Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 6:44 - ପବିତ୍ର ବାଇବଲ (CL) NT (BSI)

44 ପ୍ରତ୍ୟେକ ଗଛ ତା’ର ଫଳ ଦ୍ୱାରା ଚିହ୍ନାଯାଏ; ତୁମ୍ଭେମାନେ କଣ୍ଟା ଗଛରୁ ଡ଼ିମିରି କିମ୍ବା କଣ୍ଟା ବୁଦାରୁ ଅଙ୍ଗୁର ତୋଳି ପାରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 କାରଣ ପ୍ରତ୍ୟେକ ଗଛ ନିଜର ଫଳ ଦ୍ଵାରା ଚିହ୍ନାଯାଏ; କଣ୍ଟାଗଛରୁ ତ ଲୋକମାନେ ଡିମିରି ତୋଳନ୍ତି ନାହିଁ, କିମ୍ଵା କଣ୍ଟାବୁଦାରୁ ଦ୍ରାକ୍ଷାଫଳ ତୋଳନ୍ତି ନାହିଁ।

Gade chapit la Kopi

ଓଡିଆ ବାଇବେଲ

44 କାରଣ ପ୍ରତ୍ୟେକ ଗଛ ନିଜର ଫଳ ଦ୍ୱାରା ଚିହ୍ନାଯାଏ; କଣ୍ଟାଗଛରୁ ତ ଲୋକମାନେ ଡିମ୍ବିରି ତୋଳନ୍ତି ନାହିଁ, କିମ୍ବା କଣ୍ଟାବୁଦାରୁ ଦ୍ରାକ୍ଷାଫଳ ତୋଳନ୍ତି ନାହିଁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 କାରଣ ପ୍ରତ୍ୟେକ ଗଛ ନିଜର ଫଳ ଦ୍ୱାରା ଚିହ୍ନାଯାଏ; କଣ୍ଟାଗଛରୁ ତ ଲୋକମାନେ ଡିମ୍ବିରି ତୋଳନ୍ତି ନାହିଁ, କିମ୍ବା କଣ୍ଟାଗଛରୁ ଦ୍ରାକ୍ଷାଫଳ ତୋଳନ୍ତି ନାହିଁ।

Gade chapit la Kopi

ପବିତ୍ର ବାଇବଲ

44 ପ୍ରତ୍ୟେକ ଗଛ ତା'ର ଫଳ ଦ୍ୱାରା ଚିହ୍ନି ହୁଏ। ଲୋକମାନେ ଅନାବନା କଣ୍ଟା ଗଛରୁ ଡିମ୍ବିରିଫଳ ସଂଗ୍ରହ କରନ୍ତି ନାହିଁ କି କଣ୍ଟା ବୁଦାରୁ ଦ୍ରାକ୍ଷାକୋଳି ପାଆନ୍ତି ନାହିଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 6:44
7 Referans Kwoze  

ଭାଇମାନେ, ଡିମିରି ଫଳେ? ସେହିପରି ଲବଣାକ୍ତ ଝରଣାରୁ ମଧୁର ଜଳ ନିର୍ଗତ ହୁଏ ନାହିଁ।


“ଭଲ ଫଳ ଧରିବା ପାଇଁ ଗଛଟି ବଳିଷ୍ଠ ହେବା ଦରକାର। ଦୁର୍ବଳ ଗଛରେ ନିକୃଷ୍ଠ ଫଳ ହୁଏ। ଗଛଟି କି ପ୍ରକାର, ତା’ ଫଳ ଦ୍ୱାରା ଜଣାପଡ଼େ।


ସେମାନ ନିର୍ଲ୍ଲଜ ଭାବରେ ସୁରାପାନରେ ମତ୍ତ ହୋଇ, ତୁମ୍ଭମାନଙ୍କ ପ୍ରୀତି ଭୋଜନରେ କଳଙ୍କ ସ୍ୱରୂପ ହେଉଛନ୍ତି। ସେମ।।ନେ କେବଳ ନିଜ ପ୍ରତି ମନୋଯୋଗୀ। ସେମାନେ ବୃଷ୍ଟିପାତ କରୁ ନ ଥିବା ବାୟୁରେ ଚଳିତ ମେଘ ତୂଲ୍ୟ। ସେମାନେ ଶରତ ଋତୁରେ ଫଳଶୂନ୍ୟ ବୃକ୍ଷ ଓ ମୂଳୋତ୍ପାଟିତ ଶୁଷ୍କ ବୃକ୍ଷ ସଦୃଶ।


ସେମାନେ କାର୍ଯ୍ୟକଳାପରୁ ତୁମେ ସେମାନଙ୍କୁ ଚିହ୍ନିପାରିବ। କଣ୍ଟା ବୁଦାରେ ଦ୍ରାକ୍ଷଶ ‘ଳେ ନାହଁ କିମ୍ବା କାନକୋଳି ଗଛରେ ଡିମିରି ‘ଳ ଧର ନାହିଁ।


ସେହିପରି ଭଣ୍ଡ ଭାବବାଦୀମାନଙ୍କର କାର୍ଯ୍ୟକଳାପରୁ ସେମାନଙ୍କୁ ତୁମେ ଚିହ୍ନି ପାରିବ।


Swiv nou:

Piblisite


Piblisite