Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 5:16 - ପବିତ୍ର ବାଇବଲ (CL) NT (BSI)

16 କିନ୍ତୁ ସେ ଅନେକ ସମୟରେ ନିର୍ଜ୍ଜନ ସ୍ଥାନମାନଙ୍କୁ ଯାଇ ପ୍ରାର୍ଥନାରେ ନିବିଷ୍ଟ ରହୁଥାଆନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ମାତ୍ର ସେ ନିର୍ଜ୍ଜନ ସ୍ଥାନମାନଙ୍କରେ ରହି ପ୍ରାର୍ଥନା କରୁଥିଲେ।

Gade chapit la Kopi

ଓଡିଆ ବାଇବେଲ

16 ମାତ୍ର ସେ କେହି ନ ଥିବା ସ୍ଥାନମାନଙ୍କରେ ରହି ପ୍ରାର୍ଥନା କରୁଥିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ମାତ୍ର ସେ କେହି ନ ଥିବା ସ୍ଥାନମାନଙ୍କରେ ରହି ପ୍ରାର୍ଥନା କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ

16 କିନ୍ତୁ ଯୀଶୁ ପ୍ରାର୍ଥନା କରିବା ପାଇଁ ଅଧିକାଂଶ ସମୟରେ କୌଣସି ନିର୍ଜନ ସ୍ଥାନକୁ ଗ୍ଭଲି ଯାଉଥିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 5:16
8 Referans Kwoze  

ଏହା ପରେ ଦିନେ ଯୀଶୁ ଏକ ପାହାଡ଼ ଉପରକୁ ପ୍ରାର୍ଥନା କରିବାକୁ ଗଲେ ଓ ଈଶ୍ୱରଙ୍କଠାରେ ପ୍ରାର୍ଥନା କରି ସମସ୍ତ ରାତ୍ରି ବିତାଇଲେ।


ସେ ନିଜେ ପଛରେ ରହିଯାଇ ଲୋକମାନଙ୍କୁ ବିଦାୟ ଦେଲେ ଏବଂ ଏକାକୀ ପ୍ରାର୍ଥନା କରିବାକୁ ଗୋଟିଏ ପାହାଡ଼ ଉପରକୁ ଗଲେ।


ଲୋକମାନଙ୍କୁ ବିଦାୟ କରିଦେଇ ସେ ନିଜେ ପ୍ରାର୍ଥନା କରିବା ପାଇଁ ଗୋଟିଏ ପାହାଡ଼ ଉପରକୁ ଗଲେ।


ଲୋକମାନେ ତାଙ୍କୁ ବଳପୂର୍ବକ ରାଜା କରିବା ପାଇଁ ଧରିବାକୁ ଯାଉଛନ୍ତି ବୋଲି ଜାଣିପାରି, ଯୀଶୁ ଏକାକୀ ନିକଟବର୍ତ୍ତୀ ପାର୍ବତ୍ୟ ଅଞ୍ଚଳକୁ ଚାଲିଗଲେ।


ଅନ୍ୟ ସମସ୍ତେ ଜଳରେ ଦୀକ୍ଷିତ ହେବା ପରେ ଯୀଶୁ ମଧ୍ୟ ଜଳଦୀକ୍ଷା ଗ୍ରହଣ କଲେ। ସେହି ସମୟରେ ସେ ପ୍ରାର୍ଥନା କରୁଥିବା ବେଳେ ଆକାଶ ଉନ୍ମୁକ୍ତ ହେଲା


ଏସବୁ କହିବାର ପ୍ରାୟ ଏକ ସପ୍ତାହ ପରେ ଯୀଶୁ ପିତର, ଯୋହନ ଓ ଯାକୁବଙ୍କୁ ସଙ୍ଗରେ ନେଇ ପ୍ରାର୍ଥନା କରିବାକୁ ଏକ ପାହାଡ଼ ଉପରକୁ ଗଲେ।


ସେ ପ୍ରାର୍ଥନା କରୁଥିବାବେଳେ, ତାଙ୍କ ମୁଖର ରୂପ ପରିବର୍ତ୍ତିତ ହେଲା ଓ ତାଙ୍କର ବସ୍ତ୍ର ଉଜ୍ଜ୍ୱଳ ଓ ଶୁଭ୍ର ହେଲା।


Swiv nou:

Piblisite


Piblisite