Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 7:40 - ପବିତ୍ର ବାଇବଲ (CL) NT (BSI)

40 ଯୀଶୁ ତାକୁ କହିଲେ, “ଶିମୋନ, ମୋର ତୁମକୁ କିଛି କହିବାର ଅଛି।” ସେ କହିଲା, “ହଁ ଗୁରୁ, କୁହନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ଯୀଶୁ ତାଙ୍କୁ ଉତ୍ତର ଦେଲେ, ଶିମୋନ, ତୁମ୍ଭକୁ ମୋହର କିଛି କହିବାର ଅଛି। ସେ କହିଲେ, ଗୁରୁ କୁହନ୍ତୁ।

Gade chapit la Kopi

ଓଡିଆ ବାଇବେଲ

40 ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ଶିମୋନ, ତୁମ୍ଭକୁ ମୋହର କିଛି କହିବାର ଅଛି । ସେ କହିଲେ, ଗୁରୁ, କୁହନ୍ତୁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଶିମୋନ, ତୁମ୍ଭକୁ ମୋହର କିଛି କହିବାର ଅଛି।” ସେ କହିଲେ, ଗୁରୁ, କୁହନ୍ତୁ।

Gade chapit la Kopi

ପବିତ୍ର ବାଇବଲ

40 ଯୀଶୁ ଫାରୂଶୀଙ୍କୁ କହିଲେ, “ଶିମୋନ, ମୋର ତୁମ୍ଭକୁ କିଛି କହିବାର ଅଛି।” ଶିମୋନ କହିଲେ, “ଗୁରୁ, କୁହନ୍ତୁ!”

Gade chapit la Kopi




ଲୂକ ଲିଖିତ ସୁସମାଚାର 7:40
16 Referans Kwoze  

ବର୍ତ୍ତମାନ ଆମେ ଜାଣୁଛ ଯେ ଆପଣ ସବୁ କଥା ଜାଣନ୍ତି। ଆପଣଙ୍କୁ କେହି କିଛି ପ୍ରଶ୍ନ ପଚାରିବା ଦରକାର ନାହିଁ। ଏଥିରୁ ଆମର ପୁରା ବିଶ୍ୱାସ ହେଉଛି, ଆପଣ ଈଶ୍ୱରଙ୍କ ପାଖରୁ ଆସିଛନ୍ତି।”


ଶିଷ୍ୟମାନେ ତାଙ୍କୁ ପ୍ରଶ୍ନ କରିବାକୁ ଚାହୁଁଛନ୍ତି ବୋଲି ଜାଣିପାରି, ଯୀଶୁ କହିଲେ, “ମୁଁ କହିଲି, ‘ଅଳ୍ପ ସମୟ ପରେ ତୁମ୍ଭେମାନେ ମୋତେ ଦେଖିପାରିବ ନାହିଁ, କିନ୍ତୁ ତା’ର କିଛି କାଳ ପେର ମୋତେ ପୁଣି ଦେଖିବ’। ଏ ବିଷୟରେ ତୁମ୍ଭେମାନେ ଆଲୋଚନା କରୁଥିଲ, ନୁହେଁ?


ତୁମେ ମୋତେ ଗୁରୁ ଓ ପ୍ରଭୁ ବୋଲି ଡାକୁଛ, ତାହା ଯଥାର୍ଥ, କାରଣ ବାସ୍ତବିକ ମୁଁ ତାହା।


ସେ ରାତ୍ରି ସମୟରେ ଯୀଶୁଙ୍କ ନିକଟକୁ ଆସି କହିଲେ, “ରାବି, ଆମେ ଜାଣୁ, ଆପଣ ଈଶ୍ୱର ପ୍ରେରିତ ଗୁରୁ। ଆପଣ ଯେଉଁସବୁ ଅଲୌକିକ କାର୍ଯ୍ୟ କରୁଛନ୍ତି, ଈଶ୍ୱରଙ୍କ ସହାୟତା ବିନା ତାହା କେହି କରି ପାରିବେ ନାହିଁ।”


ଜଣେ ଇହୁଦୀ ନେତା ଯୀଶୁଙ୍କୁ ପଚାରିଲା, “ସଦ୍‌ଗୁରୁ! ଅନନ୍ତ ଜୀବନ ପାଇବା ନିମନ୍ତେ ମୁଁ କ’ଣ କରିବି?”


କିନ୍ତୁ ଯୀଶୁ ସେମାନଙ୍କର ମନୋଭାବ ଜାଣି ଲୋକଟିକୁ କହିଲେ, “ଉଠି ଠିଆହୁଅ।” ଲୋକଟି ଉଠି ସେଠାରେ ଠିଆହେଲା।


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସୁସ୍ଥ ଲୋକମାନଙ୍କ ପାଇଁ ଚିକିତ୍ସକ ଅନାବଶ୍ୟକ, ଆବଶ୍ୟକ କେବଳ ଅସୁସ୍ଥମାନଙ୍କ ପାଇଁ।


ଯୀଶୁ ସେମାନଙ୍କ ମନର ଚିନ୍ତା ଜାଣିପାରି ସେମାନଙ୍କୁ କହିଲେ, “ତୁମେ କାହିଁକି ଏପରି କଥା ସବୁ ଭାବୁଛ?


ମହାବିଚାର ଦିନ ଉପସ୍ଥିତ ହେଲେ ଅନେକେ ମୋତେ କହିବେ, ପ୍ରଭୁ ତୁମ ନାମରେ ଭୂତ ଛଡ଼ାଇଛୁ ଏବଂ ଅନେକ ଅଲୌକିକ କାର୍ଯ୍ୟ କରିଛୁ।


ଯିହୁଦା ସିଧା ଯୀଶୁଙ୍କ ନିକଟକୁ ଯାଇ ତାଙ୍କୁ ନମସ୍କାର କରି ଚୁମ୍ବନ ଦେଲା।


ଏହା ଦେଖି ସେହି ଫାରୁଶୀ ମନେ ମନେ ଭାବିଲେ, “ଯଦି ଏହି ଲୋକ ଜଣେ ଭାବବାଦୀ ହୋଇଥାନ୍ତେ, ତେବେ ତାଙ୍କୁ ଛୁଇଁଥିବା ଏ ସ୍ତ୍ରୀ ଲୋକଟି କିଏ, ସେ ଜାଣିଥାନ୍ତେ। ସେ କି ପ୍ରକାର ପାପପୂର୍ଣ୍ଣ ଜୀବନ କାଟୁଛି, ତାହା ସେ ଜାଣିପାରିଥାନ୍ତେ।”


ଯୀଶୁ କହିଲେ, “ଦୁଇ ଜଣ ଲୋକ ଜଣେ ମହାଜନଠାରୁ ଋଣ ନେଇଥିଲେ, ଜଣେ ପାଞ୍ଚ ଶହ ରୌପ୍ୟ ମୁଦ୍ରା ଓ ଆଉ ଜଣେ ପଚାଶଟି ରୌପ୍ୟ ମୁଦ୍ରା।


Swiv nou:

Piblisite


Piblisite