Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 8:41 - ପବିତ୍ର ବାଇବଲ (CL) NT (BSI)

41 ସେତେବେଳେ ଯାୟୀରସ ନାମକ ଜଣେ ଲୋକ ଆସି ପହଞ୍ଚିଲେ। ସେ ସ୍ଥାନୀୟ ଉପାସନା ଗୃହର ଜଣେ କର୍ମକର୍ତ୍ତା ଥିଲେ। ସେ ନିଜେ ଯୀଶୁଙ୍କ ପାଦ ତଳେ ପଡ଼ି ତାଙ୍କ ଘରକୁ ଯିବା ପାଇଁ ଯୀଶୁଙ୍କୁ ବିନତି କଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ଆଉ, ଦେଖ, ଯାଈରସ ନାମକ ଜଣେ ବ୍ୟକ୍ତି ଆସିଲେ; ସେ ସମାଜଗୃହର ଅଧ୍ୟକ୍ଷ ଥିଲେ। ସେ ଯୀଶୁଙ୍କ ଚରଣ ତଳେ ପଡ଼ି ଆପଣା ଗୃହକୁ ଆସିବା ନିମନ୍ତେ ତାହାଙ୍କୁ ବିନତି କଲେ,

Gade chapit la Kopi

ଓଡିଆ ବାଇବେଲ

41 ଆଉ, ଦେଖ, ଯାଈରସ ନାମକ ଜଣେ ବ୍ୟକ୍ତି ଆସିଲେ; ସେ ସମାଜଗୃହର ନେତା ଥିଲେ । ସେ ଯୀଶୁଙ୍କ ପାଦ ତଳେ ପଡ଼ି ଆପଣା ଗୃହକୁ ଆସିବା ନିମନ୍ତେ ତାହାଙ୍କୁ ବିନତି କଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ଆଉ, ଦେଖ, ଯାଈରସ ନାମକ ଜଣେ ବ୍ୟକ୍ତି ଆସିଲେ; ସେ ସମାଜଗୃହର ଅଧ୍ୟକ୍ଷ ଥିଲେ। ସେ ଯୀଶୁଙ୍କ ପାଦ ତଳେ ପଡ଼ି ଆପଣା ଗୃହକୁ ଆସିବା ନିମନ୍ତେ ତାହାଙ୍କୁ ବିନତି କଲେ,

Gade chapit la Kopi

ପବିତ୍ର ବାଇବଲ

41 ଯାଈରସ ନାମରେ ଜଣେ ଲୋକ ଯୀଶୁଙ୍କ ପାଖକୁ ଆସିଲେ। ଯାଈରସ ସେଠାକାର ସମାଜଗୃହର ନେତା ଥିଲେ। ସେ ଯୀଶୁଙ୍କ ପାଦତଳେ ପଡ଼ିଗଲେ ଓ ତାହାଙ୍କୁ ଘରକୁ ଆସିବା ପାଇଁ ଅନୁରୋଧ କଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 8:41
15 Referans Kwoze  

ସମାଜ ଗୃହର ଅଧ୍ୟକ୍ଷ କ୍ରିସ୍ପସ୍ ଓ ତାଙ୍କ ପରିବାରର ସମସ୍ତେ ପ୍ରଭୁଙ୍କଠାରେ ବିଶ୍ୱାସ କଲେ ଏବଂ କରିନ୍ଥର ଆହୁରି ଅନେକ ଲୋକ ପାଉଲଙ୍କ ଶିକ୍ଷା ଶୁଣି ବିଶ୍ୱାସ କଲେ ଓ ଜଳଦୀକ୍ଷା ଗ୍ରହଣ କଲେ।


ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କର ଲେଖା ପଠିତ ହେବା ପରେ, ଉପାସନା ଗୃହର କର୍ତ୍ତାମାନେ, ସେମାନଙ୍କ ନିକଟକୁ ଏହି କଥା କହି ପଠାଇଲେ, “ଭାଇମାନେ, ଯଦି ଲୋକଙ୍କୁ ଉତ୍ସାହିତ କରିବା ଭଳି ଆପଣମାନଙ୍କର କିଛି ଉପଦେଶ ଦେବାର ଅଛି, ତେବେ କହନ୍ତୁ।”


