Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:9 - ପବିତ୍ର ବାଇବଲ (CL) NT (BSI)

9 ହେରୋଦ ଭାବିଲେ, “ମୁଁ ଯୋହନର ମୁଣ୍ଡ କଟାଇଛି, କିନ୍ତୁ ଏ ଲୋକଟି କିଏ, ଯାହା ବିଷୟରେ ମୁଁ ଏସବୁ ଶୁଣୁଛି?” ତେଣୁ ସେ ଯୀଶୁଙ୍କୁ ଦେଖିବାକୁ ଚେଷ୍ଟା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 କିନ୍ତୁ ହେରୋଦ କହିଲେ, ଯୋହନଙ୍କ ମସ୍ତକ ଆମ୍ଭେ ତ ଛେଦନ କରିଅଛୁ, ମାତ୍ର ଯାହାଙ୍କ ବିଷୟରେ ଆମ୍ଭେ ଏପ୍ରକାର କଥା ଶୁଣୁଅଛୁ, ଏ କିଏ? ଆଉ, ସେ ତାହାଙ୍କୁ ଦେଖିବା ନିମନ୍ତେ ଚେଷ୍ଟା କରୁଥିଲେ।

Gade chapit la Kopi

ଓଡିଆ ବାଇବେଲ

9 କିନ୍ତୁ ହେରୋଦ କହିଲେ, ଯୋହନଙ୍କ ମସ୍ତକ ଆମ୍ଭେ ତ କାଟିଅଛୁ, ମାତ୍ର ଯାହାଙ୍କ ବିଷୟରେ ଆମ୍ଭେ ଏପ୍ରକାର କଥା ଶୁଣୁଅଛୁ, ଏ କିଏ ? ଆଉ ସେ ତାହାଙ୍କୁ ଦେଖିବା ନିମନ୍ତେ ଚେଷ୍ଟା କରୁଥିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କିନ୍ତୁ ହେରୋଦ କହିଲେ, ଯୋହନଙ୍କ ମସ୍ତକ ଆମ୍ଭେ ତ କାଟିଅଛୁ, ମାତ୍ର ଯାହାଙ୍କ ବିଷୟରେ ଆମ୍ଭେ ଏପ୍ରକାର କଥା ଶୁଣୁଅଛୁ, ଏ କିଏ? ଆଉ ସେ ତାହାଙ୍କୁ ଦେଖିବା ନିମନ୍ତେ ଚେଷ୍ଟା କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ

9 କିନ୍ତୁ ହେରୋଦ କହିଲେ, “ମୁଁ ଯୋହନଙ୍କ ମୁଣ୍ଡକାଟ କରିଛି। ତେବେ ଏ କିଏ, ଯାହାଙ୍କ ବିଷୟରେ ମୁଁ ଏଭଳି କଥା ଶୁଣୁଛି?” ତେଣୁ ହେରୋଦ ଯୀଶୁଙ୍କୁ ଦେଖିବା ପାଇଁ ଚେଷ୍ଟା କଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 9:9
3 Referans Kwoze  

ସେ ଯୀଶୁଙ୍କୁ ଦେଖି ଅତି ଆନନ୍ଦିତ ହେଲେ, କାରଣ ସେ ତାଙ୍କ ବିଷୟରେ ଶୁଣିଥିଲେ। ଯୀଶୁଙ୍କ କୌଣସି ଅଲୌକିକ କାର୍ଯ୍ୟ ଦେଖିବାକୁ ତାଙ୍କର ଆଶା ଥିଲା।


ହେରୋଦ ମଧ୍ୟ ତା’ର କୌଣସି ଦୋଷ ପାଇ ନାହାନ୍ତି। ତେଣୁ ସେ ତାକୁ ମୋ’ ନିକଟକୁ ପଠାଇ ଦେଇଛନ୍ତି। ମୃତ୍ୟୁ ଦଣ୍ଡ ଭୋଗିବା ଭଳି ଏ ଲୋକ କୌଣସି ଦୋଷ କରି ନାହିଁ।


Swiv nou:

Piblisite


Piblisite