Biblia Todo Logo
Bib sou entènèt

- Piblisite -




ମାର୍କ 1:11 - ପବିତ୍ର ବାଇବଲ (CL) NT (BSI)

11 ପୁଣି ସ୍ୱର୍ଗରୁ ଏକ ବାଣୀ ଉଚ୍ଚାରିତ ହେଲା; “ତୁମେ ମୋର ପ୍ରିୟ ପୁତ୍ର। ତୁମ ଉପରେ ମୁଁ ଅତ୍ୟନ୍ତ ସନ୍ତୁଷ୍ଟ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ।

Gade chapit la Kopi

ଓଡିଆ ବାଇବେଲ

11 ପୁଣି, ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ଆକାଶରୁ ଏହି ବାଣୀ ହେଲା, “ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ।”

Gade chapit la Kopi

ପବିତ୍ର ବାଇବଲ

11 ଆକାଶରୁ ବାଣୀ ହେଲା: “ହେ ମୋହର ପୁତ୍ର, ମୁଁ ତୁମ୍ଭକୁ ପ୍ରେମ କରେ, ମୁଁ ତୁମ୍ଭ ଉପରେ ବହୁତ ଖୁସୀ।”

Gade chapit la Kopi




ମାର୍କ 1:11
19 Referans Kwoze  

ହଠାତ୍ ଆକାଶରେ ଗୋଟିଏ ମେଘ ଦେଖାଗଲା ଓ ତା’ର ଛାୟା ସେମାନଙ୍କୁ ଆଚ୍ଛାଦନ କଲା। ପୁଣି ସେହି ମେଘ ଭିତରୁ ଗୋଟିଏ ବାଣୀ ଶୁଣାଗଲା: “ଏ ମୋର ପ୍ରିୟ ପୁତ୍ର, ଏହାଙ୍କ କଥାକୁ ମନଧ୍ୟାନ ଦେଇ ଶୁଣ।”


ତତ୍ପରେ ସ୍ୱର୍ଗରୁ ଐଶୀବାଣୀ ଉଚ୍ଚାରିତ ହେଲା, “ଏହି ମୋର ପ୍ରିୟ ପୁତ୍ର, ତାଙ୍କଠାରେ ମୁଁ ସନ୍ତୁଷ୍ଟ।”


ସେ ଅନ୍ଧକାରର ଶକ୍ତିରୁ ଆମକୁ ରକ୍ଷା କରିଛନ୍ତି ଓ ନିରାପଦରେ ଆମ୍ଭମାନଙ୍କୁ ତାଙ୍କ ପ୍ରିୟ ପୁତ୍ରଙ୍କ ରାଜ୍ୟକୁ ଆଣିଛନ୍ତି।


କିନ୍ତୁ ତାଙ୍କ ଐଶ୍ୱରିକ ପବିତ୍ରତା ହେତୁ ସେ ଈଶ୍ୱରଙ୍କ ପୁତ୍ର ବୋଲି ପ୍ରକାଶିତ ହେଲେ। ମୃତ୍ୟୁରୁ ତାଙ୍କର ଅଲୌକିକ ପୁନରୁତ୍ଥାନ ଦ୍ୱାରା ଏହା ଆହୁରି ସ୍ପଷ୍ଟ ହେଲା।


ଈଶ୍ୱର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ନିଜର ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ- ଯେ କେହି ତାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପାଇବ।


ମୋର ପ୍ରେରଣକାରୀ ପିତା ଈଶ୍ୱକର ମଧ୍ୟ ମୋ’ ପାଇଁ ସାକ୍ଷ୍ୟ ଦେଉଛନ୍ତି। ତୁମ୍ଭେମାନେ ତାଙ୍କ ସ୍ୱର ଶୁଣି ନାହଁ, କିମ୍ବା ତାଙ୍କୁ ଦେଖି ନାହଁ।


ଏହି ଘଟଣା ମୁଁ ଦେଖିଛି, ତେଣୁ ମୁଁ ତୁମ୍ଭମାନଙ୍କୁ କହୁଛି, ସେ ହେଉଛନ୍ତି ଈଶ୍ୱରଙ୍କ ପୁତ୍ର।”


ଓ ମେଘ ମଧ୍ୟରୁ ଗୋଟିଏ ବାଣୀ ଶୁଣିଲେ, “ଏ ମୋର ମନୋନୀତ ପୁତ୍ର - ତାହାଙ୍କ କଥା ଶୁଣ।”


ପିତର ଏହା କହିବାବେଳେ ଗୋଟିଏ ଉଜ୍ଜଳ ମେଘ ସେମାନେ ମୁଣ୍ଡ ଉପରକୁ ଭାସି ଆସିଲାଓ ସେଥରୁ ଗେଟିଏ ସ୍ୱର ଶୁଭିଲା, “ଏ ମୋର ପ୍ରୟ ପୁତ୍ର, ଏହାଙ୍କଠାରେ ମୁଁ ଅତ୍ୟନ୍ତ ପ୍ରୀତ। ତାଙ୍କ କଥା ମନଦେଇ ଶୁଣ।”


ଆପଣ ଯେ ଈଶ୍ୱରଙ୍କଠାରୁ ଆସିଥିବା ସେହି ପବିତ୍ର ବ୍ୟକ୍ତି, ଏ କଥା ଆମେ ଏବେ ବିଶ୍ୱାସ କରି ଜାଣି ପାରୁଛୁ।”


“ଏହି ମୋର ମନୋନୀତ ଦେବକ, ତାକୁ ମୁଁ ଭଲ ପାଏ, ତା’ ପ୍ରତି ମୁଁ ସନ୍ତୁଷ୍ଟ। ମୋର ଆତ୍ମା ତା’ ଉପରେ ଅବତରଣ କରିବ; ସବୁ ଜାତି ନିକଟରେ ସେ ମୋ’ ନ୍ୟାୟ ବିଚାର ଘୋଷଣା କରିବ।


ଯୀଶୁ ଜଳରୁ ଉଠି ଆସିବାକ୍ଷଣି ଦେଖିଲେ, ସ୍ୱର୍ଗ ଦ୍ୱାର ଉନ୍ମୁକ୍ତ ଏବଂ ପରମାତ୍ମା କପୋତ ରୂପରେ ତାଙ୍କ ଉପରେ ଅବତରଣ କରୁଛନ୍ତି।


ଏବଂ ପବିତ୍ର ଆତ୍ମା ଏକ କପୋତ ରୂପରେ ତାଙ୍କ ଉପରେ ଅବତରଣ କଲେ। ସ୍ୱର୍ଗରୁ ଏହି ବାଣୀ ଉଚ୍ଚାରିତ ହେଲା, “ତୁମେ ମୋର ପ୍ରିୟ ପୁତ୍ର, ତୁମ ପ୍ରତି ମୁଁ ଅତୀବ ପ୍ରୀତ।”


Swiv nou:

Piblisite


Piblisite