Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 7:10 - ପବିତ୍ର ବାଇବଲ (CL) NT (BSI)

10 ଖବର ଆଣିଥିବା ଲୋକମାନେ ସେନାଧ୍ୟକ୍ଷଙ୍କ ଘରକୁ ଯାଇ ଦେଖିଲେ ଯେ ତାଙ୍କ ଦାସଟି ସୁସ୍ଥ ହୋଇ ଯାଇଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆଉ, ପଠାଯାଇଥିବା ଲୋକମାନେ ଘରକୁ ବାହୁଡ଼ିଆସି ଦାସକୁ ସୁସ୍ଥ ଦେଖିଲେ।

Gade chapit la Kopi

ଓଡିଆ ବାଇବେଲ

10 ଆଉ ପଠାଯାଇଥିବା ଲୋକମାନେ ଘରକୁ ଫେରିଆସି ଦାସକୁ ସୁସ୍ଥ ଦେଖିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ ପଠାଯାଇଥିବା ଲୋକମାନେ ଘରକୁ ଫେରିଆସି ଦାସକୁ ସୁସ୍ଥ ଦେଖିଲେ।

Gade chapit la Kopi

ପବିତ୍ର ବାଇବଲ

10 ଯୀଶୁଙ୍କ ପାଖକୁ ଯେଉଁ ଲୋକମାନଙ୍କୁ ପଠାଯାଇଥିଲା, ସେମାନେ ଘରକୁ ଫେରିଯିବା ପରେ ଦେଖିଲେ ଯେ ଗ୍ଭକରଟି ସୁସ୍ଥ ହୋଇ ଯାଇଛି।

Gade chapit la Kopi




ଲୂକ ଲିଖିତ ସୁସମାଚାର 7:10
6 Referans Kwoze  

ଯୀଶୁ ସେନାପତିଙ୍କୁ କହିଲେ, “ଘରକୁ ଯାଅ। ତୁମେ ଯାହା ବିଶ୍ୱାସ କରୁଛ, ତାହାହିଁ ଘଟିବ।” ଠିକ୍ ସେହି ସମୟରେ ସେନାପତିଙଙ୍କର କର୍ମଚାରୀଟି ସୁସ୍ଥ ହେଇଗଲା।


ଯୀଶୁ କହିଲେ, “ହଁ! ଯେ ବିଶ୍ୱାସ କରେ, ତା’ ପକ୍ଷରେ ସବୁ ସମ୍ଭବ।”


ଯୀଶୁ ତା’ କଥାର ଉତ୍ତର ଦେଇ କହିଲେ, “ତୁମେ ଜଣେ ଦୃଡ଼ ବିଶ୍ୱାସିନୀ। ତୁମ ଇଚ୍ଛା ପୂର୍ଣ୍ଣ ହେବ।” ସେହି ମୁହୂର୍ତ୍ତରେ ତା’ର ଝିଅ ସୁସ୍ଥ ହେଲା।


ଯୀଶୁ ଏହା ଶୁଣି ଆଶ୍ଚର୍ଯ୍ୟ ହେଲେ। ସେ ବୁଲିପଡ଼ି ତାଙ୍କ ପଛରେ ଆସୁଥିବା ଜନତାଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ କହୁଛି, ଇଶ୍ରାୟେଲ ଲୋକମାନଙ୍କ ମଧ୍ୟରେ ସୁଦ୍ଧା ମୁଁ ଏପରି ବିଶ୍ୱାସ ଦେଖି ନାହିଁ।”


ତାହାପରେ ଯୀଶୁ ତାଙ୍କର ଶିଷ୍ୟମାନଙ୍କ ସଙ୍ଗେ ନାଇନ ସହରକୁ ଗଲେ ଏବଂ ଅନେକ ଲୋକ ତାଙ୍କ ପଛେ ପଛେ ଗଲେ।


Swiv nou:

Piblisite


Piblisite