Biblia Todo Logo
Bib sou entènèt

- Piblisite -




ମାର୍କ 1:22 - ପବିତ୍ର ବାଇବଲ (CL) NT (BSI)

22 ତାଙ୍କ ଶିକ୍ଷା ଶୁଣି ଲୋକେ ଆଚମ୍ବିତ ହେଲେ; କାରଣ ସେ ଶାସ୍ତ୍ରୀମାନଙ୍କ ପରି ଶିକ୍ଷା ନ ଦେଇ ଜଣେ କ୍ଷମତାପନ୍ନ ବ୍ୟକ୍ତିଙ୍କ ପରି ଶିକ୍ଷା ଦେଉଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଲୋକମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ଵିତ ହେଲେ,କାରଣ ସେ ଶାସ୍ତ୍ରୀମାନଙ୍କ ପରି ଶିକ୍ଷା ନ ଦେଇ ଅଧିକାରପ୍ରାପ୍ତ ବ୍ୟକ୍ତିଙ୍କ ପରି ସେମାନଙ୍କୁ ଶିକ୍ଷା ଦେଉଥିଲେ।

Gade chapit la Kopi

ଓଡିଆ ବାଇବେଲ

22 ଲୋକମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ, କାରଣ ସେ ଶାସ୍ତ୍ରୀମାନଙ୍କ ପରି ଶିକ୍ଷା ନ ଦେଇ ଅଧିକାରପ୍ରାପ୍ତ ବ୍ୟକ୍ତିଙ୍କ ପରି ସେମାନଙ୍କୁ ଶିକ୍ଷା ଦେଉଥିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଲୋକମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ, କାରଣ ସେ ଶାସ୍ତ୍ରୀମାନଙ୍କ ପରି ଶିକ୍ଷା ନ ଦେଇ ଅଧିକାରପ୍ରାପ୍ତ ବ୍ୟକ୍ତିଙ୍କ ପରି ସେମାନଙ୍କୁ ଶିକ୍ଷା ଦେଉଥିଲେ।

Gade chapit la Kopi

ପବିତ୍ର ବାଇବଲ

22 ଯୀଶୁଙ୍କ ଶିକ୍ଷା ଶୁଣି ସେଠାକାର ଲୋକେ ଆଶ୍ଚର୍ଯ୍ୟ ହୋଇଗଲେ। ଯୀଶୁ ସେମାନଙ୍କୁ ଧର୍ମଶାସ୍ତ୍ରୀଙ୍କ ପରି ଶିକ୍ଷା ନ ଦେଇ ଜଣେ ଅଧିକାର ପାଇଥିବା ବ୍ୟକ୍ତିଙ୍କ ଭଳି ଶିକ୍ଷା ଦେଲେ।

Gade chapit la Kopi




ମାର୍କ 1:22
14 Referans Kwoze  

ସେଠାକାର ସମାଜ ଗୃହରେ ତାଙ୍କର ଶିକ୍ଷା ଶୁଣଇ ଲୋକମାନେ ଆଶ୍ଚର୍ଯ୍ୟ ହୋଇ କହିଲେ, “ଏତେ ଜ୍ଞାନ ସେ କୁଆଡ଼ୁ ପାଇଲେ? ଏସବୁ ଅଲୌକିକ କାର୍ଯ୍ୟ କରିବାକୁ ତାଙ୍କୁ କିଏ ଶକ୍ତି ଦେଲା?


ପ୍ରହରୀମାନେ ଉତ୍ତର ଦେଲେ, “ତାଙ୍କ ପରି ଏତେ ଚମକ୍ରାର ଭାବରେ କେହି କେବେ କଥା କହି ନାହାନ୍ତି।”


ତାଙ୍କର ଶିକ୍ଷା ଦେବା ପ୍ରଣାଳୀରେ ସେମାନେ ସମସ୍ତେ ଆଚମ୍ବିତ ହେଲେ, କାରଣ ସେ କ୍ଷମତାର ସହ କଥା କହୁଥିଲେ।


ଲଜ୍ଜାଜନକ ଓ ଗୋପନୀୟ କାର୍ଯ୍ୟକଳାପ ସବୁ ଆମେ ପରିତ୍ୟାଗ କରିଛୁ। ଆମେ ଛଳନା କରୁ ନାହୁଁ କିମ୍ବା ଈଶ୍ୱରଙ୍କ ବାକ୍ୟର ବିକୃତ ଅର୍ଥ କରୁ ନାହିୁଁ। କିନ୍ତୁ ପ୍ରକାଶ୍ୟ ଭାବରେ ଈଶ୍ୱରଙ୍କ ସାକ୍ଷାତରେ ମନୁଷ୍ୟର ବିବେକ ନିକଟରେ ଆମେ ନିଜ ନିଜର ଯୋଗ୍ୟତାପ୍ରମାଣ କରିବା ପାଇଁ ଚେଷ୍ଟା କରୁଛୁ;


କିନ୍ତୁ ପବିତ୍ରଆତ୍ମା ସ୍ତିଫାନଙ୍କୁ ଏପରି ଆଜ୍ଞା ଦେଲେ ଯେ, କେହି ତାଙ୍କର ଯୁକ୍ତି ଖଣ୍ଡନ କରିପାରିଲେ ନାହିଁ।


କାରଣ ମୁଁ ତୁମକୁ ଏପରି ବାକ୍ଶକ୍ତି ଓ ଜ୍ଞାନ ଦେବି ଯେ ତୁମ୍ଭମାନଙ୍କ କଥାକୁ ତୁମ ଶତ୍ରୁମାନେ ମିଥ୍ୟା ପ୍ରମାଣିତ କରି ଖଣ୍ଡନ କରି ପାରିବେ ନାହିଁ।


ସେତେବେଳେ ଜଣେ ଭୂତଗ୍ରସ୍ତ ଲୋକ ସମାଜ ଗୃହରେ ପ୍ରବେଶ କରି ଚିକ୍ରାର କଲା;


ଯେଉଁମାନେ ତାଙ୍କ କଥା ଶୁଣୁଥିଲେ, ସେମାନେ ତାଙ୍କର ବିଚକ୍ଷଣ କଥା ଶୁଣି ଅବାକ୍ ହେଉଥିଲେ।


Swiv nou:

Piblisite


Piblisite