ଲୂକ ଲିଖିତ ସୁସମାଚାର 9:6 - ପବିତ୍ର ବାଇବଲ (CL) NT (BSI)6 ଶିଷ୍ୟମାନେ ପ୍ରସ୍ଥାନ କଲେ! ଗ୍ରାମେ ଗ୍ରାମେ ଭ୍ରମଣ କରି ଶୁଭବାର୍ତ୍ତା ପ୍ରଚାର କଲେ ଓ ଲୋକମାନଙ୍କୁ ସୁସ୍ଥ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ସେଥିରେ ସେମାନେ ପ୍ରସ୍ଥାନ କରି ସର୍ବତ୍ର ସୁସମାଚାର ପ୍ରଚାର ଓ ସୁସ୍ଥ କରୁ କରୁ ଗ୍ରାମେ ଗ୍ରାମେ ଭ୍ରମଣ କରିବାକୁ ଲାଗିଲେ। Gade chapit laଓଡିଆ ବାଇବେଲ6 ସେଥିରେ ସେମାନେ ଯାଇ ସବୁଆଡ଼େ ସୁସମାଚାର ପ୍ରଚାର ଓ ସୁସ୍ଥ କରୁ କରୁ ଗ୍ରାମେ ଗ୍ରାମେ ଭ୍ରମଣ କରିବାକୁ ଲାଗିଲେ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେଥିରେ ସେମାନେ ଯାଇ ସବୁଆଡ଼େ ସୁସମାଚାର ପ୍ରଚାର ଓ ସୁସ୍ଥ କରୁ କରୁ ଗ୍ରାମେ ଗ୍ରାମେ ଭ୍ରମଣ କରିବାକୁ ଲାଗିଲେ। Gade chapit laପବିତ୍ର ବାଇବଲ6 ପ୍ରେରିତମାନେ ବାହାରିଗଲେ। ସେମାନେ ସମସ୍ତେ ନଗର ଦେଇ ଯାତ୍ରା କଲେ। ସେମାନେ ସୁସମାଗ୍ଭର ଶୁଣାଇଲେ ଓ ସବୁ ଜାଗାରେ ଲୋକମାନଙ୍କୁ ସୁସ୍ଥ କଲେ। Gade chapit la |
ଶିଷ୍ୟମାନେ ଯାଇ ସର୍ବତ୍ର ପ୍ରଚାର କଲେ। ସେମାନଙ୍କ ବାର୍ତ୍ତା ସତ୍ୟ ବୋଲି ପ୍ରମାଣିତ କରିବାକୁ ପ୍ରଭୁ ସେମାନଙ୍କ ସହିତ ବିଦ୍ୟମାନ ରହି ଅଲୌକିକ କାର୍ଯ୍ୟ କରିବା ପାଇଁ ସେମାନଙ୍କୁ ଶକ୍ତି ଦେଲେ।) (ସେହି ସ୍ତ୍ରୀ ଲୋକମାନେ ପିତର ଓ ତାହାଙ୍କ ସଙ୍ଗୀମାନଙ୍କ ନିକଟକୁ ଯାଇ ଯାହା ଶୁଣିଥିଲେ, ତାହା ସବୁ ସେମାନଙ୍କୁ ଜଣାଇଲେ। ଏହା ପରେ ସ୍ୱୟଂ ଯୀଶୁ ଅନନ୍ତ ପରିତ୍ରାଣର ଏହି ପବିତ୍ର ଚିର ଜୀବନ୍ତ ବାର୍ତ୍ତାକୁ ପୂର୍ବରୁ ପଶ୍ଚିମ ଯାଏ ପ୍ରଚାର କରିବା ପାଇଁ ଶିଷ୍ୟମାନଙ୍କୁ ପ୍ରେରଣ କଲେ।)