Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:4 - ପବିତ୍ର ବାଇବଲ (CL) NT (BSI)

4 ଯେଉଁଠାରେ ତୁମକୁ ସ୍ୱାଗତ କରାଯିବ, ସେହି ସହର ନ ଛାଡ଼ିବା ପର୍ଯ୍ୟନ୍ତ ସେହି ଘରେ ରୁହ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆଉ, ତୁମ୍ଭେମାନେ ଯେକୌଣସି ଗୃହରେ ପ୍ରବେଶ କରିବ, ସେସ୍ଥାନରୁ ପ୍ରସ୍ଥାନ ନ କରିବା ପର୍ଯ୍ୟନ୍ତ ସେଠାରେ ରୁହ।

Gade chapit la Kopi

ଓଡିଆ ବାଇବେଲ

4 ଆଉ ତୁମ୍ଭେମାନେ ଯେକୌଣସି ଗୃହରେ ପ୍ରବେଶ କରିବ, ସେ ସ୍ଥାନରୁ ନ ବାହାରିବା ପର୍ଯ୍ୟନ୍ତ ସେଠାରେ ରୁହ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ ତୁମ୍ଭେମାନେ ଯେକୌଣସି ଗୃହରେ ପ୍ରବେଶ କରିବ, ସେ ସ୍ଥାନରୁ ନ ବାହାରିବା ପର୍ଯ୍ୟନ୍ତ ସେଠାରେ ରୁହ।

Gade chapit la Kopi

ପବିତ୍ର ବାଇବଲ

4 ତୁମ୍ଭେମାନେ ଯେଉଁ ଘରକୁ ଯିବ, ସେ ସ୍ଥାନ ଛାଡ଼ିବା ସମୟ ନ ହେବା ପର୍ଯ୍ୟନ୍ତ ସେହିଠାରେ ରହିବ।

Gade chapit la Kopi




ଲୂକ ଲିଖିତ ସୁସମାଚାର 9:4
6 Referans Kwoze  

“ଗୋଟିଏ ସହର ବା ଗ୍ରାମରେ ପହଞ୍ଚିବା ପରେ ସେଠାରେ କିଏ ତୁମର କରିବ, ସେ କଥା ବୁଝି ତୁମେ ଅନ୍ୟତ୍ର ଯିବା ପଯ୍ୟନ୍ତ ତାଙ୍କ ଘରେ ରହିଯାଅ।


ପୁଣି ସେ କହିଲେ, “ଯେଉଁ ଗୃହରେ ତୁମକୁ ସ୍ୱାଗତ କରାଯାଏ, ଅନ୍ୟତ୍ର ଯିବା ପର୍ଯ୍ୟନ୍ତ ସେହି ଗୃହରେ ରୁହ।


ସେ ଓ ତାଙ୍କ ପରିବାରର ସମସ୍ତେ ଜଳଦୀକ୍ଷା ନେବା ପରେ ଆମକୁ ନିମନ୍ତ୍ରଣ କରି କହିଲେ, “ପ୍ରଭୁଙ୍କଠାରେ ପ୍ରକୃତରେ ମୋର ବିଶ୍ୱାସ ଅଛି ବୋଲି ଯଦି ଆପଣମାନେ ମନେ କରନ୍ତି, ତେବେ ଆସି ମୋ’ ଘରେ ରହନ୍ତୁ।” ସେ ଏହିପରି ଭାବରେ ତାଙ୍କ ଘରକୁ ଯିବା ପାଇଁ ଆମକୁ ପ୍ରବର୍ତ୍ତାଇଲେ।


ଏବଂ ସେମାନଙ୍କୁ ଏହି କଥା କହିଲେ, “ଯାତ୍ରା ନିମନ୍ତେ ତୁମ ସହିତ କିଛି ନିଅ ନାହିଁ, ବାଡ଼ି, ଝୋଲି, ଖାଦ୍ୟ, ଟଙ୍କା ଏପରିକି ଅଧିକା ଖଣ୍ଡିଏ ଅଙ୍ଗରଖା ମଧ୍ୟ ନିଅ ନାହିଁ।


ଯେଉଁଠାରେ ଲୋକମାନେ ତୁମକୁ ସ୍ୱାଗତ ନ ଜଣାନ୍ତି, ସେହି ସହର ପରିତ୍ୟାଗ କର ଓ ସେମାନଙ୍କ ପ୍ରତି ଚେତାବଦୀ ସ୍ୱରୂପେ ତୁମ ପାଦର ଧୂଳି ଝାଡ଼ିଦିଅ।”


Swiv nou:

Piblisite


Piblisite