Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 6:16 - ପବିତ୍ର ବାଇବଲ (CL) NT (BSI)

16 ଯାକୁବଙ୍କ ପୁତ୍ର ଯିହୂଦା ଓ ଇଷ୍କାରିୟୋଥ୍ ଯିହୂଦା ଯେ ବିଶ୍ୱାସଘାତକ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଯାକୁବଙ୍କ ପୁତ୍ର ଯିହୂଦା ଓ ଇଷ୍କାରିୟୋତୀୟ ଯିହୂଦା, ଯେ ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣ କଲା।

Gade chapit la Kopi

ଓଡିଆ ବାଇବେଲ

16 ଯାକୁବଙ୍କ ପୁତ୍ର ଯିହୂଦା ଓ ଈଷ୍କାରିୟୋତୀୟ ଯିହୂଦା, ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଯାକୁବଙ୍କ ପୁତ୍ର ଯିହୂଦା ଓ ଇଷ୍କାରିୟୋତୀୟ ଯିହୂଦା, ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା।

Gade chapit la Kopi

ପବିତ୍ର ବାଇବଲ

16 ଯାକୁବଙ୍କ ପୁତ୍ର ଯିହୂଦା ଓ ଇଷ୍କାରିୟୋତ ଯିହୂଦା ପରେ ଏହି ଯିହୂଦା ବିଶ୍ୱାସ ଘାତକତା କରି ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 6:16
11 Referans Kwoze  

ଯିହୁଦା (ଇଷ୍କରିୟୋଥ ଯିହୁଦା ନୁହେଁ) ପଚାରିଲା- “ଏହା କିପରି ହେବ? ନିଜକୁ ଜଗତ ନିକଟରେ ପ୍ରକାଶ ନ କରି ଆମ ନିକଟରେ କିପରି ପ୍ରକାଶ କରିବେ?”


ଯେଉଁମାନେ ଈଶ୍ୱରଙ୍କ ଦ୍ୱାରା ଦ୍ୱାରା ଆହୂତ ଓ ତାଙ୍କର ପ୍ରିୟ ପାତ୍ର ଏବଂ ଯୀଶୁ ଖ୍ରୀଷ୍ଟଙ୍କସେବକ ଓ ଯାକୁବଙ୍କ ଭ୍ରାତା ଯିହୂଦାଙ୍କ ପତ୍ର:-


ପ୍ରେରିତ ଶିଷ୍ୟ କାର୍ଯ୍ୟ କରିବ, ତାହା ଆମ୍ଭମାନଙ୍କୁ ଜଣାଅ।”


ଆନ୍ଦ୍ରିୟ, ଫିଲିପ, ବାର୍ଥଲମି, ମାଥିଉ, ଥୋମା, ଆଲଫିଙ୍କ ଦୁଇ ପୁତ୍ର ଯାକୁବ ଓ ଥଦ୍ଦିୟ, ଦେଶପ୍ରେମୀ ଶିମୋନ ଓ


ଫିଲିପ, ବାର୍ଥଲୋମି, ଥୋମା ଓ କରଆଦାୟକାରୀ ମାଥିଉ;ଥଦ୍ଦିୟ, ଆଲଫିଙ୍କ ପୁତ୍ର ଯାକୁବ;


ମାଥିଉ ଓ ଥୋମା, ଆଲଫିଙ୍କ ପୁତ୍ର ଯାକୁବ ଓ ଶିମୋନ (ଯାହାଙ୍କୁ ଦେଶପ୍ରେମୀ କୁହାଯାଉଥିଲା),


ଯୀଶୁ ପ୍ରେରିତ ଶିଷ୍ୟମାନଙ୍କ ସହିତ ପାହାଡ଼ରୁ ଓହ୍ଲାଇ ତାଙ୍କର ବହୁସଂଖ୍ୟକ ଅନୁଗାମୀମାନଙ୍କ ସହିତ ଏକ ସମତଳ ସ୍ଥାନରେ ଠିଆହେଲେ। ଯିହୂଦା ପ୍ରଦେଶର ସମସ୍ତ ଅଞ୍ଚଳରୁ ଏବଂ ଯିରୂଶାଲମ, ସୋର ଓ ଶିଦୋନର ଉପକୂଳବର୍ତ୍ତୀ ଅଞ୍ଚଳରୁ ଅନେକ ଲୋକ ସେଠାରେ ଉପସ୍ଥିତ ଥିଲେ।


Swiv nou:

Piblisite


Piblisite