ବିଶ୍ରାମବାର ଦିନ ଯୀଶୁ ସୁସ୍ଥ କରି ଥିବାରୁ ଉପାସନା ଗୃହର ଅଧ୍ୟକ୍ଷ ବିରକ୍ତ ହେଲେ। ସେ ଲୋକମାନଙ୍କୁ କହିଲେ, “କାର୍ଯ୍ୟ କରିବା ପାଇଁ ଛଅ ଦିନ ଅଛି; ତେଣୁ ସେହି ଦିନମାନଙ୍କରେ ଆସ ଓ ସୁସ୍ଥ ହୁଅ, କିନ୍ତୁ ବିଶ୍ରାମବାରରେ ନୁହେଁ।”


ଯୀଶୁ ଏହା କହିବା ସମୟରେ କର୍ମଚାରୀଙ୍କ ଘରୁ ଜଣେ ସମ୍ବାଦ ନେଇ ଆସିଲା। ସେ ଯାୟୀରସଙ୍କୁ କିହଲା, “ଆପଣଙ୍କ ଝିଅ ମରି ଯାଇଛି, ଗୁରୁଙ୍କୁ ଆଉ ହଇରାଣ କରନ୍ତୁ ନାହିଁ।”


ସେ ଏହା କରିବା ମାତ୍ରେ ଚାରିଗୋଟି ପ୍ରାଣୀ ଓ ଚବିଶ ଜଣ ବୟୋଜ୍ୟେଷ୍ଠ ନେତା ମେଷଶାବକଙ୍କ ସମ୍ମୁଖରେ ପ୍ରଣିପାତ କଲେ। ପ୍ରତ୍ୟେକଙ୍କ ହସ୍ତରେ ଗୋଟିଏ ଗୋଟିଏ ବୀଣା ଓ ଈଶ୍ୱରଭକ୍ତମାନଙ୍କ ପ୍ରାର୍ଥନାରୂପ ଧୂପରେ ପରିପୂର୍ଣ୍ଣ ଏକ ସୁବର୍ଣ୍ଣ ପାତ୍ର ଥିଲା।


ସେମାନେ ସମାଜର ଗୃହର ଅଧ୍ୟକ୍ଷ ସସ୍ଥନସ୍ଙ୍କୁ ଧରି ବିଚାରାଳୟ ସମ୍ମୁଖରେ ମାଡ଼ କାରିଲେ। କିନ୍ତୁ ଗାଲିୟୋ ସେଥିପ୍ରତି ଭ୍ରୂକ୍ଷେପ କଲେ ନାହିଁ।


ଯୋପ୍ପା ଲୁଦାଠାରୁ ଦୂରରେ ନ ଥିଲା। ପିତର ଲୁଦାରେ ଅଛନ୍ତି ବୋଲି ଶୁଣି, ଯୋପ୍ପାରେ ଥିବା ବିଶ୍ୱାସୀମାନେ ଦୁଇଜଣ ଲୋକଙ୍କୁ ତାଙ୍କ ନିକଟକୁ କହି ପଠାଇଲେ, “ଦୟା କରି ଶୀଘ୍ର ଆମ ପାଖକୁ ଆସନ୍ତୁ।”


ସେ ଯୀଶୁଙ୍କ ପାଦ ତଳେ ଭୂଇଁରେ ପଡ଼ି ତାଙ୍କୁ ଧନ୍ୟବାଦ ଦେଲା। ସେ ଜଣେ ଶମିରୋଣୀୟ ଲୋକ ଥିଲା।


ଏ ଘଟଣା ଦେଖି ଶିମୋନ ପିତର ଯୀଶୁଙ୍କ ଆଗରେ ଆଣ୍ଠୁପାତି କହିଲେ, “ପ୍ରଭୁ, ମୋ’ଠାରୁ ଚାଲିଯା’ନ୍ତୁ! ମୁଁ ଜଣେ ପାପୀ।”


ମାର୍ଥା ଯୀଶୁଙ୍କୁ କହିଲେ, “ପ୍ରଭୁ, ଆପଣ ଏଠାରେ ଥିଲେ, ମୋ’ ଭାଇ ମରି ନ ଥାନ୍ତା,


କାରଣ ତାଙ୍କର ବାର ବର୍ଷ ବୟସର ଏକ ମାତ୍ର ଝିଅ ଅସୁସ୍ଥ ହୋଇ ମୃତପ୍ରାୟ ଅବସ୍ଥାରେ ଥିଲା। ଯୀଶୁ ଯିବା ସମୟରେ ପ୍ରତ୍ୟେକ ଦିଗରୁ ଲୋକମାନେ ତାଙ୍କ ଉପରେ ମାଡ଼ି ପଡ଼ୁଥିଲେ।


Swiv nou:

Piblisite


Piblisite