Biblia Todo Logo
Bib sou entènèt

- Piblisite -




ମାର୍କ 1:41 - ପବିତ୍ର ବାଇବଲ (CL) NT (BSI)

41 ଯୀଶୁ ଦୟାରେ ବିଗଳିତ ହୋଇ ହାତ ବଢ଼ାଇ ତାକୁ ସ୍ପର୍ଶ କଲେ ଓ କହିଲେ, “ମୁଁ ତାହାହିଁ ଚାହେଁ, ତୁମେ ଶୁଚି ହୁଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ସେଥିରେ ସେ ଦୟାରେ ବିଗଳିତ ହୋଇ ହସ୍ତ ବିସ୍ତାର କରି ତାହାକୁ ସ୍ପର୍ଶ କଲେ ଓ କହିଲେ, ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।

Gade chapit la Kopi

ଓଡିଆ ବାଇବେଲ

41 ସେଥିରେ ସେ ଦୟାରେ ବିଗଳିତ ହୋଇ ହସ୍ତ ବିସ୍ତାର କରି ତାହାକୁ ସ୍ପର୍ଶ କଲେ ଓ କହିଲେ, ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ସେଥିରେ ସେ ଦୟାରେ ବିଗଳିତ ହୋଇ ହସ୍ତ ବିସ୍ତାର କରି ତାହାକୁ ସ୍ପର୍ଶ କଲେ ଓ କହିଲେ, “ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।”

Gade chapit la Kopi

ପବିତ୍ର ବାଇବଲ

41 ସେହି ଲୋକଟି ଉପରେ ଯୀଶୁଙ୍କର କରୁଣା ଜାତ ହେଲା। ସେ ହାତ ବଢ଼େଇ ଲୋକଟିକୁ ଛୁଇଁଦେଲେ ଓ କହିଲେ, “ମୁଁ ତୁମ୍ଭକୁ ସୁସ୍ଥ କରିବାକୁ ଗ୍ଭହୁଁଛି, ତୁମ୍ଭେ ସୁସ୍ଥ ହୋଇଯାଅ।”

Gade chapit la Kopi




ମାର୍କ 1:41
12 Referans Kwoze  

ଜନତାକୁ ଦେଖି ସେ ଦୟାରେ ବିଗଳିତ ହୋଇଗଲେ, କାରଣ ରକ୍ଷକବିହୀନ ମେଷପଲ ପରି ସେମାନେ ନତଃସହାୟ ଓ ବିପନ୍ନ ହେଉଥିଲେ।


ଯେ ଆମର ଦୋଷ ଦୁର୍ବଳତା ଅନୁଭବ କରି ପାରନ୍ତି ନାହିଁ, ସେପରି ମହାଯାଜକ ସେ ନୁଦ୍ନ୍ି। ବରଂ ଆମ ମହାଯାଜକ, ଆମ ପରି ନାନା ପ୍ରକାରେ ପ୍ରଲୋଭିତ ହୋଇଥିଲେ, କିନ୍ତୁ ସେ ନିଷ୍ପାପ ରହିଲେ;


ଏହାର ଅର୍ଥ ହେଉଛି, ସବୁ ବିଷୟରେ ତାଙ୍କର ଭ୍ରାତାମାନଙ୍କ ସଦୃଶ ହେବା ତାଙ୍କର ପ୍ରୟୋଜନ ଥିଲା, ଯାହା ଫଳରେ ସେ ସେମାନଙ୍କର ବିଶ୍ୱସ୍ତ ଓ ଦୟାଳୁ ମହାଯାଜକ ହୋଇ ଈଶ୍ବରଙ୍କ ସେବା କରିପାରିବେ ଏବଂ ମନୁଷ୍ୟମାନେ ପାପକ୍ଷମା ପାଇବେ।


ଯୀଶୁ ନୌକାରୁ ଓହ୍ଲାଇ ଏହି ବିରାଟ ଜନତାକୁ ଦେଖି ତାଙ୍କ ହୃଦୟ ଦୟାରେ ବିଗଳିତ ହେଲା। କାରଣ ସେମାନେ ଅରକ୍ଷକ ମେଷପଲ ପରି ଥିଲେ। ସେଠାରେ ଯୀଶୁ ସେମାନଙ୍କୁ ଅନେକ ବିଷୟରେ ଶିକ୍ଷା ଦେବାକୁ ଲାଗିଲେ।


ତାଙ୍କଠାରେ ଈଶ୍ୱରଙ୍କ ମହିମାର ତେଜ ପ୍ରତିଫଳିତ ଓ ସମ୍ପୂର୍ଣ୍ଣ ଐଶ୍ୱରିକତ୍ପ ସନ୍ନିବେଶିତ। ପୁଣି ସେ ନିଜର ବାକ୍ୟ ବଳରେ ସମଗ୍ର ବିଶ୍ୱଜଗତକୁ ପିୟତ୍ରଣ କରୁଛନ୍ତି। ସେ ମନୁଷ୍ୟ ଜାତି ନିକନ୍ତେ ପାପ କ୍ଷମା ସାଧନ କରି ସ୍ୱର୍ଗରେ ପରାତ୍ପର ଈଶ୍ୱରଙ୍କ ଦକ୍ଷିଣ ପାଶ୍ୱର୍ରେ ଉପବେଶନ କରିଛନ୍ତି।


ପିଲାଟିର ହାତ ଧରି ଯୀଶୁ କହିଲେ, “ତାଲିଥା କୁମ୍”, ଅର୍ଥାତ୍ “ଝିଅ, ମୁଁ କହୁଛି ଉଠ୍।”


ଯୀଶୁ ଠିଆ ହୋଇ ପବନକୁ ଧମକ ଦେଇ କହିଲେ, “ଶାନ୍ତ ହୁଅ,” ଏବଂ ଢ଼େଉକୁ କହିଲେ, “ସୁସ୍ଥିର ହୁଅ”। ହଠାତ୍ ପବନ ଥମିଗଲା ଏବଂ ସବୁ ସୁସ୍ଥିର ହେଲା।


ଜଣେ କୁଷ୍ଠରୋଗୀ ଯୀଶୁଙ୍କ ନିକଟକୁ ଆସିଲା। ନତଜାନୁ ହୋଇ ସେ ବିନତି କରି କହିଲା, “ଆପଣ ଚାହିଁଲେ ମୋତେ ଶୁଚି କରିଦେଇ ପାରିବେ।”


ତତ୍କ୍ଷଣାତ୍ ସେହି ରୋଗ ତା’ଠାରୁ ଦୂର ହୋଇଗଲା ଓ ସେ ଶୁଚି ହେଲା।


Swiv nou:

Piblisite


Piblisite