Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 7:6 - ପବିତ୍ର ବାଇବଲ (CL) NT (BSI)

6 ଯୀଶୁ ସେମାନଙ୍କ ସହିତ ଗଲେ। ସେମାନେ ସେନାଧ୍ୟକ୍ଷଙ୍କ ଘରଠାରୁ ଅଳ୍ପ ଦୂରରେ ଥିବା ସମୟରେ ସେ ତାଙ୍କର ସଙ୍ଗୀମାନଙ୍କୁ ଏହି କଥା କହିବା ପାଇଁ ଯୀଶୁଙ୍କ ନିକଟକୁ ପଠାଇଲେ, “ମହାଶୟ, ଆଉ କଷ୍ଟ କରନ୍ତୁ ନାହିଁ। ଆପଣ ଯେ ମୋ’ ଘରକୁ ଆସିବେ, ମୋର ସେ ଯୋଗ୍ୟତା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସେଥିରେ ଯୀଶୁ ସେମାନଙ୍କ ସାଙ୍ଗରେ ଗଲେ। ସେ ଘରର ଅଳ୍ପ ଦୂରରେ ଉପସ୍ଥିତ ହୁଅନ୍ତେ, ଶତସେନାପତି ବନ୍ଧୁମାନଙ୍କୁ ପଠାଇ ତାହାଙ୍କୁ କହିଲେ, ପ୍ରଭୋ, କଷ୍ଟ କରନ୍ତୁ ନାହିଁ; କାରଣ ଆପଣ ଯେ ମୋʼ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ;

Gade chapit la Kopi

ଓଡିଆ ବାଇବେଲ

6 ସେଥିରେ ଯୀଶୁ ସେମାନଙ୍କ ସହିତ ଗଲେ । ସେ ଘରର ଅଳ୍ପ ଦୂରରେ ଉପସ୍ଥିତ ହୁଅନ୍ତେ, ଶତସେନାପତି ବନ୍ଧୁମାନଙ୍କୁ ପଠାଇ ତାହାଙ୍କୁ କହିଲେ, ପ୍ରଭୁ, କଷ୍ଟ କରନ୍ତୁ ନାହିଁ; କାରଣ ଆପଣ ଯେ ମୋ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେଥିରେ ଯୀଶୁ ସେମାନଙ୍କ ସହିତ ଗଲେ। ସେ ଘରର ଅଳ୍ପ ଦୂରରେ ଉପସ୍ଥିତ ହୁଅନ୍ତେ, ଶତ-ସେନାପତି ବନ୍ଧୁମାନଙ୍କୁ ପଠାଇ ତାହାଙ୍କୁ କହିଲେ, ପ୍ରଭୁ, କଷ୍ଟ କରନ୍ତୁ ନାହିଁ; କାରଣ ଆପଣ ଯେ ମୋ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ;

Gade chapit la Kopi

ପବିତ୍ର ବାଇବଲ

6 ତେଣୁ ଯୀଶୁ ସେମାନଙ୍କ ସହିତ ଯିବା ପାଇଁ ବାହାରି ପଡ଼ିଲେ। ଯୀଶୁ ଶତସେନାପତି ଘର ପାଖାପାଖି ଆସି ପହଞ୍ଚି ଯାଇଥିବା ସମୟରେ ଶତସେନାପତି ଜଣକ ନିଜ ବନ୍ଧୁମାନଙ୍କୁ ଯୀଶୁଙ୍କ ପାଖକୁ ଏହି କଥା କହିବା ପାଇଁ ପଠାଇଲେ, “ପ୍ରଭୁ, ନିଜକୁ ଆଉ କଷ୍ଟ ଦିଅନ୍ତୁ ନାହିଁ। କାରଣ ମୁଁ ଏତେ ଭଲ ନୁହେଁ ଯେ ଆପଣ ମୋ’ ଘରକୁ ଆସିବେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 7:6
15 Referans Kwoze  

କିନ୍ତୁ ଈଶ୍ୱର ଯେଉଁ ଅନୁଗ୍ରହ ପ୍ରଦାନ କରନ୍ତି, ତାହା ଅଧିକ ଶକ୍ତିଶାଳୀ। ଶାସ୍ତ୍ରରେ ଲିଖିତ ଅଛି, “ଈଶ୍ୱର ଅହଂକାରୀମାନଙ୍କର ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକଙ୍କୁ ଅନୁଗ୍ରହ ପ୍ରଦାନ କରନ୍ତି।”


