Biblia Todo Logo
Bib sou entènèt

- Piblisite -




ମାର୍କ 1:9 - ପବିତ୍ର ବାଇବଲ (CL) NT (BSI)

9 ସେହି ସମୟରେ ଯୀଶୁ ଗାଲିଲୀ ପ୍ରଦେଶର ନାଜରିତରୁ ଆସି ଯୋହନଙ୍କ ଦ୍ୱାରା ଯର୍ଦ୍ଦନ ନଦୀରେ ଜଳଦୀକ୍ଷା ଗ୍ରହଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସେହି ସମୟରେ ଯୀଶୁ ଗାଲିଲୀର ନାଜରିତରୁ ଆସି ଯର୍ଦ୍ଦନରେ ଯୋହନଙ୍କ ଦ୍ଵାରା ବାପ୍ତିଜିତ।। ହେଲେ।

Gade chapit la Kopi

ଓଡିଆ ବାଇବେଲ

9 ସେହି ସମୟରେ ଯୀଶୁ ଗାଲିଲୀର ନାଜରିତରୁ ଆସି ଯର୍ଦ୍ଦନରେ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେହି ସମୟରେ ଯୀଶୁ ଗାଲିଲୀର ନାଜରିତରୁ ଆସି ଯର୍ଦ୍ଦନ ନଦୀରେ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଲେ।

Gade chapit la Kopi

ପବିତ୍ର ବାଇବଲ

9 ସେହି ସମୟରେ ଯୀଶୁ ଗାଲିଲୀର ନାଜରିତ ସହରରୁ ଯୋହନଙ୍କ ପାଖକୁ ଆସିଲେ। ଯୋହନ ଯୀଶୁଙ୍କୁ ଯର୍ଦ୍ଦନ ନଦୀରେ ବାପ୍ତିସ୍ମ ଦେଲେ।

Gade chapit la Kopi




ମାର୍କ 1:9
7 Referans Kwoze  

ପୁନର୍ବାର ଅନ୍ୟ ପ୍ରକାର ସ୍ୱପ୍ନାଦେଶ ପାଇ ସେ ଗାଲିଲୀ ପ୍ରଦେଶର ନାଜରିତ ସହରରେ ଘର କରି ରହିଲେ। ଏଥିମଧ୍ୟରେ ଭାବବାଦୀଙ୍କର ନିମ୍ନଲିଖିତ ଗୋଟିଏ ଉକ୍ତି ସଫଳ ହେଲା। “ସେ ନାଜରିତୀୟ ବୋଲି ପରିଚିତ ହେବେ।”


ମୁଁ ତୁମ୍ଭମାନଙ୍କୁ ଜଳରେ ଦୀକ୍ଷା ଦେଉଛି, କିନ୍ତୁ ସେ ପବିତ୍ର ଆତ୍ମାରେ ଦୀକ୍ଷା ଦେବେ।”


ଯୀଶୁ ଜଳରୁ ଉଠି ଆସିବାକ୍ଷଣି ଦେଖିଲେ, ସ୍ୱର୍ଗ ଦ୍ୱାର ଉନ୍ମୁକ୍ତ ଏବଂ ପରମାତ୍ମା କପୋତ ରୂପରେ ତାଙ୍କ ଉପରେ ଅବତରଣ କରୁଛନ୍ତି।


ଯୀଶୁ ସେମାନଙ୍କ ସଙ୍ଗେ ନାଜରିତକୁ ଫେରିଗଲେ ଓ ସେମାନଙ୍କର ବାଧ୍ୟ ହୋଇ ରହିଲେ। ତାଙ୍କର ମା’ ଏସବୁ ବିଷୟ ହୃଦୟରେ ସଞ୍ଚିତ କରି ରଖିଲେ।


Swiv nou:

Piblisite


Piblisite