Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 7:18 - ପବିତ୍ର ବାଇବଲ (CL) NT (BSI)

18 ଯୋହନ ଶିଷ୍ୟମାନଙ୍କଠାରୁ ଏହିସବୁ ବିଷୟ ଶୁଣି ସେମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଡ଼ାକିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପରେ ଯୋହନଙ୍କ ଶିଷ୍ୟମାନେ ଏହିସମସ୍ତ ବିଷୟ ତାଙ୍କୁ ଜଣାଇଲେ।

Gade chapit la Kopi

ଓଡିଆ ବାଇବେଲ

18 ପରେ ବାପ୍ତିଜକ ଯୋହନଙ୍କ ଶିଷ୍ୟମାନେ ଏହି ସମସ୍ତ ବିଷୟ ତାହାଙ୍କୁ ଜଣାଇଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପରେ ବାପ୍ତିଜକ ଯୋହନଙ୍କ ଶିଷ୍ୟମାନେ ଏହି ସମସ୍ତ ବିଷୟ ତାହାଙ୍କୁ ଜଣାଇଲେ।

Gade chapit la Kopi

ପବିତ୍ର ବାଇବଲ

18 ଯୋହନଙ୍କ ଶିଷ୍ୟମାନେ ଯୋହନଙ୍କୁ ଏ ସମସ୍ତ ଖବର ଜଣାଇଲେ। ଯୋହନ ତାହାଙ୍କର ଦୁଇଜଣ ଶିଷ୍ୟଙ୍କୁ ଡକାଇଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 7:18
3 Referans Kwoze  

ସେମାନେ ଯୋହନଙ୍କୁ କହିଲେ, “ଗୁରୁ, ଆପଣଙ୍କ ମନେ ଥିବ, ଯର୍ଦ୍ଦନ ନଦୀର ପୂର୍ବ ପଟେ ଜଣେ ବ୍ୟକ୍ତି ଆପଣଙ୍କ ପାଖରେ ଠିଆ ହୋଇଥିଲେ। ତାଙ୍କ ବିଷୟରେ ଆପଣ ସାକ୍ଷ୍ୟ ଦେଉଥିଲେ। ସେ ଏବେ ନିଜେ ଜଳଦୀକ୍ଷା ଦେଉଛନ୍ତି ଓ ସମସ୍ତେ ତାଙ୍କ ନିକଟକୁ ଯାଉଛନ୍ତି।”


ତା’ ପରେ ଯୋହନଙ୍କ ଶିଷ୍ୟମାନେ ଆସି କବର ଦେବା ପାଇଁ ତାଙ୍କ ମୃତ ଶରୀରକୁ ନେଇ ଗଲେ। ସେମାନେ ଯାଇ ଯୀଶୁଙ୍କୁ ଏହି ଦୁଃସମ୍ବାଦ ଜଣାଇଲେ।


Swiv nou:

Piblisite


Piblisite