ଲୂକ ଲିଖିତ ସୁସମାଚାର 6:41 - ପବିତ୍ର ବାଇବଲ (CL) NT (BSI)41 “ନିଜ ଆଖିରେ ଥିବା କଡ଼ିକାଠ ବିଷୟରେ ଚିନ୍ତା ନ କରି, ତୁମ୍ଭେମାନେ କାହିଁକି ତୁମ ଭାଇର ଆଖିରେ ଥିବା କୁଟାଟିକୁ ଦେଖୁଛ? Gade chapit laପବିତ୍ର ବାଇବଲ (Re-edited) - (BSI)41 ଆଉ, କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁଣ? Gade chapit laଓଡିଆ ବାଇବେଲ41 ଆଉ, କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କାଠପଟା ଅଛି, ତାହା ଭାବି ଦେଖୁ ନାହଁ ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ଆଉ, କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁ? Gade chapit laପବିତ୍ର ବାଇବଲ41 “ତୁମ୍ଭେମାନେ ନିଜ ଭାଇ ଆଖିରେ ପଡ଼ିଥିବା ଗୋଟିଏ ଛୋଟ ଗୁଣ୍ଡଟି ଆଡ଼କୁ କାହିଁକି ଗ୍ଭହୁଁଛ? ତୁମ୍ଭମାନଙ୍କୁ କ’ଣ ନିଜ ଆଖିରେ ପଡ଼ିଥିବା ବଡ଼ କାଠ ଖଣ୍ଡିକ ଦେଖାଯାଉ ନାହିଁ? Gade chapit la |