Biblia Todo Logo
Bib sou entènèt

- Piblisite -




ମାର୍କ 1:6 - ପବିତ୍ର ବାଇବଲ (CL) NT (BSI)

6 ଯୋହନ ଓଟ ଲୋମର ପୋଷାକ ପରିଧାନ କରୁଥିଲେ ଏବଂ କଟିଦେଶରେ ଚର୍ମପଟୁକା ବାନ୍ଧୁଥିଲେ। ପଙ୍ଗପାଳ ଓ ବନମଧୂ ତାଙ୍କର ଖାଦ୍ୟ ଥିଲା। ସେ ଲୋକମାନଙ୍କ ନିକଟରେ ଘୋଷଣା କରୁଥିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଯୋହନ ଓଟଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା କଟିରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି ପଙ୍ଗପାଳ ଓ ବନମଧୁ ଖାଉଥିଲେ।

Gade chapit la Kopi

ଓଡିଆ ବାଇବେଲ

6 ଯୋହନ ଓଟ ଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା କଟିରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି, ପଙ୍ଗପାଳ ଓ ବନମଧୁ ଖାଉଥିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଯୋହନ ଓଟ ଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା କଟିରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି, ପଙ୍ଗପାଳ ଓ ବନମଧୁ ଖାଉଥିଲେ।

Gade chapit la Kopi

ପବିତ୍ର ବାଇବଲ

6 ଯୋହନ ଓଟ ଲୋମରେ ତିଆରି ପୋଷାକ ପିନ୍ଧୁଥିଲେ ଓ ଅଣ୍ଟା ଗ୍ଭରିପଟେ ଗୋଟିଏ ଚମଡ଼ାର ପଟି ବାନ୍ଧୁଥିଲେ। ପଙ୍ଗପାଳ ଓ ବନ-ମଧୁ ତାହାଙ୍କର ଖାଦ୍ୟ ଥିଲା।

Gade chapit la Kopi




ମାର୍କ 1:6
6 Referans Kwoze  

ଯୋହନଙ୍କ ପୋଷକ ଓଟ ଲୋମରେ ତିଆରି ହୋଇଥିଲା। ସେ ତାଙ୍କ ଅଣ୍ଟାରେ ଗୋଟିଏ ଚମଡ଼ାର କଟିବନ୍ଧ ବାନ୍ଧୁଥିଲେ। ପଙ୍ଗପାଳ (କ୍ୟାରବ ବୃକ୍ଷର ଫଳ) ଓ ବନମଧୁ ତାଙ୍କର ଖାଦ୍ୟ ଥିଲା।


ଯିହୂଦା ପ୍ରଦେଶ ଓ ଯିରୂଶାଲମ ସହରକୁ ବହୁ ଲୋକ ଯୋହନଙ୍କ ପ୍ରଚାର ଶୁଣିବା ପାଇଁ ଆସିଲେ। ସେମାନେ ନିଜ ନିଜ ପାପ ସ୍ୱୀକାର କଲେ ଏବଂ ଯୋହନ ସେମାନଙ୍କୁ ଯର୍ଦ୍ଦନ ନଦୀରେ ଜଳଦୀକ୍ଷା ଦେଲେ।


“ଯେଉଁବ୍ୟକ୍ତି ମୋ’ ପରେ ଆସିବେ, ସେ ମୋ’ଠାରୁ ମହାନ୍। ଅବନତ ହୋଇ ତାଙ୍କ ପାଦୁକାର ବନ୍ଧନ ଖୋଲିବା ପାଇଁ ମଧ୍ୟ ମୁଁ ଅଯୋଗ୍ୟ।


Swiv nou:

Piblisite


Piblisite