ଯୀଶୁ ତାଙ୍କ ସହିତ ଯାଉଥିଲେ ଯେ ତାଙ୍କ ଉପରେ ସେମାନେ ଚାରିଆଡ଼ୁ ମାଡ଼ି ପଡ଼ୁଥିଲେ।


ଯୀଶୁ ଏହା କହିବା ସମୟରେ କର୍ମଚାରୀଙ୍କ ଘରୁ ଜଣେ ସମ୍ବାଦ ନେଇ ଆସିଲା। ସେ ଯାୟୀରସଙ୍କୁ କିହଲା, “ଆପଣଙ୍କ ଝିଅ ମରି ଯାଇଛି, ଗୁରୁଙ୍କୁ ଆଉ ହଇରାଣ କରନ୍ତୁ ନାହିଁ।”


ପ୍ର୍ରଭୁଙ୍କ ସମ୍ମୁଖରେ ଅବନତ ହୁଅ। ସେ ତୁମକୁ ଉନ୍ନତ କରିବେ।


ତୁମ୍ଭେମାନେ ନାଜରିତର ଯୀଶୁଙ୍କ ବିଷୟରେ ଓ ଈଶ୍ୱର କିପରି ତାଙ୍କ ଉପରେ ପବିତ୍ର ଆତ୍ମା ଓ ଶକ୍ତି ଢାଳି ଦେଇଥିଲେ, ତାହା ଜାଣ। ସେ ସବୁଆଡ଼େ ଯାଇ ମହତ୍ କାର୍ଯ୍ୟ ସାଧନ କଲେ। ଶୟତାନର କବଳରେ ଥିବା ଲୋକଙ୍କୁ ସୁସ୍ଥ କଲେ, କାରଣ ଈଶ୍ୱର ତାଙ୍କ ସହିତ ଥିଲେ।


ଏ ଘଟଣା ଦେଖି ଶିମୋନ ପିତର ଯୀଶୁଙ୍କ ଆଗରେ ଆଣ୍ଠୁପାତି କହିଲେ, “ପ୍ରଭୁ, ମୋ’ଠାରୁ ଚାଲିଯା’ନ୍ତୁ! ମୁଁ ଜଣେ ପାପୀ।”


ଯେପରି ମନୁଷ୍ୟପୁତ୍ର ସେବା ପାଇବା ପାଇଁ ଆସି ନାହାନ୍ତି - ସେବା କରି ଅନ୍ୟମାନଙ୍କର ମୁକ୍ତି ପାଇଁ ନିଜର ପ୍ରାଣ ବିସର୍ଜନ କରିବାକୁ ଆସିଛନ୍ତି।”


ତୁମେ ପାପ ପ୍ରତି ବିମୁଖ ହୋଇଛ, ଏହା ଜଣାଇବାକୁ ମୁଁ ତୁମକୁ ଜଳରେ ଦୀକ୍ଷା ଦେଉଛି। କିନ୍ତୁ ମୋ’ ପରେ ଯିଏ ଆସୁଛନ୍ତି, ସେ ତୁମକୁ ପବିତ୍ରଆତ୍ମା ଓ ଅଗ୍ନିରେ ଦୀକ୍ଷା ଦେବେ। ସେ ମୋ’ଠାରୁ ମହୀୟାନ-ତାଙ୍କର ପାଦୁକା ବହନ କରିବାକୁ ମଧ୍ୟ ମୁଁ ଅଯୋଗ୍ୟ।


ସେମାନେ ଯୀଶୁଙ୍କ ପାଖକୁ ଆସି ଅନୁନୟ କରି କହିଲେ, “ଏହି ଲୋକ ପ୍ରକୃତରେ ଆପଣଙ୍କର ସାହାଯ୍ୟ ପାଇବାର ଯୋଗ୍ୟ।


ସେ ଆମ ଲୋକମାନଙ୍କୁ ସ୍ନେହ କରନ୍ତି ଓ ସେ ଆମ୍ଭମାନଙ୍କ ପାଇଁ ଗୋଟିଏ ପ୍ରାର୍ଥନା ଗୃହ ନିର୍ମାଣ କରି ଦେଇଛନ୍ତି।”


କିମ୍ବା ମୁଁ ନିଜେ ଆପଣଙ୍କ ପାଖକୁ ଆସିବା ପାଇଁ ନିଜକୁ ଯୋଗ୍ୟ ମଣୁ ନାହିଁ। କେବଳ ଆଦେଶ କରନ୍ତୁ, ମୋର ଦାସ ସୁସ୍ଥ ହେବ।


Swiv nou:

Piblisite


Piblisite