Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 5:3 - ପବିତ୍ର ବାଇବଲ (CL) NT (BSI)

3 ଯୀଶୁ ସେଥିମଧ୍ୟରୁ ଗୋଟିଏ ନୌକା ଭିତରକୁ ଗଲେ - ତାହା ଶିମୋନର ନୌକା ଥିଲା। ନୌକାଟିକୁ କୂଳଠାରୁ ଅଳ୍ପ ଦୂରକୁ ଠେଲି ନେବା ପାଇଁ ସେ କହିଲେ। ଯୀଶୁ ନୌକା ମଧ୍ୟରେ ବସି ଲୋକମାନଙ୍କୁ ଶିକ୍ଷା ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେହି ନୌକାଗୁଡ଼ିକ ମଧ୍ୟରୁ ଯେଉଁଟି ଶିମୋନଙ୍କର ଥିଲା, ସେଥିରେ ସେ ଚଢ଼ି ସ୍ଥଳରୁ ଅଳ୍ପ ଦୂରକୁ ଯିବା ନିମନ୍ତେ ତାଙ୍କୁ ଅନୁରୋଧ କଲେ; ଆଉ, ସେ ବସି ନୌକାରୁ ଲୋକସମୂହକୁ ଶିକ୍ଷା ଦେବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

3 ସେହି ନୌକାଗୁଡ଼ିକ ମଧ୍ୟରୁ ଯାହା ଶିମୋନଙ୍କର ଥିଲା, ସେଥିରେ ସେ ଚଢ଼ି ସ୍ଥଳରୁ ଅଳ୍ପ ଦୂରକୁ ଯିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ; ଆଉ, ସେ ବସି ନୌକାରୁ ଲୋକସମୂହକୁ ଶିକ୍ଷା ଦେବାକୁ ଲାଗିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେହି ନୌକାଗୁଡ଼ିକ ମଧ୍ୟରୁ ଯାହା ଶିମୋନଙ୍କର ଥିଲା, ସେଥିରେ ସେ ଚଢ଼ି ସ୍ଥଳରୁ ଅଳ୍ପ ଦୂରକୁ ଯିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ; ଆଉ, ସେ ବସି ନୌକାରୁ ଲୋକସମୂହକୁ ଶିକ୍ଷା ଦେବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ

3 ଯୀଶୁ ସେଥିରୁ ଗୋଟିଏ ଡଙ୍ଗାରେ ଚଢ଼ିଗଲେ। ସେ ଡଙ୍ଗାଟି ଶିମୋନଙ୍କର ଥିଲା। ଯୀଶୁ ଡଙ୍ଗାଟିକୁ କୂଳଠାରୁ ଅଳ୍ପ ଟିକିଏ ଭିତହକୁ ନେବାକୁ ଶିମୋନଙ୍କୁ କହିଲେ। ତା'ପରେ ସେ ଡଙ୍ଗାଟିରେ ବସି ପଡ଼ିଲେ ଓ ସେହି ଡଙ୍ଗା ଉପରେ ଥାଇ ଲୋକମାନଙ୍କୁ ଉପଦେଶ ଦେବାକୁ ଲାଗିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 5:3
8 Referans Kwoze  

ଯୀଶୁ ଗାଲିଲୀ ହ୍ରଦକୂଳ ଦେଇ ଗମନ କଲାବେଳେ ଶିମୋନ (ପିତର) ଓ ଆନ୍ଦ୍ରିୟ ନାମକ ଦୁଇଜଣ ଧୀବରଙ୍କୁ ଭେଟିଲେ। ଏ ଦୁଇ ଭାଇ ଜାଲ ପକାଇ ହ୍ରଦରେ ମାଛ ଧରୁଥିଲେ।


ତା’ ପରଦିନ ପ୍ରତ୍ୟୁଷରେ ସେ ମନ୍ଦିରକୁ ଫେରି ଆସିଲେ ଏବଂ ସେଠାରେ ସମବେତ ହୋଇଥିବା ଲୋକମାନଙ୍କ ମଧ୍ୟରେ ବସି ଶିକ୍ଷା ଦେବାକୁ ଆରମ୍ଭ କଲେ।


ସେଠାରେ ଏତେ ଲୋକ ଗହଳି ହେଲା ଯେ, ଭିଡ଼ରୁ ରକ୍ଷା ପାଇବା ଲାଗି ତାଙ୍କ ପାଇଁ ଗୋଟିଏ ନୌକା ଯୋଗାଡ଼ କରିବାକୁ ଯୀଶୁ ଶିଷ୍ୟମାନଙ୍କୁ କହିଲେ।


ସେ ଅନେକ ଲୋକଙ୍କୁ ସୁସ୍ଥ କଲେ। ପୀଡ଼ିତ ଲୋକମାନେ ତାଙ୍କୁ ସ୍ପର୍ଶ କରିବା ପାଇଁ ଆଗକୁ ମାଡ଼ି ଯାଇଥିଲେ।


ସେ କୂଳରେ ଦୁଇଟି ନୌକା ବନ୍ଧା ଯାଇଥିବାର ଦେଖିଲେ। ଧୀବରମାନେ ସେଗୁଡ଼ିକୁ ଛାଡ଼ି ଜାଲ ଧୋଉଥିଲେ।


Swiv nou:

Piblisite


Piblisite