Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 8:51 - ପବିତ୍ର ବାଇବଲ (CL) NT (BSI)

51 ଯେତେବେଳେ ସେମାନେ ଯାୟୀରସ ଘରେ ପହଞ୍ôଚଲେ, ପିତର, ଯୋହନ, ଯାକୁବ ଓ ଝିଅର ପିତାମାତାଙ୍କ ଛଡ଼ା ଆଉ କାହାକୁ ଭିତରକୁ ଯିବା ପାଇଁ ଯୀଶୁ ଅନୁମତି ଦେଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

51 ପୁଣି, ସେ ଗୃହକୁ ଆସି ପିତର, ଯୋହନ ଓ ଯାକୁବ, ପୁଣି ବାଳିକାର ପିତାମାତାଙ୍କ ବିନା ଆଉ କାହାକୁ ଆପଣା ସାଙ୍ଗରେ ଭିତରକୁ ଯିବା ପାଇଁ ଦେଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

51 ପୁଣି, ସେ ଗୃହକୁ ଆସି ପିତର, ଯୋହନ ଓ ଯାକୁବ, ପୁଣି, ବାଳିକାର ପିତାମାତାଙ୍କ ବିନା ଆଉ କାହାକୁ ଆପଣା ସାଙ୍ଗରେ ଭିତରକୁ ଯିବା ପାଇଁ ଦେଲେ ନାହିଁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

51 ପୁଣି, ସେ ଗୃହକୁ ଆସି ପିତର, ଯୋହନ ଓ ଯାକୁବ, ପୁଣି, ବାଳିକାର ପିତାମାତାଙ୍କ ବିନା ଆଉ କାହାକୁ ଆପଣା ସାଙ୍ଗରେ ଭିତରକୁ ଯିବା ପାଇଁ ଦେଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

51 ଯୀଶୁ ଘରକୁ ଆସିଲେ। ସେ କେବଳ ପିତର, ଯୋହନ ଓ ଯାକୁବ ତଥା ଝିଅଟିର ବାପା-ମାଙ୍କୁ ତାହାଙ୍କ ସହିତ ଭିତରକୁ ଯିବାକୁ ଦେଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 8:51
13 Referans Kwoze  

ଏସବୁ କହିବାର ପ୍ରାୟ ଏକ ସପ୍ତାହ ପରେ ଯୀଶୁ ପିତର, ଯୋହନ ଓ ଯାକୁବଙ୍କୁ ସଙ୍ଗରେ ନେଇ ପ୍ରାର୍ଥନା କରିବାକୁ ଏକ ପାହାଡ଼ ଉପରକୁ ଗଲେ।


ପିତର, ଯାକୁବ ଓ ଯୋହନଙ୍କୁ ସଙ୍ଗରେ ନେଇ ସେ ଆଗକୁ ଗଲେ। ସେ ଗଭୀର ଦୁଃଖ ଯନ୍ତ୍ରଣାରେ ବ୍ୟାକୁଳ ହେଲେ


ପିତର ସମସ୍ତଙ୍କୁ କୋଠରୀରୁ ବାହାର କରିଦେଲେ ଓ ଆଣ୍ଠୁ ମାଡ଼ି ପ୍ରାର୍ଥନା କଲେ। ତା’ପରେ ସେ ଦର୍କାସର ମୃତ ଶରୀର ଆଡ଼କୁ ଚାହିଁ କହିଲେ, “ଟବିଥା, ଉଠ!” ଦର୍କାସ ଆଖି ଖୋଲିଲେ ଓ ପିତରଙ୍କୁ ଦେଖି ଉଠି ବସିଲେ।


ସେମାନେ ହେଉଛନ୍ତି:- ଶିମୋନ (ଯାହାଙ୍କୁ ସେ ପିତର ନାମ ଦେଲେ) ଓ ତାଙ୍କର ଭାଇ ଆନ୍ଦ୍ରିୟ; ଯାକୁବ ଓ ଯୋହନ, ଫିଲିପ୍ ଓ ବାର୍ଥଲୋମି,


କିନ୍ତୁ ଯୀଶୁ ଏ କଥା ଶୁଣି ଯାୟୀରସଙ୍କୁ କହିଲେ, “ଭୟ କର ନାହିଁ, କେବଳ ବିଶ୍ୱାସ କର; ସେ ସୁସ୍ଥ ହେବ।”


ସେଠାରେ ଥିବା ଲୋକମାନେ ପିଲାଟି ନିମନ୍ତେ ରୋଦନ ଓ ଶୋକ କରୁଥିଲେ। ଯୀଶୁ କହିଲେ, “କାନ୍ଦ ନାହିଁ, ପିଲାଟି ମରି ନାହିଁ - ସେ କେବଳ ଶୋଇଛି!”


Swiv nou:

Piblisite


Piblisite