Biblia Todo Logo
Bib sou entènèt

- Piblisite -




ମାର୍କ 10:4 - ପବିତ୍ର ବାଇବଲ (CL) NT (BSI)

4 ସେମାନେ ଉତ୍ତର ଦେଲେ, “ଛାଡ଼ପତ୍ର ଦେଇ ସ୍ତ୍ରୀକୁ ପରିତ୍ୟାଗ କରିବା ପାଇଁ ମୋଶା ଅନୁମତି ଦେଇଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେମାନେ କହିଲେ, ତ୍ୟାଗପତ୍ର ଲେଖି ସ୍ତ୍ରୀକି ପରିତ୍ୟାଗ କରିବା ନିମନ୍ତେ ମୋଶା, ଅନୁମତି ଦେଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

4 ସେମାନେ କହିଲେ, ତ୍ୟାଗପତ୍ର ଲେଖି ସ୍ତ୍ରୀକୁ ପରିତ୍ୟାଗ କରିବା ନିମନ୍ତେ ମୋଶା ଅନୁମତି ଦେଇଅଛନ୍ତି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେମାନେ କହିଲେ, ତ୍ୟାଗପତ୍ର ଲେଖି ସ୍ତ୍ରୀକୁ ପରିତ୍ୟାଗ କରିବା ନିମନ୍ତେ ମୋଶା ଅନୁମତି ଦେଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

4 ସେମାନେ କହିଲେ, “ଜଣେ ପୁରୁଷ ଛାଡ଼ପତ୍ର ପାଇଁ ପ୍ରମାଣପତ୍ର ଲେଖିଦେଇ ତା'ପରେ ନିଜ ସ୍ତ୍ରୀକୁ ଛାଡ଼ି ଦେଇ ପାରିବ ବୋଲି, ମୋଶା କହିଥିଲେ।”

Gade chapit la Kopi




ମାର୍କ 10:4
7 Referans Kwoze  

ଫାରୁଶୀମାନେ ପୁଣି ପଚାରିଲେ, “ତାହାହେଲେ ସ୍ତ୍ରୀକୁ ଛାଡ଼ପତ୍ର ଦେଇ ପରିତ୍ୟାଗ କରିବା ପାଇଁ ମୋଶା କାହିଁକି ବ୍ୟବସ୍ଥା କରିଛନ୍ତି।”


ଯୋସେଫ ସବୁବେଳେ ନ୍ୟାୟସଙ୍ଗତ କାର୍ଯ୍ୟ କରୁଥିଲେ। ଅତଏବ ମରିୟମଙ୍କୁ ଲୋକନିନ୍ଦାରୁ ରକ୍ଷା କରିବାଲାଗି ଗୁପ୍ତରେ ନିର୍ବନ୍ଧଟିକୁ ଭାଙ୍ଗିଦେବା ପାଇଁ ଉପାୟ ପାଞ୍ôଚଲେ।


ଯୀଶୁ ଉତ୍ତର ଦେଲେ, “ଏ ସମ୍ପର୍କରେ ମୋଶାଙ୍କ ନିୟମ କ’ଣ କୁହେ?”


Swiv nou:

Piblisite


Piblisite