ ଖବର ଆହୁରି ଅଧିକରୁ ଅଧିକ ବ୍ୟାପିଗଲା। ଅନେକ ଲୋକ ଉପଦେଶ ଶୁଣିବାକୁ ଓ ରୋଗରୁ ସୁସ୍ଥ ହେବାକୁ ତାହାଙ୍କ ପାଖକୁ ଆସୁଥିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 5:15
13 Referans Kwoze  

ହଜାର ହଜାର ଲୋକଙ୍କ ସମାଗମ ଭିତରେ, ସେମାନେ ପରସ୍ପର ଉପରେ ମାଡ଼ି ପଡ଼ୁଥିବା ବେଳେ, ଯୀଶୁ ତାଙ୍କ ଶିଷ୍ୟମାନଙ୍କୁ କହିଲେ, “ଫାରୁଶୀମାନଙ୍କ ଖମୀର ଅର୍ଥାତ୍ ସେମାନଙ୍କ କପଟତା ବିଷୟରେ ସାବଧାନ ହୁଅ।


କିନ୍ତୁ ଲୋକଟି ସେଠାରୁ ଚାଲିଯାଇ ଏହି କଥା ଚାରିଆଡ଼େ ରାଷ୍ଟ୍ର କରିଦେଲା। ସେ ଏହି ବିଷୟରେ ଏତେ କହି ବୁଲିଲା ଯେ, ଯୀଶୁ ପ୍ରକାଶ୍ୟରେ କୌଣସି ସହର ଭିତରକୁ ଯାଇ ପାରିଲେ ନାହିଁ। ତେଣୁ ସେ ନିର୍ଜନ ସ୍ଥାନମାନଙ୍କରେ ରହିଲେ; ତଥାପି ସବୁଆଡ଼ୁ ଲୋକମାନେ ତାଙ୍କ ନିକଟକୁ ଆସିଲେ।


ଏହି ଘଯଣାର ସମ୍ବାଦ ସେହି ଅଞ୍ଚଳରେ ସବୁଆଡ଼େ ବ୍ୟାନିଗଲା।


ଏହାପରେ ଗାଲିଲୀ ପ୍ରଦେଶର ଚତୁର୍ଦ୍ଦିଗରେ ଯୀଶୁଙ୍କର ସୁଖ୍ୟାତି ଅତି ଶୀଘ୍ର ବ୍ୟାପିଗଲା।


ଅନେକ ଲୋକ ତାଙ୍କର ପଛେ ପଛେ ଯାଉଥିଲେ, କାରଣ ଯୀଶୁ ତାଙ୍କ ଅଲୌକିକ ଶକ୍ତି ବଳରେ ପୀଡ଼ିତ ଲୋକମାନଙ୍କୁ ସୁସ୍ଥ କରୁଥିବା ସେମାନେ ଦେଖିଥିଲେ।


ଥରେ ଯେତେବେଳେ ବିରାଟ ଜନତା ଯୀଶୁଙ୍କ ସହିତ ଯାଉଥିଲେ, ସେ ମୁଖ ଫେରାଇ ସେମାନଙ୍କୁ କହିଲେ,


ଯୀଶୁ ଓ ତାଙ୍କ ଶିଷ୍ୟମାନେ ଗାଲିଲୀ ହ୍ରଦ କୂଳକୁ ଗଲେ ଏବଂ ଲୋକମାନେ ବହୁସଂଖ୍ୟାରେ ତାଙ୍କର ଅନୁଗମନ କଲେ।


ସେହିପରି କେତେକଙ୍କ ଧର୍ମକର୍ମ ସହଜରେ ସମସ୍ତଙ୍କର ଦୃଷ୍ଟିଗୋଚର ହୋଇଥାଏ। କିନ୍ତୁ ଆଉ କେତେକଙ୍କ ସତ୍କର୍ମ ସେହିପରି ପ୍ରକାଶ ନ ପାଇଲେ ସୁଦ୍ଧା, ଚିରଦିନ ଲୁକ୍କାୟିତ ହୋଇ ରହି ପାରିବ ନାହିଁ।


କିନ୍ତୁ ସେମାନେ ସେଠାରୁ ଯାଇ ଯୀଶୁଙ୍କ କଥା ସବୁଆଡ଼େ ପ୍ରଚାର କଲେ।


Swiv nou:

Piblisite


Piblisite