Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 7:11 - ପବିତ୍ର ବାଇବଲ (CL) NT (BSI)

11 ତାହାପରେ ଯୀଶୁ ତାଙ୍କର ଶିଷ୍ୟମାନଙ୍କ ସଙ୍ଗେ ନାଇନ ସହରକୁ ଗଲେ ଏବଂ ଅନେକ ଲୋକ ତାଙ୍କ ପଛେ ପଛେ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏଥିଉତ୍ତାରେ ସେ ନାଇନ ନାମକ ନଗରକୁ ଗମନ କଲେ, ଆଉ ତାହାଙ୍କ ଶିଷ୍ୟମାନେ ଓ ବହୁସଂଖ୍ୟକ ଲୋକ ତାହାଙ୍କ ସାଙ୍ଗରେ ଯାଉଥିଲେ।

Gade chapit la Kopi

ଓଡିଆ ବାଇବେଲ

11 ଏଥିଉତ୍ତାରେ ସେ ନାଇନ ନାମକ ନଗରକୁ ଯାତ୍ରା କଲେ, ଆଉ ତାହାଙ୍କ ଶିଷ୍ୟମାନେ ଓ ବହୁସଂଖ୍ୟକ ଲୋକ ତାହାଙ୍କ ସାଙ୍ଗରେ ଯାଉଥିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଥିଉତ୍ତାରେ ସେ ନାଇନ ନାମକ ନଗରକୁ ଯାତ୍ରା କଲେ, ଆଉ ତାହାଙ୍କ ଶିଷ୍ୟମାନେ ଓ ବହୁସଂଖ୍ୟକ ଲୋକ ତାହାଙ୍କ ସାଙ୍ଗରେ ଯାଉଥିଲେ।

Gade chapit la Kopi

ପବିତ୍ର ବାଇବଲ

11 ତା’ ପରଦିନ ଯୀଶୁ ନାଇନ ନଗରକୁ ଗଲେ। ତାହାଙ୍କୁ ସହିତ ତାଙ୍କ ଶିଷ୍ୟମାନେ ଓ ବହୁ ସଂଖ୍ୟାରେ ଅନ୍ୟ ଲୋକମାନେ ଯାଉଥିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 7:11
3 Referans Kwoze  

ତୁମ୍ଭେମାନେ ନାଜରିତର ଯୀଶୁଙ୍କ ବିଷୟରେ ଓ ଈଶ୍ୱର କିପରି ତାଙ୍କ ଉପରେ ପବିତ୍ର ଆତ୍ମା ଓ ଶକ୍ତି ଢାଳି ଦେଇଥିଲେ, ତାହା ଜାଣ। ସେ ସବୁଆଡ଼େ ଯାଇ ମହତ୍ କାର୍ଯ୍ୟ ସାଧନ କଲେ। ଶୟତାନର କବଳରେ ଥିବା ଲୋକଙ୍କୁ ସୁସ୍ଥ କଲେ, କାରଣ ଈଶ୍ୱର ତାଙ୍କ ସହିତ ଥିଲେ।


ଖବର ଆଣିଥିବା ଲୋକମାନେ ସେନାଧ୍ୟକ୍ଷଙ୍କ ଘରକୁ ଯାଇ ଦେଖିଲେ ଯେ ତାଙ୍କ ଦାସଟି ସୁସ୍ଥ ହୋଇ ଯାଇଛି।


ସେମାନେ ସେହି ସହରର ଦ୍ୱାର ପାଖରେ ପହଞ୍ଚିବା ସମୟରେ, ଲୋକମାନେ ଗୋଟିଏ ଶବକୁ ବୋହି ଆଣୁଥିଲେ। ମୃତ ଲୋକଟି ଗୋଟିଏ ବିଧବା ସ୍ତ୍ରୀର ଏକମାତ୍ର ପୁତ୍ର ଥିଲା ଓ ସହରର ବହୁତ ଲୋକ ସେମାନଙ୍କ ସହିତ ଯାଉଥିଲେ।


Swiv nou:

Piblisite


Piblisite