Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 6:43 - ପବିତ୍ର ବାଇବଲ (CL) NT (BSI)

43 “ଗୋଟିଏ ଭଲ ଗଛରେ ଖରାପ ଫଳ ଫଳେ ନାହିଁ କିମ୍ବା ଗୋଟିଏ ଖରାପ ଗଛରେ ଭଲ ଫଳ ଫଳେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

43 କାରଣ ଏପରି କୌଣସି ଭଲ ଗଛ ନାହିଁ, ଯାହାକି ମନ୍ଦ ଫଳ ଫଳେ, ଅନ୍ୟ ପକ୍ଷରେ ଏପରି କୌଣସି ମନ୍ଦ ଗଛ ନାହିଁ, ଯାହାକି ଭଲ ଫଳ ଫଳେ।

Gade chapit la Kopi

ଓଡିଆ ବାଇବେଲ

43 କାରଣ ଏପରି କୌଣସି ଭଲ ଗଛ ନାହିଁ, ଯାହାକି ମନ୍ଦ ଫଳ ଫଳେ, ଅନ୍ୟ ପକ୍ଷରେ ଏପରି କୌଣସି ମନ୍ଦ ଗଛ ନାହିଁ, ଯାହାକି ଭଲ ଫଳ ଫଳେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 “କାରଣ ଏପରି କୌଣସି ଭଲ ଗଛ ନାହିଁ, ଯାହାକି ମନ୍ଦ ଫଳ ଫଳେ, ଅନ୍ୟ ପକ୍ଷରେ ଏପରି କୌଣସି ମନ୍ଦ ଗଛ ନାହିଁ, ଯାହାକି ଭଲ ଫଳ ଫଳେ।

Gade chapit la Kopi

ପବିତ୍ର ବାଇବଲ

43 “ଗୋଟିଏ ଭଲ ଗଛରେ ଖରାପ ଫଳ ଫଳେ ନାହିଁ। ଠିକ୍ ସେହିଭଳି ଗୋଟିଏ ଖରାପ ଗଛରେ ଭଲ ଫଳ ଫଳେ ନାହିଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 6:43
8 Referans Kwoze  

“ଭଲ ଫଳ ଧରିବା ପାଇଁ ଗଛଟି ବଳିଷ୍ଠ ହେବା ଦରକାର। ଦୁର୍ବଳ ଗଛରେ ନିକୃଷ୍ଠ ଫଳ ହୁଏ। ଗଛଟି କି ପ୍ରକାର, ତା’ ଫଳ ଦ୍ୱାରା ଜଣାପଡ଼େ।


ବୃକ୍ଷସବୁକୁ ସମୂଳେ କାଟି ଦେବା ପାଇଁ କୁଠାର ଉତ୍ତୋଳିତ। ଯେଉଁ ବୃକ୍ଷରେ ଭଲ ଫଳ ହୁଏ ନାହିଁ, ତାହା କଟାଯାଇ ଅଗ୍ନିରେ ନିକ୍ଷିପ୍ତ ହେବ।


ନିଜ ଆଖିରେ ଥିବା କଡ଼ିକାଠ ନ ଦେଖି ତୁମେ କିପରି ତୁମ ଭାଇକୁ କହିବ, ‘ଭାଇ, ଆସ, ମୁଁ ତୁମ ଆଖିରୁ କୁଟାଟି କାଢ଼ି ଦେବି।’ ହେ କପଟୀମାନେ! ପ୍ରଥମେ ନିଜ ଆଖିରୁ କଡ଼ିକାଠ ବାହାର କର, ତା’ପରେ ତୁମ ଭାଇର ଆଖିରୁ କୁଟାଟି ବାହାର କରିବା ପାଇଁ ତୁମେ ପରିଷ୍କାରଭାବେ ଦେଖିପାରିବ।


Swiv nou:

Piblisite


Piblisite