Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:57 - ପବିତ୍ର ବାଇବଲ (CL) NT (BSI)

57 ସେମାନେ ବାଟରେ ଯାଉଥିôବା ସମୟରେ ଜଣେ ଲୋକ ଯୀଶୁଙ୍କୁ କହିଲା, “ଆପଣ ଯେଉଁଠାକୁ ଯିବେ, ମୁଁ ଆପଣଙ୍କ ପଛେ ପଛେ ଯିବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

57 ସେମାନେ ବାଟରେ ଯାଉଥିବା ସମୟରେ ଜଣେ ଲୋକ ତାହାଙ୍କୁ କହିଲେ, ଆପଣ ଯେକୌଣସି ସ୍ଥାନକୁ ଯିବେ, ମୁଁ ଆପଣଙ୍କ ଅନୁଗମନ କରିବି।

Gade chapit la Kopi

ଓଡିଆ ବାଇବେଲ

57 ସେମାନେ ବାଟରେ ଯାଉଥିବା ସମୟରେ ଜଣେ ଲୋକ ତାହାଙ୍କୁ କହିଲେ, ଆପଣ ଯେକୌଣସି ସ୍ଥାନକୁ ଯିବେ, ମୁଁ ଆପଣଙ୍କ ଅନୁସରଣ କରିବି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

57 ସେମାନେ ବାଟରେ ଯାଉଥିବା ସମୟରେ ଜଣେ ଲୋକ ତାହାଙ୍କୁ କହିଲେ, ଆପଣ ଯେକୌଣସି ସ୍ଥାନକୁ ଯିବେ, ମୁଁ ଆପଣଙ୍କ ଅନୁଗମନ କରିବି।

Gade chapit la Kopi

ପବିତ୍ର ବାଇବଲ

57 ସେମାନେ ରାସ୍ତାରେ ଆଗେଇ ଯାଉଥିଲେ। ଜଣେ ଲୋକ ଯୀଶୁଙ୍କୁ କହିଲା, “ଆପଣ ଯେଉଁଆଡ଼େ ଯିବେ, ମୁଁ ଆପଣଙ୍କ ପଛେ ପଛେ ଯିବି।”

Gade chapit la Kopi




ଲୂକ ଲିଖିତ ସୁସମାଚାର 9:57
6 Referans Kwoze  

ପିତର କହିଲେ, “କାହିଁକି ବର୍ତ୍ତମାନ ଆପଣଙ୍କର ଅନୁଗମନ କରିପାରିବି ନାହିଁ ପ୍ରଭୁ? ଆପଣଙ୍କ ପାଇଁ ମୁଁ ମରିବାକୁ ପ୍ରସ୍ତୁତ।”


ଯୀଶୁଙ୍କ ସ୍ୱର୍ଗାରୋହଣ ସମୟ ନିକଟବର୍ତ୍ତୀ ହେବାରୁ ସେ ଯିରୂଶାଲମ ଅଭିମୁଖେ ଯାତ୍ରା କରିବା ପାଇଁ ମନସ୍ଥ କଲେ।


ତା’ପରେ ଯୀଶୁ ଓ ତାଙ୍କର ଶିଷ୍ୟମାନେ ଆଉ ଗୋଟିଏ ଗ୍ରାମକୁ ଗଲେ।


Swiv nou:

Piblisite


Piblisite