Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 7:41 - ପବିତ୍ର ବାଇବଲ (CL) NT (BSI)

41 ଯୀଶୁ କହିଲେ, “ଦୁଇ ଜଣ ଲୋକ ଜଣେ ମହାଜନଠାରୁ ଋଣ ନେଇଥିଲେ, ଜଣେ ପାଞ୍ଚ ଶହ ରୌପ୍ୟ ମୁଦ୍ରା ଓ ଆଉ ଜଣେ ପଚାଶଟି ରୌପ୍ୟ ମୁଦ୍ରା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ଜଣେ ମହାଜନଙ୍କର ଦୁଇ ଜଣ ଋଣୀ ଥିଲେ; ଜଣେ ପାଞ୍ଚଶହ ଓ ଆଉ ଜଣେ ପଚାଶ ଟଙ୍କା ଋଣ କରିଥିଲା।

Gade chapit la Kopi

ଓଡିଆ ବାଇବେଲ

41 ଜଣେ ମହାଜନଙ୍କର ଦୁଇ ଜଣ ଋଣୀ ଥିଲେ; ଜଣେ ପାଞ୍ଚଶହ ଓ ଆଉ ଜଣେ ପଚାଶ ଟଙ୍କା ଋଣ କରିଥିଲା ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 “ଜଣେ ମହାଜନଙ୍କର ଦୁଇ ଜଣ ଋଣୀ ଥିଲେ; ଜଣେ ପାଞ୍ଚଶହ ଦିନର ମଜୁରୀ ସମାନ ମୂଲ୍ୟ ଓ ଆଉ ଜଣେ ପଚାଶ ଦିନର ମଜୁରୀ ସମାନ ମୂଲ୍ୟ ଋଣ କରିଥିଲା।

Gade chapit la Kopi

ପବିତ୍ର ବାଇବଲ

41 ଯୀଶୁ କହିଲେ, “କୌଣସି ସାହୁକାର ପାଖରୁ ଦୁଇଜଣ ଖାତକ କରଜ ନେଇଥିଲେ। ଜଣେ ପାଞ୍ଚଶହ ରୂପାଟଙ୍କା କରଜ ନେଇଥିଲା ଓ ଆଉ ଜଣେ ପଗ୍ଭଶ୍‌ଟି ରୂପାଟଙ୍କା ନେଇଥିଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 7:41
17 Referans Kwoze  

ମୁଁ ତୁମକୁ କହୁଛି, ସେ ଯେଉଁ ଗଭୀର ପ୍ରେମ ପ୍ରକାଶ କରିଛି, ତାହା ପ୍ରମାଣ କରେ ଯେ ତା’ର ବହୁତ ପାପ କ୍ଷମା ହୋଇଛି। କିନ୍ତୁ ଯାହାର ଅଳ୍ପ ପାପ କ୍ଷମା ହୋଇଛି, ସେ ଅଳ୍ପ ପ୍ରେମ ପ୍ରକାଶ କରେ।”


ବ୍ୟବସ୍ଥାର ପ୍ରଚଳନ ଯୋଗୁଁ କୁକର୍ମ ବୃଦ୍ଧି ପାଇଲା। କିନ୍ତୁ ପାପର ବୃଦ୍ଧି ସଙ୍ଗେ ସଙ୍ଗେ ଈଶ୍ୱରଙ୍କ ଅନୁଗ୍ରହ ମଧ୍ୟ ଅଧିକ ପ୍ରଚୁର ହେଲା।


“ଏହି ଲୋକ ଚାଲିଯିବାବେଳେ ତା’ଠାରୁ ଅଳ୍ପ କିଛି ଟଙ୍କା ଋଣ ନେଇଥିବା ତା’ର ଜଣେ ସହକର୍ମୀକୁ ଭେଟିଲା। ସେ ତା’ର ଗଳାକୁ ଧରି ପକାଇ, ତା’ର ତଣ୍ଟି ଚିପି କହିଲା, ‘ମୋ’ଠାରୁ ଋଣ ନେଇଥିôବା ଟଙ୍କା ଫେରାଇ ଦେ।’


ଆମ ବିରୁଦ୍ଧରେ ଦୋଷ କରିଥିବା ଲୋକମାନଙ୍କୁ ଆମେ ଯେପରି କ୍ଷମା କରୁ, ସେପରି ଆମର ଦୋଷ ସବୁ କ୍ଷମା କର।


ସମସ୍ତେ ପାପ କରିଛନ୍ତି ଓ ଈଶ୍ୱରଙ୍କ ମହିମାର ପୂର୍ଣ୍ଣତାରୁ ବଞ୍ôଚିତ ହୋଇଛନ୍ତି।


ଆମ ପାପ ସବୁ କ୍ଷମା କର, କାରଣ ଆମ ବିରୁଦ୍ଧରେ ଦୋଷ କରିଥିବା ପ୍ରତ୍ୟେକଙ୍କୁ ଆମେ କ୍ଷମା କରୁ। ଆମକୁ କଠିନ ପରୀକ୍ଷାର ସମ୍ମୁଖୀନ ହେବାକୁ ଦିଅ ନାହିଁ’।”


ଶିଲୋହରେ ଗମ୍ବୁଜ ଭୂଷୁଡ଼ି ପଡ଼ିବାରୁ ଯେଉଁ ଅଠର ଜଣ ମରିଗଲେ, ସେମାନଙ୍କ ବିଷୟରେ କ’ଣ ଭାବୁଛ? କ’ଣ ଅନୁମାନ କରୁଛ ଯେ, ଯିରୂଶାଲମରେ ବାସ କରୁଥିବା ଅନ୍ୟ ସମସ୍ତଙ୍କ ଅପେକ୍ଷା ସେମାନେ ଆହୁରି ଦୁଷ୍ଟ ଥିଲେ?


କିନ୍ତୁ ଯେଉଁ ଦାସ ମାଲିକଙ୍କ ଇଚ୍ଛା ଜାଣି ନ ପାରି ପ୍ରହାରଯୋଗ୍ୟ କାର୍ଯ୍ୟ କରିଥାଏ, ସେ ଅଳ୍ପ ଶାସ୍ତି ପାଇବ। ଯାହାକୁ ବହୁତ ଦିଆଯାଇଛି, ତା’ଠାରୁ ବହୁତ ଆଶା କରାଯାଏ - ଯାହାକୁ ଆହୁରି ଅଧିକ ଦିଆଯାଇଛି, ତା’ଠାରୁ ଆହୁରି ଅଧିକ ଆଶା କରାଯାଏ।


ଯୀଶୁ ସେମାନଙ୍କୁ କହିଲେ, “ତୁମେ ନିଜେ ସେମାନଙ୍କୁ କିଛି ଖାଇବାକୁ ଦିଅ।” ସେମାନେ ପଚାରିଲେ, “ଆପଣ କ’ଣ କହୁଛନ୍ତି, ଆମେ ଦୁଇ ଶହ ଦୀନାର୍ ଦେଇ ରୋଟୀ କିଣି ଆଣି ଏମାନଙ୍କୁ ଖୁଆଇବା?”


ଯୀଶୁ ତାକୁ କହିଲେ, “ଶିମୋନ, ମୋର ତୁମକୁ କିଛି କହିବାର ଅଛି।” ସେ କହିଲା, “ହଁ ଗୁରୁ, କୁହନ୍ତୁ।”


Swiv nou:

Piblisite


Piblisite