Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 8:9 - ପବିତ୍ର ବାଇବଲ (CL) NT (BSI)

9 ତାଙ୍କର ଶିଷ୍ୟମାନେ ଯୀଶୁଙ୍କୁ ଦୃଷ୍ଟାନ୍ତର ଅର୍ଥ ପଚାରିବାରୁ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତାହାଙ୍କ ଶିଷ୍ୟମାନେ ଏହି ଦୃଷ୍ଟାନ୍ତର ଭାବ କଅଣ ବୋଲି ପଚାରିବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

9 ତାହାଙ୍କ ଶିଷ୍ୟମାନେ ଏହି ଦୃଷ୍ଟାନ୍ତର ଅର୍ଥ କ'ଣ ବୋଲି ପଚାରିବାକୁ ଲାଗିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତାହାଙ୍କ ଶିଷ୍ୟମାନେ ଏହି ଦୃଷ୍ଟାନ୍ତର ଅର୍ଥ କଅଣ ବୋଲି ପଚାରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ

9 ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଗ୍ଭରିଲେ, “ଏହି ଦୃଷ୍ଟାନ୍ତର ଅର୍ଥ କ’ଣ?”

Gade chapit la Kopi




ଲୂକ ଲିଖିତ ସୁସମାଚାର 8:9
9 Referans Kwoze  

ଯୀଶୁ ଏକାକୀ ଥିଲାବେଳେ ଶ୍ରୋତାମାନଙ୍କ ମଧ୍ୟରୁ କେତେ ଜଣ ବାରଶିଷ୍ୟଙ୍କ ସହିତ ତାଙ୍କ ନିକଟକୁ ଆସିଲେ ଏବଂ ସେ କହିଥିବା ଦୃଷ୍ଟାନ୍ତର ତାତ୍ପର୍ଯ୍ୟ ବୁଝାଇବାକୁ ଅନୁରୋଧ କଲେ।


“ତେବେ ଶୁଣ, ବୀଜବୁଣାଳୀ ବୃଷ୍ଟାନ୍ତର ଅର୍ଥ କହୁଛି। ବୁଝିବାକୁ ଚେଷ୍ଟା କର।


ପରେ ଶିଷ୍ୟମାନେ ଯୀଶୁଙ୍କ ନିକଟକୁ ଆସି ପଚାରିଲେ, “ଲୋକମାନଭ୍କୁ ଶିକ୍ଷା ଦେବାବେଳେ ଆପଣ କାହିଁକି ଗଳ୍ପ ଛଳରେ କହୁଛନ୍ତି?”


ମୁଁ ତୁମକୁ ଆଉ ଦାସ ବୋଲି କହୁନାହିଁ; କାରଣ ମାଲିକ କଅଣ କରୁଛନ୍ତି, ଦାସ ଜାଣେ ନାହିଁ। ମୁଁ ତୁମ୍ଭମାନଙ୍କୁ ବନ୍ଧୁ ବୋଲି କହୁଛି, କାରଣ ମୋ’ ପିତାଙ୍କଠାରୁ ଯାହା ଯାହା ଶୁଣିଛି, ତାହା ସବୁ ତୁମକୁ ଜଣାଇ ଦେଇଛି।


ଦୃଷ୍ଟାନ୍ତ ବ୍ୟତୀତ ସେ ସେମାନଙ୍କୁ ଉପଦେଶ ଦେଉ ନ ଥିଲେ। କିନ୍ତୁ କେବଳ ଶିଷ୍ୟମାନଙ୍କ ସହିତ ଥିବାବେଳେ ସେ ସେମାନଙ୍କୁ ସବୁ କଥା ବ୍ୟାଖ୍ୟା କରୁଥିଲେ।


ପିତର କହିଲେ, “କଥାଟିକୁ ସ୍ପଷ୍ଟଭାବେ ବୁଝାଇ ଦିଅନ୍ତୁ।”


ଲୋକ ଗହଳିରୁ ବାହାରି ଆସି ଯୀଶୁ ଯେତେବେଳେ ଘର ଭିତରକୁ ଗଲେ, ତାଙ୍କ ଶିଷ୍ୟମାନେ ଆସି ପଚାରିଲେ, “ବାଳୁଙ୍ଗା ଦୃଷ୍ଟାନ୍ତର ଅର୍ଥ ଆମକୁ ବୁଝାନ୍ତୁ।”


Swiv nou:

Piblisite


Piblisite