Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 8:34 - ପବିତ୍ର ବାଇବଲ (CL) NT (BSI)

34 ଘୁଷୁରି ପଲ ଜଗୁଥିବା ଲୋକମାନେ ଏସବୁ ଘଟଣା ଦେଖି ଦୌଡ଼ିଗଲେ ଏବଂ ପୁରପଲ୍ଲୀରେ ତାହା ଜଣାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ଚରାଉଥିବା ଲୋକମାନେ ସେହି ଘଟଣା ଦେଖି ପଳାଇଯାଇ ନଗର ଓ ପଲ୍ଲୀଗୁଡ଼ିକରେ ତାହା ଜଣାଇଲେ।

Gade chapit la Kopi

ଓଡିଆ ବାଇବେଲ

34 ଚରାଉଥିବା ଲୋକମାନେ ସେହି ଘଟଣା ଦେଖି ପଳାଇଯାଇ ନଗର ଓ ପଲ୍ଲୀଗୁଡି଼କରେ ତାହା ଜଣାଇଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ଚରାଉଥିବା ଲୋକମାନେ ସେହି ଘଟଣା ଦେଖି ପଳାଇଯାଇ ନଗର ଓ ପଲ୍ଲୀଗୁଡି଼କରେ ତାହା ଜଣାଇଲେ।

Gade chapit la Kopi

ପବିତ୍ର ବାଇବଲ

34 ଏ ଘଟଣା ଦେଖି ଘୁଷୁରି ଜଗୁଆଳମାନେ ସେଠାରୁ ପଳାଇଲେ। ସେମାନେ ଯାଇ ନଗର ଓ ପଲ୍ଲୀରେ ଥିବା ଲୋକମାନଙ୍କୁ ଏହି କଥା କହିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 8:34
6 Referans Kwoze  

ଘୁଷୁରି ଜଗୁଆଳିମାନେ ଧାଇଁ ଯାଇ ଏ ଖବର ସହର ଓ ନିକଟବର୍ତ୍ତୀ ଗ୍ରାମମାନଙ୍କରେ ରାଷ୍ଟ୍ର କରିଦେଲେ। କ’ଣ ଘଟିଛି, ଦେଖିବାକୁ ଅନେକ ଲୋକ ଗଲେ।


ସ୍ତ୍ରୀ ଲୋକମାନେ ସେଠାରୁ ଚାଲି ଯାଉଥିବାବେଳେ କବରକୁ ଜଗି ରହିଥିବା ସୈନିକମାନେ ସହରକୁ ଫେରିଯାଇ ମୁଖ୍ୟ ପୁରୋହିତମାନଙ୍କୁ ଏସବୁ ଘଟଣା ଜଣାଇଲେ।


ଘୁଷୁରି ଜଗୁଆଳିମାନେ ନିକଟସ୍ଥ ସହରକୁ ପଳାଇ ଯାଇ ଭୂତଗ୍ରସ୍ଥ ଲୋକ ପ୍ରତି କଅଣ ଘଟିଥିଲା ସ ଅନ୍ୟାନ୍ୟ ସମସ୍ତ କଥା ସେଠାରେ କହି ବୁଲିଲେ।


ସେମାନେ ସେ ଲୋକଠାରୁ ବାହାରି ଘୁଷୁରି ପଲ ମଧ୍ୟକୁ ଗଲେ। ସମୁଦାୟ ପଲଟି ଧାଇଁ ପଳାଇ ଗଲେ ଓ ପାହାଡ଼ ଧାରରୁ ହ୍ରଦ ଭିତରେ ଖସିପଡ଼ି ବୁଡ଼ିମଲେ।


କଅଣ ଘଟିଛି, ଦେଖିବା ପାଇଁ ଲୋକମାନେ ବାହାରି ଆସିଲେ ଏବଂ ସେମାନେ ଯୀଶୁଙ୍କ ନିକଟରେ ପହଞ୍ଚି ଦେଖିଲେ ଯେ ଯାହାଠାରୁ ଭୂତ ଛଡ଼ା ଯାଇଥିଲା, ସେ ଲୁଗା ପିନ୍ଧି ଶାନ୍ତ ହୋଇ ଯୀଶୁଙ୍କ ପାଦ ତଳେ ବସିଛି। ଏହା ଦେଖି ସେମାନେ ସମସ୍ତେ ଭୀତ ହେଲେ।


Swiv nou:

Piblisite


Piblisite